Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୟୁପି ନିର୍ବାଚନ ପୂର୍ବରୁ କଂଗ୍ରେସକୁ ଝଟକା : ଇସ୍ତଫା ଦେଲେ ଆରପିଏନ୍ ସିଂହ, ବିଜେପିରେ ହେବେ ସାମିଲ୍
  • ||
  • ଫୁଟବଲ ମ୍ୟାଚ୍ ଦେଖିବା ପାଇଁ ଦଳାଚକଟା : ୬ ମୃତ, ୫୦ରୁ ଅଧିକ ଗୁରୁତର
  • ||
  • ବଲାଙ୍ଗୀର : ଭିଜିଲାନ୍ସ ଜାଲରେ ଆଗଲପୁର ବ୍ଲକ୍ ସେକ୍ସନ୍ ଅଫିସର୍, ଏକକାଳୀନ ୩ଟି ସ୍ଥାନରେ ଚଢାଉ
  • ||
  • ନିର୍ବାଚନ ପ୍ରଚାର ବେଳେ ଉତ୍ତେଜନା : କୋଭିଡ୍ କଟକଣା ଭାଙ୍ଗି କରୁଥିଲେ ସଭା, ୨ ଗୋଷ୍ଠୀ ମୁହାଁମୁହିଁ
  • ||
  • ରାଜ୍ୟରେ ଆଉ ୭ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୩୨କୁ ବୃଦ୍ଧି
  • ||
  • ରାଜ୍ୟରେ ଖସିଲା ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୫୮୯୧ କୋଭିଡ୍ ପଜିଟିଭ୍, ୧୨୧୭୮୪୨ରେ ପହଞ୍ଚିଲା ସଂଖ୍ୟା
  • ||
  • ମଙ୍ଗଳବାରଠୁ ଓଡିଶା ଓପନ୍ ବ୍ୟାଡମିଣ୍ଟନ୍, ଭାଗନେବେ ୧୭ ଦେଶର ୩୫୦ ପ୍ରତିଯୋଗୀ
  • ||
  • ସମାଧାନ ପାଇଁ ଯାଇଥିଲେ ମହିଳା ଏସଆଇ, ୨ ଘଣ୍ଟା ଅଟକ ରଖିଲେ ଗ୍ରାମବାସୀ
  • ||
  • ଇନ୍ଦୋରରେ ଓମିକ୍ରନ୍ ଭାରିଆଣ୍ଟର ନୂଆ ଷ୍ଟ୍ରେନ୍, ୬ ଶିଶୁଙ୍କ ସମେତ ୧୨ ରୋଗୀ ସଂକ୍ରମିତ
  • ||
  • କରଞ୍ଜିଆ ରେଞ୍ଜରେ ଗୋଠଛଡା ଦନ୍ତା ଆତଙ୍କ : ଭାଙ୍ଗିଲା ଘର, ନଷ୍ଟ କଲା ଫସଲ
  • ||

ଶନିବାର ରାଶିଫଳ: ଘାତଚନ୍ଦ୍ର ଭୋଗ ହେତୁ ଦିନଟି ନ୍ୟୁନ ଫଳଦାୟକ ହେବ, ଦୂର ଯାତ୍ରାରେ ଅସଫଳ ହେବେ

3/12/2021 at 5:45 PM

ମେଷ–କାର୍ଯ୍ୟଭାର ବଢିବ । ବନ୍ଧୁବର୍ଗରୁ ଅକୁଣ୍ଠ ସାହାର୍ଯ୍ୟ ସହ ଯୋଗ ପାଇବେ । ଲକ୍ଷ୍ୟ ପୂରଣ କରିବେ । ସୌଖୀନ ଦ୍ରବ୍ୟର ଉପଭୋକ୍ତା ହେବେ । ଶୁଭ ରଙ୍ଗ ବ୍ରାଉନ୍‌ । ଶୁଭ ଅଙ୍କ ୨ ।
• ଚାଷୀ-ଗୋବର କ୍ଷତର ବ୍ୟବହାର କରିବା ଉଚିତ୍‌ ।(ପରୀକ୍ଷିତ)
• ରୋଗୀ-ଅସୁସ୍ଥ ଅନୁଭବ କରିବେ ।
• ଛାତ୍ରଛାତ୍ରୀ-ପାଠପଢା ପ୍ରତି ସଜାଗ ରହିବେ ।
• କର୍ମଜୀବି-ଅର୍ଥ ହାନୀ ହେବ ।
• ବ୍ୟବସାୟୀ-ଅର୍ଥ ହାନୀ ହେବ ।
• ଗୃହିଣୀ-ସୁଖ ଅନୁଭବ କରିବେ ।

