ଶନିବାର ୨୪ ତାରିଖ ରାଶିଫଳ: ଜାଣନ୍ତୁ ଯେଉଁ ରାଶି ପାଇଁ କିଭଳି ରହିବ କାଲିର ଦିନ

Published By : Prameya-News7 Bureau | April 23, 2021 IST

ମେଷ-ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି । ପଥରୋଧର ସମ୍ମୁଖୀନ ହେବେ । ମଧୁରବଚନ କହି ଅନ୍ୟମାନଙ୍କର ଆଦରଣୀୟ ହେବେ ।
• ଗୃହିଣୀ- ପରକୁ ଆପଣାର କରିବେ ।
• ବ୍ୟବସାୟୀ- ଚୌରଭୟ ଅଛି ।
• କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
• ଛାତ୍ରଛାତ୍ରୀ- ନୂଆବନ୍ଧୁ ମିଳିବେ ।
• ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
• ଚାଷୀ-ଜଳସଞ୍ଚୟ କରନ୍ତୁ ।

ବୃଷ-କାର୍ଯ୍ୟରେ ସଫଳତା ଲାଭ କରିପାରନ୍ତି । ଯଶସ୍ୱୀ ହେବେ । ଲୋକପ୍ରିୟତା ଅର୍ଜନ କରିବେ । ଚଞ୍ଚଳ ପ୍ରକୃତିର ହୋଇପାରନ୍ତି । ସରକାରୀ ସ୍ତରରେ ସମ୍ମାନିତ ହେବେ ।
• ଚାଷୀ-ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।
• ରୋଗୀ- ଆର‌୍ୟୁରବେଦୀ ଚିକିତ୍ସାଲାଭ ଦେବ ।
• ଛାତ୍ରଛାତ୍ରୀ- ଯୋଗ, ସ୍ମରଣଶକ୍ତି ବଢାଇଥାଏ ।
• କର୍ମଜୀବି-କାର୍ଯ୍ୟରେ ସଫଳ ହେବେ ।
• ବ୍ୟବସାୟୀ- ବିଜୟୀ ହେବେ ।
• ଗୃହିଣୀ-ପିଲାମାନଙ୍କ ପ୍ରତିଚିନ୍ତାରେ ରହିବେ ।

ମିଥୁନ- କର୍ମତତ୍ପରତା ପ୍ରକାଶ ପାଇବ । ପରିବାରରେ ମୁଖ୍ୟ ଭୂମିକା ଗ୍ରହଣ କରିବେ । ମନ ପ୍ରସନ୍ନରହିବ । ଦୟାଳୁ ସ୍ୱଭାବର ହୋଇପାରନ୍ତି । ବ୍ୟବସାୟ ଲାଭ ଜନକ ହେବ ।
• କର୍ମଜୀବି- ସମ୍ମାନ ପାଇବେ ।
• ଛାତ୍ରଛାତ୍ରୀ- ବିଚକ୍ଷଣ ବୁଦ୍ଧି ହେବ ।
• ରୋଗୀ- ଚକ୍ଷୁ ପୀଡାହେବ ।
• ଚାଷୀ- କ୍ଳାନ୍ତି ଅନୁଭବ କରିବେ ।
• ବ୍ୟବସାୟୀ- ବିଜୟୀ ହେବେ ।
• ଗୃହିଣୀ-ପୂଜା ପାଠରେ ବ୍ୟସ୍ତରହିବେ ।

କର୍କଟ- ଶତ୍ରୁତା ଦେଖାଦେଇ ପାରେଟ୍ଟ ମାତ୍ର ଅନିଷ୍ଟହେବ ନାହିଁ । ସେବା-ପୂଜାରେ ମନୋନିବେଶ କରିପାରନ୍ତି । ଭାଗ୍ୟଶାଳୀ ହେବେ ।
• ଗୃହିଣୀ- ମାନସିକ ଶାନ୍ତି ପାଇବେ ।
• ବ୍ୟବସାୟୀ- ବିଜୟୀ ହେବେ ।
• କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
• ଛାତ୍ରଛାତ୍ରୀ- ଚିନ୍ତାଧାରା ଉନ୍ନତ ହେବ ।
• ରୋଗୀ- ଚିକିତ୍ସା ପାଇଁ ବିଦେଶ ଯାଇପାରନ୍ତି ।
• ଚାଷୀ-ଗୋବରକ୍ଷତର ବ୍ୟବହାର କରିବା ଉଚିତ୍‌ ।(ପରୀକ୍ଷିତ)

