Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ଶନିବାର ରାଶିଫଳ, ଜାଣନ୍ତୁ କିପରି କଟିବ ଆପଣଙ୍କ ଦିନ

14/08/2020 at 6:27 PM

ମେଷ – ପାରିବାରିକ ଓ କର୍ମ କ୍ଷେତ୍ରରେ ପାରିପାଶ୍ୱିର୍କ ପରିସ୍ଥିତି ଅନେକାଂଶରେ ଭଲ ରହିବ । ପ୍ରତ୍ୟେକ କ୍ଷେତ୍ରରେ ମନ ବୁଝିଲା ଭଳି କଥା କହି ପରିସ୍ଥିତିକୁ ସୁଧାରି ନେବେ । ଶୁଭ ରଙ୍ଗ ଧୂସର । ଶୁଭ ଅଙ୍କ ୩ ।
ଚାଷୀ- ଉତ୍ତମ ଫଳ ପାଇବେ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ପ୍ରଚୁର ଲାଭ ହେବ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

ବୃଷ – ବନ୍ଧୁଙ୍କ ଠାରୁ ଉତ୍ସାହ ଓ ପ୍ରେରଣା ପାଇ ଦୁଃସାଧ୍ୟ କାର୍ଯ୍ୟ ସାଧନ କରିପାରନ୍ତି । ଆଲୋଚନା କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡିପାରୋ ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୭ ।
ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ ।
କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ସୁଖଭାରା ଦିନଟି ।

ମିଥୁନ – ପରିସ୍ଥିତି ବଦଳି ଯିବା କାରନରୁ କାର୍ଯ୍ୟଟି ସ୍ଥଗିତ ରହିଯାଇପାରେ । ନିଜ ଇଚ୍ଛା ଅନୁସାରେ କୌଣସି କାମ କରି ପରିବାରକୁ ସମାଲୋଚିତ ହେବାକୁ ପଡିବ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୯ ।
ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
ରୋଗୀ- ଡାକ୍ତରଙ୍କ ପରାମର୍ଶରେ ହିଁ ମେଡିସିନ୍ ଖାଆନ୍ତୁ ।
ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।

କର୍କଟ – କର୍ମକ୍ଷେତ୍ରରେ ଦ୍ୱନ୍ଦ୍ୱରେ ପଡି କୌଣସି ଠିକ୍ ନିଷ୍ପତ୍ତି ନେଇପାରିବେ ନାହିଁ । ଉଚ୍ଚ ବର୍ଗଙ୍କ ସାହାର୍ଯ୍ୟ ଓ ବନ୍ଧୁ ମିଳନକୁ ଉତ୍ସାହିତ ହେବେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୫ ।
ଚାଷୀ- ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।
ଛାତ୍ରଛାତ୍ରୀ- ଅନ୍‌ଲାଇନ୍ ବିଦ୍ୟା ଆରୋହଣ କରିବେ ।
କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
ବ୍ୟବସାୟୀ- ବନ୍ଧୁଙ୍କ ସହାୟତାକୁ ହାତଛଡା କରନ୍ତୁ ନାହିଁ ।
ଗୃହିଣୀ- ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହିବେ ।

ସିଂହ – କର୍ମକ୍ଷେତ୍ରରେ ଉଚ୍ଚ ବର୍ଗର ବ୍ୟକ୍ତି ବିଶେଷଙ୍କ ଦ୍ୱାରା ସହ-ଯୋଗ ପାଇବେ । ନିକଟ ସମ୍ପର୍କୀୟମାନଙ୍କ ସାହାର୍ଯ୍ୟରୁ ବହୁତ ଦିନରୁ ଖୋଜୁ ଥିବା ଜିନିଷ ପାଇବୋ ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୩ ।
ବ୍ୟବସାୟୀ- ସଫଳତା ମିଳିବ ।
ଗୃହିଣୀ- କାର୍ଯ୍ୟରେ ବ୍ୟସ୍ତ ରହିବେ ।
ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।
ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।

କନ୍ୟା – ପାରିବାରିକ ଜୀବନରେ ସ୍ନେହ , ଶ୍ରଦ୍ଧା ଓ ଆଦରର ଅଭାବ ଅନୁଭବ କରିବେ । ଅତି ନିକଟରେ ରହୁଥିବା ବନ୍ଧୁମାନଙ୍କ ସାହାର୍ଯ୍ୟ ରୁ ଉତ୍ସାହିତ ହେବୋ ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୬ ।
ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।
ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

