Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଇଣ୍ଡିଆନ ପ୍ରିମିୟର ଲିଗ୍ (IPL)ରେ ସାମିଲ ହେଲେ ଆଉ ୨ଟି ନୂଆ ଟିମ । ୨ ଟିମ ଅହମ୍ମଦାବାଦ ଏବଂ ଲକ୍ଷ୍ନୌ ଆସନ୍ତାବର୍ଷ ହେବାକୁ ଥିବା ଆଇପିଏଲରେ ଅଂଶଗ୍ରହଣ କରିବେ ।
  • ||
  • ରାଜ୍ୟରେ ସୁସ୍ଥ ହେଲେ ଆଉ ୩୬୦ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୧୮୦ ଡିସଚାର୍ଜ
  • ||
  • ସତ ହେଲା ଧୋନୀଙ୍କ ଭବିଷ୍ୟବାଣୀ, ୫ ବର୍ଷ ତଳେ କହିଥିଲେ- ଦିନେ ଏମିତି ହେବ…
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୨୫ କୋଭିଡ୍ ପଜିଟିଭ୍
  • ||
  • ପଡୋଶୀ ଘରୁ ମିଳିଲା ଯୁବକଙ୍କ ଝୁଲନ୍ତା ମୃତଦେହ, ହତ୍ୟା ନା ଆତ୍ମହତ୍ୟା ?
  • ||
  • ୨ ପରିବାର ମଧ୍ୟରେ ରକ୍ତାକ୍ତ ସଙ୍ଘର୍ଷ : ୮ ଗୁରୁତର, ବୁଲିଲା ଟାଙ୍ଗିଆ ଓ କଟୁରୀ
  • ||
  • କାର୍ତ୍ତିକ ମାସର ପ୍ରଥମ ସୋମବାର : ଧବଳେଶ୍ୱର ପୀଠରେ ୧୪୪ ଧାରା, ମନ୍ଦିର ଖାଁ ଖାଁ
  • ||
  • ୫ ଦିନ ଯାଏଁ ଖସିବନି ପାରଦ, ୨୮ରୁ କାଁ ଭାଁ ବର୍ଷା
  • ||

ଶ୍ୱଶୂର ଘରକୁ ଆସି ନଦୀରେ ବୁଡିଗଲେ ଜ୍ୱାଇଁ, ଉଦ୍ଧାର ହେଲା ମୃତଦେହ

3/07/2021 at 11:23 AM

ଅନୁଗୋଳ, ୦୩/୦୭:  ଶ୍ୱଶୂର ଘର ଆସି ବ୍ରାହ୍ମଣୀ ନଦୀରେ ବୁଡ଼ିଗଲେ ଜ୍ବାଇଁ। ଅଗ୍ନିଶମ ବାହିନୀ ଉଦ୍ଧାର କଲା ମୃତଦେହ। ଏପରି ଏକ ଅଭାବନୀୟ ଘଟଣା ଘଟିଛି ଅନୁଗୋଳ ଜିଲ୍ଲା ରେଙ୍ଗାଳୀ ଅଞ୍ଚଳରେ ।

ସୂଚନାନୁସାରେ, କଣିହାଁ ରେଙ୍ଗାଳୀ ବ୍ରାହ୍ମଣୀ ନଦୀ ରୁ ଜଣେ ଯୁବକଙ୍କ  ମୃତଦେହ ମିଳିଛି। ମୃତକ ହେଲେ ଟିକନ ମହାନ୍ତି । ସେ  ବ୍ରାହ୍ମଣୀ ନଦୀକୁ ଗାଧୋଇ ବାକୁ ଯାଇ ନିଖୋଜ ଥିଲେ। ଅଗ୍ନିଶମ ବାହୀନି ବହୁ ଖୋଜାଖୋଜି ପରେ ତାଙ୍କର ମୃତଦେହ ଉଦ୍ଧାର କରିଥିଲା।

ଟିକନ୍ ଶ୍ୱଶୂର ଘରକୁ ଆସି ନଦୀକୁ ଗାଧୋଇବାକୁ ଯାଇ ନିଖୋଜ ଥିଲେ ବୋଲି ଅଭିଯୋଗ ହୋଇଥିଲା। ତାଙ୍କର ପ୍ରକୃତ ଘର ହେଉଛି ରଜଡଙ୍ଗ। ରେଙ୍ଗାଳୀ ପୋଲିସ ମୃତଦେହ ଜବତ କରି ତଦନ୍ତ ଜାରି ରଖିଛି।

   Related Posts