ସରପଞ୍ଚଙ୍କ ସ୍ବାମୀଙ୍କୁ ଗଳାକାଟି ହତ୍ୟା, ପୋଡିଦେଲେ ରାସ୍ତା କାମରେ ନିୟୋଜିତ ପ୍ରୋକଲିନ ଓ ଟ୍ରାକ୍ଟର

Published By : Prameya-News7 Bureau | November 27, 2021 IST

ମାଲକାନଗିରି ୨୭୧୧: ଛତିଶଗଡ ନାରାୟଣପୁର ଜିଲ୍ଲାରେ ମାଓ ହିଂସା ଦେଖିବାକୁ ମିଳିଛି । ଫରେସଗା ଥାନା ଅନ୍ତର୍ଗତ କରମରି ଗ୍ରାମର ସରପଞ୍ଚଙ୍କ ସ୍ବାମୀଙ୍କ ଗଳା କାଟି ହତ୍ୟା କରିଛନ୍ତି ସଶସ୍ତ୍ର ମାଓବାଦୀ । ଏହାସହ ପ୍ରଧାନମନ୍ତ୍ରୀ ସଡକ ଯୋଜନାରେ ନିୟୋଜିତ ଥିବା ପ୍ରୋକଲିନ ଓ ଟ୍ରାକ୍ଟରକୁ ନିଆଁ ଲଗାଇ ପୋଡି ଦେଇଛନ୍ତି ଲାଲ୍ ବାହିନୀ । ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ଆତଙ୍କ ସୃଷ୍ଟି ହୋଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.