ଶନିବାର ରାଶିଫଳ: ଜାଣନ୍ତୁ ଆସନ୍ତାକାଲି କେମିତି କଟିବ ଆପଣଙ୍କର ଦିନ

Published By : Prameya-News7 Bureau | October 23, 2020 IST

ମେଷ – ଆଜି ବନ୍ଧୁଙ୍କ ସହାୟତାରେ ଅବୁଝା ବନ୍ଧୁଙ୍କୁ ବୁଝାଇ ମନେଇବାରେ ମଧ୍ୟ ସମର୍ଥ ହୋଇପାରିବେ । ଚେଷ୍ଟା ଅବ୍ୟାହତ ରଖିଲେ ଆଶା ଅପୂରଣୀୟ ରହିବ ନାହିଁ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୯ ।

ଚାଷୀ- ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।

ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।

ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ ।

କର୍ମଜୀବି- ପ୍ରଶଂସିତ ହେବେ ।

ବ୍ୟବସାୟୀ- ଅର୍ଥ ହାନୀ ହେବ ।

ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

ବୃଷ – କର୍ମକ୍ଷେତ୍ରରେ ଅବହେଳାଜନିତ ଅଟକି ରହିଥିବା କାମଗୁଡିକ ତ୍ୱରାନ୍ୱିତ କରିପାରିବେ । ଆଶା କରୁଥିବା ଦିଗରୁ ଧନପ୍ରାପ୍ତି ସହ ପାରିବାରିକ ସ୍ଥିତିରେ ଆଂଶିକ ଉନ୍ନତି ଦେଖା ଦେବ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୩ ।

ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।

ରୋଗୀ- ଅସୁସ୍ଥ ଅନୁଭବ କରିବେ ।

ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ ।

କର୍ମଜୀବି- ସୁରୁଖୁରୁରେ କାର୍ଯ୍ୟ କରିବେ ।

ବ୍ୟବସାୟୀ- ନୂଆ ଡିଲ୍ ମିଳିବ ।

ଗୃହିଣୀ- ସୁଖ ଅନୁଭବ କରିବେ ।

ମିଥୁନ - ଆଜି ଏକ ବିଶେଷ କାର୍ଯ୍ୟକ୍ରମରୁ ଅର୍ଥଲାଭ ଓ ସମ୍ମାନ ପ୍ରାପ୍ତିର ଯୋଗ ରହିଛି । ପରିବାରର ଅବଶ୍ୟକତାକୁ ନେଇ ଔଷଧ ପତ୍ର ଓ ସୌଖୀନ ଦ୍ରବ୍ୟ କ୍ରୟ କରିପାରନ୍ତି । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୫ ।

ଚାଷୀ- ଜଳ ସଞ୍ଚୟ କରନ୍ତୁ ।

ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।

ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।

କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।

ବ୍ୟବସାୟୀ- ଅର୍ଥ ଲାଭ ହେବ ।

ଗୃହିଣୀ- ସୁଖଭାରା ଦିନଟି ।

କର୍କଟ – ଆଜି ସାମାଜିକ ସ୍ତରରେ ନିଜ କ୍ଷମତାର ଅପବ୍ୟବହାର ଅଶାନ୍ତ ପରିସ୍ଥିତି ସୃଷ୍ଟି ହୋଇପାରେ । ପରକଥାରେ ପ୍ରଭାବିତ ହୋଇ ଭୁଲ୍ ମାର୍ଗ ଅନୁସରଣ କରିପାରନ୍ତି । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୮ ।

ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।

ରୋଗୀ- ଚକ୍ଷୁ ପୀଡା ହେବ ।

ଛାତ୍ରଛାତ୍ରୀ- ବଡ ଲୋକଙ୍କ କଥା ଶୁଣିବେ ନାହିଁ ।

କର୍ମଜୀବି- କାର୍ଯ୍ୟ କରି ପ୍ରଶଂସିତ ହେବେ ।

ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।

ଗୃହିଣୀ- ସୁଖଭାରା ଦିନଟି ।

ସିଂହ – ଆପଣଙ୍କ ପାରିବାରିକ ଆବଶ୍ୟକତାକୁ ନେଇ ବ୍ୟୟର ମାତ୍ର କ୍ରମଶଃ ବୃଦ୍ଧି ପାଇବ । ଏକାଧିକ ବିଭିନ୍ନ ପ୍ରକାରର କାମରେ ଅନୁପ୍ରବେଶ କାରଣରୁ କୌଣସି କାମ ଉତ୍ସାହପ୍ରଦ ହେବ ନାହିଁ ।  ଶୁଭ ଅଙ୍କ ୟେଲୋ । ଶୁଭ ଅଙ୍କ ୧ ।

ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।

ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।

ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।

କର୍ମଜୀବି- ସହଯୋଗ ମିଳିବ ।

ବ୍ୟବସାୟୀ- ପ୍ରଚୁର ଲାଭ ହେବ ।

ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ।

କନ୍ୟା – ଆପଣ ସାମାଜିକ ଜୀବନରେ ଅନ୍ୟାୟ ବିରୋଧରେ ସ୍ୱର ଉଠାଇ ସମସ୍ୟାକୁ ନିମନ୍ତ୍ରଣ କରିବେ । ପରିସ୍ଥିତିରେ ପଡି ଖର୍ଚ୍ଚାନ୍ତ ହେବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୭ ।

ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।

ରୋଗୀ- ସୁସ୍ଥ ଅନୁଭବ କରିବେ ।

ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ ।

କର୍ମଜୀବି- ପ୍ରଶଂସିତ ହେବେ ।

ବ୍ୟବସାୟୀ- ଅର୍ଥ ହାନୀ ହେବ ।

ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।

ତୁଳା – ପରିବାର ଭିତରେ ସମସ୍ୟା ସମାଧାନ ପାଇଁ ଚେଷ୍ଟା କରିବେ ଓ ସଫଳତା ମଧ୍ୟ ପାଇବେ । ବନ୍ଧୁମାନଙ୍କ ସହ ହସ ଖୁସୀ ଓ ବିଳାସ ବ୍ୟସନରେ ସମୟ ଅତିବାହିତ ହେବ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୬ ।

ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।

ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।

କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।

ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।

ଗୃହିଣୀ- ଧାର୍ମିକ ହେବେ ।

ବିଛା – ପାରିପାଶ୍ୱିର୍କ ପରିବେଶ ଓ ପରିସ୍ଥିତିକୁ ନେଇ ସାମାନ୍ୟ ଅସ୍ଥିରତା ସୃଷ୍ଟି ହୋଇପାରେ । ବନ୍ଧୁଙ୍କ ଆମନ୍ତ୍ରଣ କ୍ରମେ ଯାତ୍ରା ପାଇଁ ପ୍ରସ୍ତୁତିପର୍ବ କରିପାରନ୍ତି । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୪ ।

ଚାଷୀ- ଉତ୍ତମ ଫଳ ପାଇବେ ।

ରୋଗୀ-ସତର୍କତାର ଦିନ ।

ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।

କର୍ମଜୀବି- ସମ୍ମାନିତ ହେବେ ।

ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।

ଗୃହିଣୀ- ଧାର୍ମିକ ହେବେ ।

ଧନୁ – ଭୁଲ୍ ବୁଝାମଣା କାରନରୁ ପରିବାରରେ ଶ୍ରଦ୍ଧା, ସମ୍ମାନ ଓ ଆଦରର ନ୍ୟୂନତା ଉପଲବ୍ଧ କରିବେ । ପ୍ରତାରିତ ହେବାର ବହୁତ ସମ୍ଭାବନା ରହିଛି । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୨ ।

ଚାଷୀ- ଶ୍ରମ ସାର୍ଥକ ହେବ ।

ରୋଗୀ- ଚିକିତ୍ସା ପାଇଁ ବିଦେଶ ଯାଇପାରନ୍ତି ।

ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।

କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।

ବ୍ୟବସାୟୀ- ପ୍ରଚୁର ଲାଭ ହେବ ।

ଗୃହିଣୀ- ସଦିଚ୍ଛା ଭାବ ରହିବ ।

ମକର – କର୍ମକ୍ଷେତ୍ରରେ ଉଚ୍ଚପଦାଧିକାରୀଙ୍କ ସାହାଯ୍ୟ ଲାଭ କରି କାର୍ଯ୍ୟ ହାସଲ କରିବେ । ଅତୀତ ଘଟଣାକୁ କେନ୍ଦ୍ରକରି ବିବାଦୀୟ ପରିସ୍ଥିତି ସୃଷ୍ଟି ହେବାର ସୂଚନା ରହିଛି । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୫।

ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।

ରୋଗୀ- ଡାକ୍ତରଙ୍କ ପରାମର୍ଶରେ ହିଁ ମେଡିସିନ୍ ଖାଆନ୍ତୁ ।

ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।

କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।

ବ୍ୟବସାୟୀ- ସ୍ୱାଭିମାନୀ ହେବେ ।

ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ।

କୁମ୍ଭ  - କର୍ମକ୍ଷେତ୍ରରେ ପ୍ରିୟ କଥା କହି ସମସ୍ୟାକୁ ସୁଧାରି ନେବେ । ଘର ସାଜସଜ୍ଜାରେ, ଆନୁଷ୍ଠାନିକ କାମରେ, ନୃତ୍ୟ ଓ ସଙ୍ଗୀତରେ ମଜି ରହିପାରନ୍ତି । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୯ ।

ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।

ରୋଗୀ- ଚିକିତ୍ସା ପାଇଁ ବିଦେଶ ଯାଇପାରନ୍ତି ।

ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।

କର୍ମଜୀବି- ସହଯୋଗ ମିଳିବ ।

ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।

ଗୃହିଣୀ- ମାନସିକ ଶାନ୍ତି ପାଇବେ ।

ମୀନ - ଆପଣଙ୍କ ଲୋକପ୍ରିୟତା ଓ ପ୍ରତିଷ୍ଠା ପ୍ରଶଂସା ଅନ୍ୟମାନଙ୍କର ଶୁଭେଚ୍ଛା ଓ ଆଶୀର୍ବାଦର କାରଣ ହୋଇପାରେ । ହଠାତ୍ ଅସହଯୋଗ କରି ସମସ୍ୟାର କେନ୍ଦ୍ରକରି ପାଲଟି ଯାଇପାରନ୍ତି । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୩ ।

ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।

ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ ।

କର୍ମଜୀବି- କର୍ମ କ୍ଷେତ୍ରରେ ଉନ୍ନତି ମିଳିବ ।

ବ୍ୟବସାୟୀ- ସଫଳତାକୁ ହାତଛଡା କରନ୍ତୁ ନାହିଁ ।

ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

ଚାଷୀ- ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.