ସିଂହ-ମିଳିମିଶି କାର୍ଯ୍ୟ କରିବାର ସୁଯୋଗ ପାଇବେ, ମାତ୍ରସୁଖ ପରିବତ୍ତେ ର୍ ଦୁଃଖ ମିଳିପାରେ । ସ୍ୱାଭିମାନୀ ହୋଇପାରନ୍ତି । ଯୁଗ୍ମ ବ୍ୟବସାୟ ଲାଭଜନକ ହେବ ।
• ଚାଷୀ-ଜଳସଞ୍ଚୟ କରନ୍ତୁ ।
• ରୋଗୀ- ସାମାନ୍ୟସୁସ୍ଥ ଅନୁଭବ କରିବେ ।
• ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
• କର୍ମଜୀବି-କାର୍ଯ୍ୟରେ ଅବହେଳା କରିବେ ନାହିଁ ।
• ବ୍ୟବସାୟୀ- ଧର୍ଯ୍ୟହାରା ହୋଇପାରନ୍ତି ।
• ଗୃହିଣୀ- ମିତ୍ରସୁଖ ପାଇବେ ।

କନ୍ୟା- ଅଟକି ଥିବା କାର୍ଯ୍ୟରେ ଆଗେଇବେ । ବନ୍ଧୁମିଳନ ଶୁଭଦାୟକ ହେବ । ବ୍ୟବସାୟ ଲାଭଜନକ ହେବ । ସମାଜସେବା ପ୍ରତି ମନ ବଳାଇ ପାରନ୍ତି ।
• ଗୃହିଣୀ- ଭାଗ୍ୟଶାଳୀ ହେବେ ।
• ବ୍ୟବସାୟୀ- ସହଯୋଗୀ ବ୍ୟବସାୟ ଲାଭଜନକ ।
• କର୍ମଜୀବି- ଜଳଯାତ୍ରାମନା ।
• ଛାତ୍ରଛାତ୍ରୀ- ଚିନ୍ତାଧାରା ମହତହେବ ।
• ରୋଗୀ- ଅସୁସ୍ଥ ଅନୁଭବ କରିବେ ।
• ଚାଷୀ- ଅନ୍ୟ ଚାଷ କରିବାକୁ ମନ ବଳାଇବେ ।

ତୁଳା- ଧୈର୍ଯ୍ୟ ଧରି କାର୍ଯ୍ୟ କଲେ ସଫଳତାମିଳିବ । ଭାଇମାନଙ୍କ ପ୍ରତି ସ୍ନେହଭାବ ରହିବ । ଶରୀର ସୁସ୍ଥ ରହିବ । ଚାକିରି କ୍ଷେତ୍ରରେ ଉଚ୍ଚ କର୍ତ୍ତୃପକ୍ଷଙ୍କ ଦ୍ୱାରା ପ୍ରଶଂସିତ ହେବେ ।
• ଚାଷୀ- କାର୍ଯ୍ୟ ମନ୍ଥର ହେବ ।
• ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
• ଛାତ୍ରଛାତ୍ରୀ- ବିଦ୍ୱାନ୍‌ ହେବେ ।
• କର୍ମଜୀବି-ପ୍ରଶଂସିତ ହେବେ ।
• ବ୍ୟବସାୟୀ-ଅର୍ଥ ଲାଭ ହେବ ।
• ଗୃହିଣୀ-ସୁଖ ଅନୁଭବ କରିବେ ।

ବିଛା-ପଦୋନ୍ନତି ପାଇଁ କାର୍ଯ୍ୟ କରି ଚାଲିବେ । ଚଞ୍ଚଳ ପ୍ରକୃତିର ହୋଇପାରନ୍ତି । ଆକସ୍ମିକ ଧନଳାଭର ସୂଚନା ମିଳୁଛି । ବ୍ୟବସାୟରେ ପ୍ରଚୁର ଲାଭ ହେବ ।
• ଗୃହିଣୀ-ପୂଜା ପାଠରେ ବ୍ୟସ୍ତ ରହିବେ ।
• ବ୍ୟବସାୟୀ- ମଧୁରଭାଷୀ ହେବେ ।
• କର୍ମଜୀବି- ସମ୍ମାନ ପାଇବେ ।
• ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
• ରୋଗୀ-ସତର୍କତାର ଦିନ ।
• ଚାଷୀ- କ୍ଳାନ୍ତି ଅନୁଭବ କରିବେ ।