ବୃଷ – ଆହାର ବିହାରରେ ନିୟମିତ ନ ହେଲେ ସ୍ୱାସ୍ଥ୍ୟ ସମସ୍ୟା ଆସିପାରେ । ସଜ୍ଜନ ସଂପର୍କ, କାର୍ଯ୍ୟ ଶୃଙ୍ଖଳା, ସହଯୋଗ ଓ ଉତ୍ତମ ପାରିବାରିକ ବୁଝାମଣା ରହିବ । ଶୁଭ ରଙ୍ଗ ଗ୍ରୀନ୍‌ । ଶୁଭ ଅଙ୍କ ୫ ।
• ଗୃହିଣୀ-ଘର କାମରେ ବ୍ୟସ୍ତ ରହିବେ ।
• ବ୍ୟବସାୟୀ-ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।
• କର୍ମଜୀବି-ସୁରୁଖୁରୁରେ କାର୍ଯ୍ୟ କରିବେ ।
• ଛାତ୍ରଛାତ୍ରୀ-ଗ୍ରୀନ୍‌ ରଙ୍ଗର ଆସନରେ ବସି ପଢନ୍ତୁ ।
• ରୋଗୀ-ରୋଗରୁ ମୁକ୍ତ ହୋଇପାରନ୍ତି ।
• ଚାଷୀ-ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍‌ ।

ମିଥୁନ – ପରିବାରରେ ବୁଝାମଣାକୁ ସଜାଡି ନେଇ ପାରିବେ । ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବ । ଲୋକ କଲ୍ୟାଣକର କାର୍ଯ୍ୟରେ ଅଭିରୁଚି ବଢିବ । ପାକକ୍ରିୟା ଜନିତ କେତେକ ସ୍ୱାସ୍ଥ୍ୟ ସମସ୍ୟା ଆସିବ । ଶୁଭ ରଙ୍ଗ ଲାଲ୍‌ । ଶୁଭ ଅଙ୍କ ୬ ।
• ଚାଷୀ- କୀଟ ନାଶକର ସଠିକ୍‌ ସମୟରେ ବ୍ୟବହାର କରନ୍ତୁ ।
• ରୋଗୀ-ସୁସ୍ଥ ଅନୁଭବ କରିବେ ।
• ଛାତ୍ରଛାତ୍ରୀ-ବିଦ୍ୱାନ୍‌ ହେବେ ।
• କର୍ମଜୀବି-ସମ୍ମାନିତ ହେବେ ।
• ବ୍ୟବସାୟୀ-ଅର୍ଥ ଲାଭ ହେବ ।
• ଗୃହିଣୀ-ନୂଆବସ୍ତ୍ର ଲାଭ ହେବ ।

କର୍କଟ –ଘାତଚନ୍ଦ୍ର ଭୋଗ ହେତୁ ଦିନଟି ନ୍ୟୁନ ଫଳଦାୟକ ହେବ । ଦୂର ଯାତ୍ରାରେ ଅସଫଳ, କର୍ମ ବିଶୃଙ୍ଖଳା, ବିବାଦରେ ପରାଜିତ ହେବେ । ପୁରାତନ ରୋଗ ପୁନଃ ଭୋଗ ହୋଇପାରେ । ଶୁଭ ରଙ୍ଗ ଗ୍ରୀନ୍‌ । ଶୁଭ ଅଙ୍କ ୮ ।
• ଗୃହିଣୀ-ଘର କାମରେ ବ୍ୟସ୍ତ ରହିବେ ।
• ବ୍ୟବସାୟୀ-ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।
• କର୍ମଜୀବି- ଜଳଯାତ୍ରା ମନା ।
• ଛାତ୍ରଛାତ୍ରୀ- ମୂଳଦୁଆ ପକାଇବେ ।
• ରୋଗୀ-ରୋଗରୁ ମୁକ୍ତ ହୋଇପାରନ୍ତି ।
• ଚାଷୀ- ଶ୍ରମ ସାର୍ଥକ ହେବ ।

