ଶନିବାର ରାଶିଫଳ: ପଡୋଶୀଙ୍କ ଫମ୍ପା ଉପଦେଶ ବିରକ୍ତିକର ହୋଇପାରେ, ଧର୍ମକାର୍ଯ୍ୟରେ ମନୋନିବେଶ କରିପାରନ୍ତି

Published By : Prameya-News7 Bureau | October 29, 2021 IST

ମେଷ–ସୁଯୋଗର ଉପଯୋଗ କରିବେ । କର୍ମକ୍ଷେତ୍ରରେ ଉତ୍ସାହ ବୃଦ୍ଧି ପାଇବ । ଆର୍ଥିକ ସହାୟତା ପାଇ କାର୍ଯ୍ୟହାସଲ କରିପାରନ୍ତି । ଶୁଭରଙ୍ଗ ମେରୁନ୍‌ । ଶୁଭ ଅଙ୍କ ୯ ।
• ଚାଷୀ-କୀଟ ନାଶକର ସଠିକ୍‌ ସମୟରେ ବ୍ୟବହାର କରନ୍ତୁ ।
• ରୋଗୀ-ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
• ଛାତ୍ରଛାତ୍ରୀ-ପାଠପଢା ପ୍ରତି ସଜାଗ ରହିବେ ।
• କର୍ମଜୀବି-ସମ୍ମାନିତ ହେବେ ।
• ବ୍ୟବସାୟୀ-ଅର୍ଥ ହାନୀ ହେବ ।
• ଗୃହିଣୀ-ଘର କାମରେ ବ୍ୟସ୍ତ ରହିବେ ।

ବୃଷ–କଷ୍ଟ ଦାୟକ କାର୍ଯ୍ୟରୁ ମୁକ୍ତ ହୋଇପାରନ୍ତି । ଶ୍ରମର ମୂଲ୍ୟାଙ୍କନ ହେବ । ଦ୍ରବ୍ୟଲାଭର ସୂଚନା ମିଳୁଛି । ପରୋପକାରୀ ହେବେ । ଶୁଭରଙ୍ଗ ଧଳା । ଶୁଭ ଅଙ୍କ ୬ ।
• ଗୃହିଣୀ-ପିଲାମାନଙ୍କ ପ୍ରତିଚିନ୍ତାରେ ରହିବେ ।
• ବ୍ୟବସାୟୀ-ସୁଯୋଗକୁ ହାତଛଡା କରନ୍ତୁ ନାହିଁ ।
• କର୍ମଜୀବି-ପ୍ରମୋସନ୍‌ ମିଳିବ ।
• ଛାତ୍ରଛାତ୍ରୀ-ଉଚ୍ଚ ଶିକ୍ଷା ଆବଶ୍ୟକ ।
• ରୋଗୀ-ଅସାଧ୍ୟ ରୋଗରୁ ମୁକ୍ତ ହେବେ ।
• ଚାଷୀ-ଉତ୍ତମବିହନ, କୃଷିବିଭାଗରୁ ଆଣନ୍ତୁ ।

ମିଥୁନ -ଆଶାକରୁଥିବା ସାହାର୍ଯ୍ୟ ମିଳିବ, ତଥାପି ଧନକ୍ଷୟର ଆଶଙ୍କା ଅଛି ।ଠାକୁରଙ୍କ କାର୍ଯ୍ୟରେ ମନୋନିବେଶ କରିପାରନ୍ତି । ସୁଖ ପ୍ରାପ୍ତ କରିବେ । ଶୁଭରଙ୍ଗ ଗ୍ରୀନ୍‌ । ଶୁଭ ଅଙ୍କ ୧ ।
• ଚାଷୀ- କୌଣସି ସମସ୍ୟା ଥିଲେ, କୃଷିବିଭାଗର ପରାମର୍ଶ ନିଅନ୍ତୁ ।
• ରୋଗୀ-ଆଜିକିଛି ଦିନ ସତର୍କ ରୁହନ୍ତୁ ।
• ଛାତ୍ରଛାତ୍ରୀ-ବିଦ୍ୟା ଆରୋହଣ କରିବେ ।
• କର୍ମଜୀବି-ପ୍ରଶଂସିତ ହେବେ ।
• ବ୍ୟବସାୟୀ-ଅର୍ଥ ହାନୀ ହେବ ।
• ଗୃହିଣୀ-ସୁଖଭାରା ଦିନଟି ।