ଧନୁ- ଗୁଣବାନ୍‌ ବ୍ୟକ୍ତି ଭାବେ ସାମାଜିକ ସ୍ତରରେ ଆଦର ଲାଭକରିବେ । ସୁଖରେ ଦିନଟି ଅତିବାହିତ ହେବ । ଯଶସ୍ୱୀ ହେବେ । ନିର୍ଦ୍ଧାରିତ ସମୟରେ କାର୍ଯ୍ୟ ଶେଷ କରିବେ ।
• ଚାଷୀ- କାର୍ଯ୍ୟ ମନ୍ଥର ହେବ ।
• ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
• ଛାତ୍ରଛାତ୍ରୀ- ବିଦ୍ୱାନ୍‌ ହେବେ ।
• କର୍ମଜୀବି-ସମ୍ମାନିତ ହେବେ ।
• ବ୍ୟବସାୟୀ-ସଫଳତାକୁ ହାତଛଡା କରନ୍ତୁ ନାହିଁ ।
• ଗୃହିଣୀ-ଘର କାମରେ ବ୍ୟସ୍ତରହିବେ ।

ମକର-କର୍ମକ୍ଷେତ୍ରରେ ଉତ୍ସାହ ବୃଦ୍ଧି ପାଇବ । ମନ ପ୍ରସନ୍ନରହିବ । ଆସ୍ତିକ ସ୍ୱଭାବର ହେବେ । ମିଷ୍ଟଭାଷୀ ହୋଇପାରନ୍ତି । ଥଣ୍ଡାକଫରେ ଆକ୍ରାନ୍ତ ହୋଇପାରନ୍ତି ।
• ଗୃହିଣୀ-ପାରିବାରିକ କାର୍ଯ୍ୟରେ ବ୍ୟସ୍ତରହିବେ ।
• ବ୍ୟବସାୟୀ- ପ୍ରଚୁରଲାଭ ହେବ ।
• କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
• ଛାତ୍ରଛାତ୍ରୀ- ନୂଆବନ୍ଧୁ ମିଳିବେ ।
• ରୋଗୀ- ଦିନବେଳା ବାହାରକୁ ଯାଆନ୍ତୁ ନାହିଁ ।
• ଚାଷୀ- ପାଣି ପିଅନ୍ତୁ ।

କୁମ୍ଭ- ଆଶାବାଦୀ ହେବେ । ଶୋଭନ ବ୍ୟକ୍ତିତ୍ୱର ପରିଚୟ ସୃଷ୍ଟିକରିବେ । ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଓ ଉଦାର ବିଦ୍ୟାପ୍ରେମୀ ହୋଇପାରନ୍ତି ।
• ଚାଷୀ- ଉତ୍ତମ ଫଳ ପାଇବେ ।
• ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
• ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
• କର୍ମଜୀବି-ଅର୍ଥ ହାନୀ ହେବ ।
• ବ୍ୟବସାୟୀ-ସଫଳତା ମିଳିବ ।
• ଗୃହିଣୀ-ଧାର୍ମିକ ହେବେ ।

ମୀନ- ସୁଖ-ଶାନ୍ତିରେ ଦିନଟି ଅତିବାହିତ ହେବ । ଶ୍ରୀଚନ୍ଦ୍ରଭୋଗ ହେଉଥିବାରୁ ଉତ୍ତମ ଭୋଜନରେ ଆପ୍ୟାୟିତହେବେ ।ଐଶ୍ୱର୍ଯ୍ୟ ଯୁକ୍ତ ହୋଇପାରନ୍ତି ।
• ରୋଗୀ- ଅଳସୁଆ ଲାଗିପାରେ ।
• ଚାଷୀ- ଜୈବିକସାର ମାଟିରେ ବ୍ୟବହାର ଉଚିତ୍‌ ।
• ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
• କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
• ବ୍ୟବସାୟୀ- ଅର୍ଥ ଲାଭ ହେବ ।
• ଗୃହିଣୀ- ଧର୍ମକାର୍ଯ୍ୟରେ ବ୍ୟସ୍ତ ରହିବେ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.