Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ନୂଆଦିଲ୍ଲୀ : ଶୁକ୍ରବାରଠୁ ରାଜଧାନୀରେ ସମସ୍ତ ସ୍କୁଲ ବନ୍ଦ, ଘୋଷଣା କଲେ କେଜ୍ରିଓ୍ୱାଲ୍‌ ସରକାର
  • ||
  • ବାଇକକୁ ପିଟିଲା ଜୁସ୍ ବୋଝେଇ ଟ୍ରକ୍, ୨ ଆରୋହୀ ମୃତ
  • ||
  • ଘାରିଛି ଓମିକ୍ରନ ବିପଦ : ବିଳମ୍ବିତ ହେବ ଟିମ୍ ଇଣ୍ଡିଆର ଦକ୍ଷିଣ ଆଫ୍ରିକା ଗସ୍ତ ! ସମୟ ମାଗିଲା ବିସିସିଆଇ
  • ||
  • ଓଏସଏପି ଯବାନଙ୍କ ଆତ୍ମହତ୍ୟା, ଗଛରେ ଝୁଲୁଛି ମୃତଦେହ
  • ||
  • କ୍ଲାସରୁମ୍ ଭିତରକୁ ପଶିଆସିଲା ବାଘ, ଛାତ୍ରଛାତ୍ରୀଙ୍କୁ ଗୋଡାଇ ଗୋଡାଇ କଲା ଘାଇଲା
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୧୫କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୨୫୨ କରୋନା ସଂକ୍ରମିତ, ୧୦୪୯୫୯୭ରେ ପହଞ୍ଚିଲା ସଂଖ୍ୟା
  • ||
  • ମାର୍ଗଶିର ଗୁରୁବାରରେ ଲକ୍ଷ୍ମୀ ମନ୍ଦିରରୁ ଚୋରି, ନେଇଗଲେ ହୁଣ୍ଡି ଓ ସୁନା ଗହଣା
  • ||
  • ଗୁଜୁରାଟ ଦଙ୍ଗା ବେଳେ କେଉଁ ସରକାର ଥିଲା ? ସିବିଏସଇର ପ୍ରଶ୍ନକୁ ନେଇ ବିବାଦ ଜୋର
  • ||

ସରପଞ୍ଚଙ୍କ ସ୍ବାମୀଙ୍କୁ ଗୋଡେଇ ଗୋଡେଇ ହାଣିଲେ, ବିଚ୍ ବଜାରରୁ ଛୁ ମାରିଲେ

29/10/2021 at 5:41 PM

ନିମାପଡା ୨୯।୧୦: ସରପଞ୍ଚଙ୍କ ସ୍ବାମୀଙ୍କୁ ମରଣାନ୍ତକ ଆକ୍ରମଣ । କଣାସ ବ୍ଲକ୍ ବଡାସ ପଞ୍ଚାୟତ ସରପଞ୍ଚ ରିତା ପଲେଇଙ୍କ ସ୍ବାମୀ ବଳରାମ ପଲେଇଙ୍କୁ ଗୋଡେଇ ଗୋଡେଇ ହାଣିଲେ ଦୁର୍ବୃତ୍ତ । ବଳରାମଙ୍କ ମୁଣ୍ଡ ଓ ହାତରେ ଲାଗିଛି ଗଭୀର ଆଘାତ । ବଡାସ ଦୋକନ୍ଦl ମୁଖ୍ୟ ରାସ୍ତାରେ ଦୁର୍ବୃତ୍ତମାନେ ହାଣିଥିବା ସୂଚନା ମିଳିଛି ।  ଗୁରୁତର ଅବସ୍ଥାରେ ବଳରାମଙ୍କୁ ଭୁବନେଶ୍ବର ସ୍ଥିତ ଏକ ମେଡିକାଲରେ ଭର୍ତ୍ତି କରାଯାଇଛି । ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଦୁର୍ବୃତ୍ତମାନେ ଆକ୍ରମଣ କରିଥିବା ଅନୁମାନ କରାଯାଉଛି । କଣାସ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛି ।

   Related Posts