କର୍କଟ-ମାଙ୍ଗଳିକ କାର୍ଯ୍ୟରେ ଯୋଗଦାନ କରିପାରନ୍ତି । ଆମୋଦ ପ୍ରମୋଦରେ ଦିନଟି ଅତିବାହିତ ହେବ । ନିଜ କାର୍ଯ୍ୟ ତୃପ୍ତିକର ହୋଇପାରେ । ଶୁଭରଙ୍ଗ କଫି । ଶୁଭ ଅଙ୍କ ୮ ।
• ଗୃହିଣୀ-ସୌଭାଗ୍ୟ ପ୍ରାପ୍ତ ହେବ ।
• ବ୍ୟବସାୟୀ-ନୂଆଡିଲ୍‌ ମିଳିବ ।
• କର୍ମଜୀବି-ଉନ୍ନତିର ମାର୍ଗ ମିଳିବ ।
• ଛାତ୍ରଛାତ୍ରୀ-ଉଚ୍ଚ ଶିକ୍ଷା ପାଇଁ ବିଦେଶ ଯାତ୍ରା କରିପାରନ୍ତି ।
• ରୋଗୀ-ଅସାଧ୍ୟ ରୋଗରେ ପୀଡିତ ହେବେ ।
• ଚାଷୀ-ଆଧୁନିକ ପଦ୍ଧତିରେ ଚାଷକାର୍ଯ୍ୟ କରିବେ ।

ସିଂହ – ଉପକାରୀର ପ୍ରତ୍ୟୁପକାର କରିବାକୁ ଚେଷ୍ଟା କରିବେ । ଘାତଚନ୍ଦ୍ର ଭୋଗ ହେଉଥିବାରୁ ସତର୍କତାର ସହ ଚଳିବାକୁ ପଡିବ । ବହୁ ସୁଖର ଅଧିକାରିହେବେ । ଶୁଭରଙ୍ଗ ନୀଳ । ଶୁଭ ଅଙ୍କ ୩ ।
• ଚାଷୀ-କୌଣସି ସମସ୍ୟା ଥିଲେ, କୃଷିବିଭାଗର ପରାମର୍ଶ ନିଅନ୍ତୁ ।
• ରୋଗୀ-ଡାକ୍ତରଙ୍କ ପରାମର୍ଶରେ ହିଁ ମେଡିସିନ୍‌ ଖାଆନ୍ତୁ ।
• ଛାତ୍ରଛାତ୍ରୀ-ସାଠରେ ମନ ଦେବେ ।
• କର୍ମଜୀବି-ପ୍ରଶଂସିତ ହେବେ ।
• ବ୍ୟବସାୟୀ-ଅର୍ଥ ହାନୀ ହେବ ।
• ଗୃହିଣୀ-ସୁଖୀ ହେବେ ।

କନ୍ୟା–ଗୃହକାର୍ଯ୍ୟ ଆନନ୍ଦଦାୟକ ହେବ । ବିଚାର ବିମର୍ଶ ଓ ଆଲୋଚନା ମାଧ୍ୟମରେ କାର୍ଯ୍ୟ କଲେ ସଫଳତା ମିଳିବ । ହସଖୁସିରେ ସମୟ ବିତାଇ ପାରନ୍ତି । ଶୁଭରଙ୍ଗ କଳା । ଶୁଭ ଅଙ୍କ ୪ ।
• ଗୃହିଣୀ-ଧର୍ମକାର୍ଯ୍ୟରେ ବ୍ୟସ୍ତ ରହିବେ ।
• ବ୍ୟବସାୟୀ-ହାତକୁ ଆସୁଥିବା ଡିଲ୍‌, ପଳେଇ ଯାଇପାରେ ।
• କର୍ମଜୀବି- କରତ୍‌କର୍ମା ହେବେ ।
• ଛାତ୍ରଛାତ୍ରୀ-ପାଠପଢାରେ ମନ ଦେବେ ।
• ରୋଗୀ-ଅସୁସ୍ଥ ଅନୁଭବ କରିବେ ।
• ଚାଷୀ-ମାଟିରେ ଉର୍ବରତା ପାଇଁ କୃଷିବିଭାଗର ପରାମର୍ଶ ନିଅନ୍ତୁ ।

