Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୨୦ ମହଲା କୋଠାରେ ଭୀଷଣ ଅଗ୍ନିକାଣ୍ଡ, ୧୫ ଆହତ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୩ ଲକ୍ଷ ୩୭ ହଜାରରୁ ଅଧିକ କରୋନା ପଜିଟିଭ୍, ୪୮୮ ମୃତ
  • ||
  • ରାଜ୍ୟରେ ଆଉ ୭ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୧୪କୁ ବୃଦ୍ଧି
  • ||
  • ରାଜ୍ୟରେ ୯ ହଜାର ତଳକୁ ଖସିଲା ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୮୮୪୫ କୋଭିଡ୍ ପଜିଟିଭ୍, ୧୧୯୬୧୪୦ରେ ପହଞ୍ଚିଲା ସଂଖ୍ୟା
  • ||
  • ଭୁବନେଶ୍ବର : ଓଭରବ୍ରିଜ୍‌ରୁ ୩୦ଫୁଟ ତଳକୁ ଖସିଲା କାର୍, ଦୁର୍ଘଟଣାରେ ଗାଡି ଭାଙ୍ଗିରୁଜି ଚୁରମାର୍
  • ||
  • ଶନିବାର ଏହି ସବୁ ଜିଲ୍ଲାରେ ବର୍ଷା : ବଢିବ ତାପମାତ୍ରା, କମିବ ଶୀତ
  • ||
  • ଭୟଙ୍କର ଦୁର୍ଘଟଣା : ମହାନଦୀ ପୋଲରେ ବୋଲେରୋକୁ ପିଟିଲା ଟ୍ରକ୍, ୫ ମୃତ
  • ||

ସରପଞ୍ଚଙ୍କ ସ୍ବାମୀଙ୍କୁ ଗଳାକାଟି ହତ୍ୟା, ପୋଡିଦେଲେ ରାସ୍ତା କାମରେ ନିୟୋଜିତ ପ୍ରୋକଲିନ ଓ ଟ୍ରାକ୍ଟର

27/11/2021 at 12:45 PM

ମାଲକାନଗିରି ୨୭୧୧: ଛତିଶଗଡ ନାରାୟଣପୁର ଜିଲ୍ଲାରେ ମାଓ ହିଂସା ଦେଖିବାକୁ ମିଳିଛି । ଫରେସଗା ଥାନା ଅନ୍ତର୍ଗତ କରମରି ଗ୍ରାମର ସରପଞ୍ଚଙ୍କ ସ୍ବାମୀଙ୍କ ଗଳା କାଟି ହତ୍ୟା କରିଛନ୍ତି ସଶସ୍ତ୍ର ମାଓବାଦୀ । ଏହାସହ ପ୍ରଧାନମନ୍ତ୍ରୀ ସଡକ ଯୋଜନାରେ ନିୟୋଜିତ ଥିବା ପ୍ରୋକଲିନ ଓ ଟ୍ରାକ୍ଟରକୁ ନିଆଁ ଲଗାଇ ପୋଡି ଦେଇଛନ୍ତି ଲାଲ୍ ବାହିନୀ । ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ଆତଙ୍କ ସୃଷ୍ଟି ହୋଇଛି ।

   Related Posts