ତୁଳା – କର୍ମକ୍ଷେତ୍ରରେ କେତେକ ସମସ୍ୟା ଓ ପ୍ରତି ବନ୍ଧକ ଆସିବ ତଥାପି କାମ ଅଟକିବ ନାହିଁ । ବନ୍ଧୁଙ୍କ ସମ୍ମୁଖରେ ମନର ଭାବକୁ ପ୍ରକାଶ କରିବାରେ ପଛେଇ ଯିବୋ ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୧ ।
ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।
ରୋଗୀ- ଦେହ ଅସୁସ୍ଥ ହେଲେ ଶୀଘ୍ର ଡାକ୍ତରଙ୍କ ପରାମର୍ଶ ନିଅନ୍ତୁ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ସଫଳତାକୁ ହାତଛଡା କରନ୍ତୁ ନାହିଁ ।
ଗୃହିଣୀ- ସୁଖ ଅନୁଭବ କରିବେ ।

ବିଛା – ପାରିବାରିକ ସମସ୍ୟା ଚିନ୍ତା କରି ମନ ଭାରାକ୍ରାନ୍ତ ରହିବ । କର୍ମକ୍ଷେତ୍ରରେ ଅର୍ଥ ସମ୍ପର୍କକୁ କେନ୍ଦ୍ର କରି ତର୍କର ସମ୍ମୁଖୀନ ହେବେ । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୮ ।
ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ ।

ଧନୁ – ପାରିବାରିକ କ୍ଷେତ୍ରରେ ଉଲ୍ଲେଖନୀୟ କାମ କରି ଉଚ୍ଚ ପ୍ରଶଂସିତ ହେବେ । ରାଜନୀତିର ନେତୃତ୍ୱ ନେ ପ୍ରଶଂସିତ ହେବୋ ଶୁଭ ରଙ୍ଗ କଳା । ଶୁଭ ଅଙ୍କ ୩ ।
ଛାତ୍ରଛାତ୍ରୀ- ବିଦ୍ୟା ପ୍ରତି ଆଗ୍ରହୀ ହେବେ ।
କର୍ମଜୀବି- ସୁରୁଖୁରୁରେ କାର୍ଯ୍ୟ କରିବେ ।
ବ୍ୟବସାୟୀ- ଚୌର ଭୟ ଅଛି ।
ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।
ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ଆର‌୍ୟୁରବେଦୀ ଚିକିତ୍ସା ଲାଭ ଦେବ ।

ମକର – ପାରିବାରିକ ଅସ୍ଥିରତା କାରଣରୁ ମାନସିକ ସ୍ୱାସ୍ଥ୍ୟ ଭଲ ରହି ନ ପାରେ । ପ୍ରତ୍ୟେକ କ୍ଷେତ୍ରରେ ଧୈର୍ଯ୍ୟହରା ନ ହୋଇ କା୍‌ର‌୍ୟ କଲେ ଉପକୃତ ହେବେ । ଶୁଭ ରଙ୍ଗ ଗାଢ ଗ୍ରୀନ୍ । ଶୁଭ ଅଙ୍କ ୬ ।
ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ ।
ଛାତ୍ରଛାତ୍ରୀ- ମୂଳଦୁଆ ପକାଇବେ ।
କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।

କୁମ୍ଭ – ହାତକୁ ନେଇ ଥିବା କାମଗୁଡିକ ଅତି ସହଜ ଓ ସୁବିଧାରେ ସମ୍ପନ୍ନ୍ ହୋଇଯିବ । ଆଦାୟ କରିବାରେ ସକ୍ଷମ ହେବେ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୯ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ- ଧାର୍ମିକ ହେବେ ।
ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।

ମୀନ – ବନ୍ଧୁ ସମ୍ପର୍କରେ ଅବନ୍ନତି ଘଟିବା ପାଇଁ ଚେଷ୍ଟା କଲେ ଅବଶ୍ୟ ଉପକୃତ ହେବେ । ନିଜର ଲୋକମାନଙ୍କ କଦର୍ଯ୍ୟ ବ୍ୟବହାରରେ ଅସନ୍ତୁଷ୍ଟ ହୋଇ ପାରନ୍ତି । ଶୁଭ ରଙ୍ଗ ଧୂସର । ଶୁୃଭ ଅଙ୍କ ୭ ।
ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ଲୋକପ୍ରିୟତା ମିଳିବ ।
ଗୃହିଣୀ- ପରକୁ ଆପଣାର କରିବେ ।

   Related Posts