ତୁଳା–ପଡୋଶୀମାନଙ୍କ ଫମ୍ପା ଉପଦେଶ ଆପଣଙ୍କ ପକ୍ଷେ ବିରକ୍ତିକର ହୋଇପାରେ । ଧର୍ମକାର୍ଯ୍ୟରେ ମନୋନିବେଶ କରିପାରନ୍ତି । ଶୁଭରଙ୍ଗ କଫି । ଶୁଭ ଅଙ୍କ ୬ ।
• ଚାଷୀ-କୀଟ ନାଶକର ସଠିକ୍‌ ସମୟରେ ବ୍ୟବହାର କରନ୍ତୁ ।
• ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
• ଛାତ୍ରଛାତ୍ରୀ-ଉଚ୍ଚ ଶିକ୍ଷା ପାଇଁ ବିଦେଶ ଯାତ୍ରା କରିପାରନ୍ତି ।
• କର୍ମଜୀବି-କାର୍ଯ୍ୟବ୍ୟସ୍ତ ରହିବେ ।
• ବ୍ୟବସାୟୀ-ସୁଯୋଗକୁ ହାତଛଡା କରନ୍ତୁ ନାହିଁ ।
• ଗୃହିଣୀ- ସଦିଚ୍ଛାଭାବ ରହିବ ।

ବିଛା– ସୁଦୃଢ ମନୋବଳକୁ ପାଥେୟ କରି କାର୍ଯ୍ୟ ସମ୍ପାଦନ କରିବେ । ସାଧନାରେ ସିଦ୍ଧି ପ୍ରାପ୍ତ ହେବେ । ହର୍ଷଉଲ୍ଲାସ ମଧ୍ୟରେ ଦିନଟି ଅତିବାହିତ ହେବ । ଶୁଭରଙ୍ଗ କ୍ରୀମ୍‌ । ଶୁଭ ଅଙ୍କ ୯ ।
• ଗୃହିଣୀ- ମିତ୍ରସୁଖ ପାଇବେ ।
• ବ୍ୟବସାୟୀ-ନୂଆ ବ୍ୟବସାୟ କ୍ଷତି ହେବ ।
• କର୍ମଜୀବି-କାର୍ଯ୍ୟକରି ପ୍ରଶଂସିତ ହେବେ ।
• ଛାତ୍ରଛାତ୍ରୀ-ଉଚ୍ଚ ଶିକ୍ଷା ଆବଶ୍ୟକ ।
• ରୋଗୀ-ବ୍ୟାୟାମ୍‌କରିବା ଉଚିତ୍‌ ।
• ଚାଷୀ-ଜଳବାୟୁ ବିଭାଗ ସହ ଯୋଗାଯୋଗ ରଖନ୍ତୁ ।

ଧନୁ –ଆଶାବାଦୀ ହୋଇପାରନ୍ତି । ଆଶା ପୂରଣ ହେବ । କର୍ମକୁଶଳତା ପ୍ରକାଶ ପାଇବ । ଧର୍ମ ଅନୁଷ୍ଠାନର ନେତୃତ୍ୱ ନେଇ ପାରନ୍ତି । କୃଷିରୁ ଲାଭବାନ ହେବେ ।ଶୁଭରଙ୍ଗ ଗ୍ରୀନ୍‌ । ଶୁଭ ଅଙ୍କ ୨ ।
• ଚାଷୀ-ଜଳବାୟୁ ପ୍ରତିସତର୍କ ରୁହନ୍ତୁ ।
• ରୋଗୀ-ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
• ଛାତ୍ରଛାତ୍ରୀ-ପାଠପଢାରେ ମନ ଦେବେ ।
• କର୍ମଜୀବି-କାର୍ଯ୍ୟବ୍ୟସ୍ତ ରହିବେ ।
• ବ୍ୟବସାୟୀ-ନୂଆ ବ୍ୟବସାୟ ଲାଭ ହେବ ।
• ଗୃହିଣୀ-ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ ।