ସିଂହ –ପରସ୍ପର ବିରୋଧ ଚିନ୍ତାଧାରା ଲାଗି ରହିବ । ନକରାତ୍ମକ ଚିନ୍ତା ଅଧିକ ଆସିବ । ପିଲାମାନେ ଅବାଧ୍ୟ ହୋଇପାରନ୍ତି । ବୈଷୟିକ କ୍ଷେତ୍ର ସୁଧାରିବାକୁ ଚେଷ୍ଟା କରିବେ । ଶୁଭ ରଙ୍ଗ କ୍ରୀମ୍‌ । ଶୁଭ ଅଙ୍କ ୮ ।
• ଚାଷୀ-ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।
• ରୋଗୀ-ସୁସ୍ଥ ଅନୁଭବ କରିବେ ।
• ଛାତ୍ରଛାତ୍ରୀ-ବିଦ୍ୟାରେ ମନ ଦେବେ ।
• କର୍ମଜୀବି-ଅର୍ଥ ହାନୀ ହେବ ।
• ବ୍ୟବସାୟୀ-ସଫଳତାକୁ ହାତଛଡା କରନ୍ତୁ ନାହିଁ ।
• ଗୃହିଣୀ-ସୁଖ ଅନୁଭବ କରିବେ ।

କନ୍ୟା – ବହୁ ବ୍ୟକ୍ତିଙ୍କ ପାଖରେ ବିରୋଧୀ ଭାବ ଆଚରଣ କରିପାରନ୍ତି । ମାନସିକ ଦୁଃଖ ବଢିବ । ଅର୍ଥାଗମ ହେଲେ ମଧ୍ୟ ତାହା ପର୍ଯ୍ୟାପ୍ତ ହେବ ନାହିଁ । ଗୃହ ଭୂମି ସମସ୍ୟା ସବୁ ଅଧିକ ଲମ୍ବା ହେବ । ଶୁଭ ରଙ୍ଗ ଗାଢ ନୀଳ । ଶୁଭ ଅଙ୍କ ୪ ।
• ଗୃହିଣୀ-ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ ।
• ବ୍ୟବସାୟୀ-ସଫଳତାକୁ ହାତଛଡା କରନ୍ତୁ ନାହିଁ ।
• କର୍ମଜୀବି- କରତ୍‌କର୍ମା ହେବେ ।
• ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
• ରୋଗୀ-ରୋଗରୁ ମୁକ୍ତ ହୋଇପାରନ୍ତି ।
• ଚାଷୀ-ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।

ତୁଳା –ସାତ୍ତ୍ୱିକ ବାତାବରଣ ମିଳିବ । ଶ୍ରଦ୍ଧା ଓ ପ୍ରତିଷ୍ଠା ପାଇବେ । ସଜ୍ଜନ ସଂପର୍କ, ଅର୍ଥାଗମ, ଲୋକ କଲ୍ୟାଣ କାର୍ଯ୍ୟ ସଂପାଦନ ହେବ । ସୌଖୀନ ଦ୍ରବ୍ୟ କ୍ରୟ କରିପାରନ୍ତି । ଶୁଭ ରଙ୍ଗପିଙ୍କ୍‌ ।ଶୁଭ ଅଙ୍କ ୧ ।
• ଚାଷୀ-ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
• ରୋଗୀ-ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
• ଛାତ୍ରଛାତ୍ରୀ-ସାଠରେ ମନ ଦେବେ ।
• କର୍ମଜୀବି-କାର୍ଯ୍ୟରେ ସଫଳ ହେବେ ।
• ବ୍ୟବସାୟୀ-ନୂଆ ବ୍ୟବସାୟ ଲାଭ ହେବ ।
• ଗୃହିଣୀ-ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହିବେ ।

ବିଛା –ବୈଷୟିକ କ୍ଷେତ୍ର ବ୍ୟାପକ ହେବ ଓ ଜନାଦୃତି ମିଳିବ । ବସ୍ତ୍ର ଆଭୂଷଣ ପ୍ରାପ୍ତି ଯୋଗ ଦିନର ପ୍ରଥମାର୍ଦ୍ଧରେ ଭୋଗ ହେବ । ପ୍ରତ୍ୟେକ କର୍ମର ଆଶାନୁରୂପ ଫଳ ପାଇବେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୪ ।
• ବ୍ୟବସାୟୀ- ବିଜୟୀ ହେବେ ।
• କର୍ମଜୀବି-କାର୍ଯ୍ୟ କରି ପ୍ରଶଂସିତ ହେବେ ।
• ଛାତ୍ରଛାତ୍ରୀ-ଗ୍ରୀନ୍‌ ରଙ୍ଗର ଆସନରେ ବସି ପଢନ୍ତୁ ।
• ରୋଗୀ-ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
• ଚାଷୀ-ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।
• ଗୃହିଣୀ-ସୌଭାଗ୍ୟ ପ୍ରାପ୍ତ ହେବ ।