ମକର–ମନରେ ବ୍ୟାକୁଳତା ବୃଦ୍ଧି ହୋଇପାରେ । ସୌଜନ୍ୟତା ପ୍ରକାଶ କରିପାରନ୍ତି । ଆୟଉତ୍ତମ ଧରଣର ହେବ । ଉଚ୍ଚ ସମ୍ମାନ ଲାଭ କରିବେ । ଶୁଭରଙ୍ଗ ମେରୁନ୍‌ । ଶୁଭ ଅଙ୍କ ୫ ।
• ଗୃହିଣୀ-ପୂଜା ପାଠରେ ବ୍ୟସ୍ତ ରହିବେ ।
• ବ୍ୟବସାୟୀ-ସୁଯୋଗକୁ ହାତଛଡା କରନ୍ତୁ ନାହିଁ ।
• କର୍ମଜୀବି-ସୁରୁଖୁରୁରେ କାର୍ଯ୍ୟ କରିବେ ।
• ଛାତ୍ରଛାତ୍ରୀ-ପାଠପଢାରେ ମନ ଦେବେ ।
• ରୋଗୀ-ଅସାଧ୍ୟ ରୋଗରୁ ମୁକ୍ତ ହେବେ ।
• ଚାଷୀ-ଜୈବିକସାର ମାଟିରେ ବ୍ୟବହାର ଉଚିତ୍‌ ।

କୁମ୍ଭ -ବ୍ୟୟ ଯୋଗ ଅଛି । ଧର୍ମାସକ୍ତ ହେବେ । ମତିମାନ ହୋଇପାରନ୍ତି । ପୁତ୍ର, ମିତ୍ର ହେତୁକ ସୁଖଭୋଗ କରିବେ । ନାନା ସୁନ୍ଦର ବସ୍ତୁ ଲାଭ କରିପାରନ୍ତି ।ଶୁଭରଙ୍ଗ ୟେଲୋ । ଶୁଭ ଅଙ୍କ ୧ ।
• ଚାଷୀ-ଜଳବାୟୁ ପ୍ରତିସତ ର୍କରୁହନ୍ତୁ ।
• ରୋଗୀ-ରୋଗରୁ ମୁକ୍ତ ହୋଇପାରନ୍ତି ।
• ଛାତ୍ରଛାତ୍ରୀ- ବିଦ୍ୟା ପ୍ରତି ଆଗ୍ରହୀ ହେବେ ।
• କର୍ମଜୀବି- ଜଳଯାତ୍ରା ମନା ।
• ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।
• ଗୃହିଣୀ- ପରକୁ ଆପଣାର କରିବେ ।

ମୀନ - ବିବାଦୀୟ ବିତର୍କରେ ଭାଗ ନ ନେଇ ଚୁପ୍‌ ରହିବା ଭଲ । ମନସ୍କାମନା ପୂରଣ ହୋଇପାରେ । ବ୍ୟବସାୟ ଲାଭଜନକ ହେବ । ଶୁଭରଙ୍ଗ ନୀଳ । ଶୁଭ ଅଙ୍କ ୪ ।
• ଗୃହିଣୀ-ସୁଖୀ ହେବେ ।
• ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
• କର୍ମଜୀବି-କାର୍ଯ୍ୟକରି ପ୍ରଶଂସିତ ହେବେ ।
• ଛାତ୍ରଛାତ୍ରୀ-ବହୁ ପରିଶ୍ରମ କରିବାକୁ ପଡିବ ।
• ରୋଗୀ-ଆଜିକିଛି ଦିନ ସତର୍କ ରୁହନ୍ତୁ ।
• ଚାଷୀ-ଜଳବାୟୁ ବିଭାଗ ସହ ଯୋଗାଯୋଗ ରଖନ୍ତୁ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.