ଧନୁ –ଉତ୍ସବାନୁଷ୍ଠାନରେ ସକ୍ରିୟ ଅଂଶ ଗ୍ରହଣ କରିବେ । କର୍ମ ପ୍ରେରଣା ଲାଭ, ଉତ୍ତମ ଭୋଜନ, ପାରିବାରିକ ସୁଖ, ଯାନ ବାହନରେ ବ୍ୟୟ ଓ ଆଇନ ଅଦାଲତରୁ ଶୁଭଫଳ ପାଇପାରନ୍ତି । ଶୁଭ ରଙ୍ଗ ଗାଢ ନୀଳ । ଶୁଭ ଅଙ୍କ ୯ ।
• ଗୃହିଣୀ-ପୂଜା ପାଠରେ ବ୍ୟସ୍ତ ରହିବେ ।
• ବ୍ୟବସାୟୀ-ନୂଆ ବ୍ୟବସାୟ ଲାଭ ହେବ ।
• କର୍ମଜୀବି- କାର୍ଯ୍ୟ କରି ପ୍ରଶଂସିତ ହେବେ ।
• ଛାତ୍ରଛାତ୍ରୀ-ବିଦ୍ୱାନ୍‌ ହେବେ ।
• ରୋଗୀ-ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
• ଚାଷୀ-ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।

ମକର –ପାରିବାରିକ ବୁଝାମଣା ରହିବ । ଏକାଧିକ କାର୍ଯ୍ୟରେ ହାତ ଦେଇ ହଇରାଣ ହେବେ । ମାନସିକ ଉଦବେଗ, ଅସ୍ଥିରତା ବୃଦ୍ଧି, ଦେବା ଦେବୀ ନିଷ୍ଠା ଅତୁଟ ରହିବ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୩ ।

• ଚାଷୀ-ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
• ରୋଗୀ-ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
• ଛାତ୍ରଛାତ୍ରୀ-ସାଠରେ ମନ ଦେବେ ।
• କର୍ମଜୀବି-କାର୍ଯ୍ୟରେ ସଫଳ ହେବେ ।
• ବ୍ୟବସାୟୀ-ନୂଆ ବ୍ୟବସାୟ ଲାଭ ହେବ ।
• ଗୃହିଣୀ-ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହିବେ ।

କୁମ୍ଭ – ପାରସ୍ପରିକ ଉତ୍ତମ ବୁଝାମଣା ରହିବ । ସାଧାରଣ କଥାରେ ପ୍ରତିକ୍ରିୟା ପ୍ରକାଶ ନ କରିବା ଲାଭଦାୟକ ହେବ । ଗୁରୁଜନଙ୍କ ଆର୍ଶୀବାଦ ମିଳିବ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୭ ।

• ଚାଷୀ- କୀଟ ନାଶକର ସଠିକ୍‌ ସମୟରେ ବ୍ୟବହାର କରନ୍ତୁ ।
• ରୋଗୀ-ସୁସ୍ଥ ଅନୁଭବ କରିବେ ।
• ଛାତ୍ରଛାତ୍ରୀ-ବିଦ୍ୱାନ୍‌ ହେବେ ।
• କର୍ମଜୀବି-ସମ୍ମାନିତ ହେବେ ।
• ବ୍ୟବସାୟୀ-ଅର୍ଥ ଲାଭ ହେବ ।
• ଗୃହିଣୀ-ନୂଆବସ୍ତ୍ର ଲାଭ ହେବ ।

ମୀନ – କାର୍ଯ୍ୟ ବ୍ୟସ୍ତତା, କିଛି ସ୍ୱାସ୍ଥ୍ୟ ସମସ୍ୟା ଆଣିପାରେ । ମାନସିକ ଭୟ ଓ ଉଦବେଗ ବଢିପାରେ, ବନ୍ଧୁମାନେ ପରୋକ୍ଷରେ ଶତ୍ରୁତା ଆଚରଣ କରିବେ । ଶୁଭ ରଙ୍ଗ ଗ୍ରୀନ୍‌ । ଶୁଭ ଅଙ୍କ ୧ ।

• ଚାଷୀ-ଗୋବର କ୍ଷତର ବ୍ୟବହାର କରିବା ଉଚିତ୍‌ ।(ପରୀକ୍ଷିତ)
• ରୋଗୀ-ଅସୁସ୍ଥ ଅନୁଭବ କରିବେ ।
• ଛାତ୍ରଛାତ୍ରୀ-ପାଠପଢା ପ୍ରତି ସଜାଗ ରହିବେ ।
• କର୍ମଜୀବି-ଅର୍ଥ ହାନୀ ହେବ ।
• ବ୍ୟବସାୟୀ-ଅର୍ଥ ହାନୀ ହେବ ।
• ଗୃହିଣୀ-ସୁଖ ଅନୁଭବ କରିବେ ।

   Related Posts