Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କମିବାରେ ଲାଗିଛି କରୋନା ପ୍ରଭାବ, ସୁସ୍ଥ ହୋଇ ଘରକୁ ଫେରିଲେ ଆଉ ୭୦୭ ଆକ୍ରାନ୍ତ
  • ||
  • ବିରାଟ ବାହିନୀ ଚିତ୍‌ପଟାଙ୍ଗ, ଭାରତକୁ ୫୧ ରନରେ ହରାଇ ସିରିଜ୍ ହାତେଇଲା ଅଷ୍ଟ୍ରେଲିଆ
  • ||
  • କାର୍ତ୍ତିକ ପୂର୍ଣ୍ଣିମାରେ ପବିତ୍ର ଗଙ୍ଗା ସ୍ନାନକୁ ନେଇ ଦୁଇ ଦିନ ପାଇଁ ହରିଦ୍ୱାର ସୀମା ସିଲ୍
  • ||
  • ହାଡଭଙ୍ଗା ଶୀତ ଯୋଗୁଁ ମନାଲିରେ ଜଣକର ମୃତ୍ୟୁ, ଜିରୋ ଡିଗ୍ରୀ ତଳକୁ ଖସିଲା ପାରଦ
  • ||
  • ଡାଲିରେ ୧୫ ଟଙ୍କା ରିହାତି ଦେବେ ସରକାର
  • ||
  • ଭୁବନେଶ୍ୱର : କମିଲା କୋଭିଡ୍ ମୃତ୍ୟୁ ସଂଖ୍ୟା : ଗତ ୨୪ ଘଣ୍ଟାରେ ଯାଇଛି ୪ ମୁଣ୍ଡ, ୧୭୩୪ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ଭୁବନେଶ୍ୱର : ରାଜ୍ୟରେ ଚିହ୍ନଟ ହେଲେ ୫୧୮ କରୋନା ସଂକ୍ରମିତ, ୩୧୮୩୦୭ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ସୋର : ଡକାୟତ ଗ୍ୟାଙ୍ଗ୍ ଓ ଗ୍ରାମବାସୀଙ୍କ ମଧ୍ୟରେ ଖଣ୍ଡ ଯୁଦ୍ଧ : ୪ ଗୁରୁତର, ଜଣେ ଗିରଫ
  • ||
  • ନୂଆଦିଲ୍ଲୀ : ଭାରତରେ କମୁଛି ସଂକ୍ରମଣ, ଗତ ୨୪ଘଣ୍ଟାରେ ୪୧୮୧୦ କରୋନା ଆକ୍ରାନ୍ତ ଚିହ୍ନଟ
  • ||
  • ଉଦଳା : ଜମିବାଡି ବିବାଦକୁ କେନ୍ଦ୍ରକରି ଡବଲ ମର୍ଡର ! ସଂମ୍ପର୍କୀୟ ଭାଇ ଓ ପୁତୁରାକୁ ହତ୍ୟା କଲା ଭାଇ
  • ||

ଶନିବାରର ରାଶିଫଳ: ଜାଣନ୍ତୁ ଦୀପାବଳିରେ କେମିତି କଟିବ ଆପଣଙ୍କ ଦିନ

13/11/2020 at 6:49 PM

ମେଷ – ସାମାଜିକ ସ୍ତରରେ ଅନ୍ୟମାନଙ୍କ ସକାଶେ ପରାମର୍ଶ ଦାତା ହୋଇ ପ୍ରଶଂସିତ ହେବେ । ରାଜନୀତି ଯାତ୍ରା ଓ କଚେରି ମାମଲା କ୍ଷେତ୍ରରେ ଆଶାଜନକ ଫଳ ପାଇବେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୮ ।

ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।

ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।

ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।

କର୍ମଜୀବି- ପ୍ରଶଂସିତ ହେବେ ।

ବ୍ୟବସାୟୀ- ସହ-ଯୋଗୀ ବ୍ୟବସାୟ ଲାଭଜନକ ।

ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

ବୃଷ – ଭାବପ୍ରବଣତା ବୃଦ୍ଧି ପାଇବା ଯୋଗୁଁ ମନୋବଳ କ୍ରମଶଃ ହ୍ରାସ ପାଇବ । କର୍ମକ୍ଷେତ୍ରରେ ଆକସ୍ମିକ ଭାବରେ କେତେକ ପ୍ରତିବନ୍ଧକ ଦେଖା ଦେଇପାରେ । ଦୂରସ୍ଥାନକୁ ଯିବା ପାଇଁ ବାଧ୍ୟ ହେବେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୩ ।

ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।

ରୋଗୀ- ୟୋଗା କରନ୍ତୁ ।

ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।

କର୍ମଜୀବି- ପ୍ରଶଂସିତ ହେବେ ।

ବ୍ୟବସାୟୀ- ଅର୍ଥ ହାନୀ ହେବ ।

ଗୃହିଣୀ- ସୁଖଭାରା ଦିନଟି ।

ମିଥୁନ – କର୍ମକ୍ଷେତ୍ରରେ ଭୁଲ୍ ଖବର ପ୍ଧବ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି । ସମୟାନୁକ୍ରମେ ଭାଙ୍ଗି ପଡିଥିବା ସମ୍ପର୍କ ପୁଣି ଯୋଡି ହୋଇଯିବ । ଅଶାନ୍ତିକର ପରିବେଶ ସୃଷ୍ଟି ହେବାର ଆଶଙ୍କା ରହିଛି । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୧।

ଚାଷୀ- ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

ରୋଗୀ- ସୁସ୍ଥ ଅନୁଭବ କରିବେ ।

ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ ।

କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।

ବ୍ୟବସାୟୀ- ପ୍ରଚୁର ଲାଭ ହେବ ।

ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।

କର୍କଟ – କର୍ମକ୍ଷେତ୍ରରେ ଆଲସ୍ୟ ଓ ଅବହେଳାରୁ କୈଫିୟତ ଦେବାକୁ ପଡିପାରେ । ପୁନର୍ବସୁ ନକ୍ଷତ୍ର ଆର୍ଥିକ ସ୍ୱଚ୍ଛଳତା ଓ ପ୍ରିୟ ବନ୍ଧୁଙ୍କ ସାନ୍ନିଧ୍ୟ ଲାଭରୁ ଖୁସି ହେବେ । ପରିବାରରେ ସବୁକଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡିବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୭ ।

ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।

ରୋଗୀ- ଚକ୍ଷୁ ପୀଡା ହେବ ।

ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।

କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।

ବ୍ୟବସାୟୀ- ଅର୍ଥ ଲାଭ ହେବ ।

ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।

ସିଂହ – ଅତ୍ୟଧିକ ଖର୍ଚ୍ଚ ବଢିଯାଇଥିବାରୁ ଆର୍ଥିକ ଅନଟନର ସମ୍ମୁଖୀନ ହେବାକୁ ପଡିପାରେ । ଦୀର୍ଘଦିନରୁ ଅଟକି ରହିଥିବା କାମଟିକୁ ହଠାତ୍ ଆରମ୍ଭକରିବାକୁ ମନ ବଳାଇବେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୩ ।

ଚାଷୀ- ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।

ରୋଗୀ- ଚକ୍ଷୁ ପୀଡା ହେବ ।

ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।

କର୍ମଜୀବି- ସମ୍ମାନିତ ହେବେ ।

ବ୍ୟବସାୟୀ- ସ୍ୱାଭିମାନୀ ହେବେ ।

ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।

କନ୍ୟା – ବୃଥା ଅନିଷ୍ଟ ଆଶଙ୍କା କରି ମାନସିକ ସ୍ତରରେ ଅସୁସ୍ଥତା ଅନୁଭବ କରିବେ । ଈର୍ଷା ପରାୟଣ ବ୍ୟକ୍ତିମାନେ ପ୍ରତିଷ୍ଠା ଓ ପ୍ରଶଂସାକୁ ସହି ନ ପାରି ଭିନ୍ନ ପ୍ରକାରର ମନ୍ତବ୍ୟ ଦେଇପାରନ୍ତି । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୭ ।

ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।

ରୋଗୀ- ଥଣ୍ଡାଜନିତ ରୋଗ ହୋଇପାରେ ।

ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।

କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।

ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।

ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।

ତୁଳା – ଆଜି ଏକ ଭିନ୍ନ ପରିବେଶରେ ଆପଣଙ୍କୁ ଉଚ୍ଚବର୍ଗଙ୍କ ସାହାର୍ଯ୍ୟ ଓ ବନ୍ଧୁ ମିଳନରୁ  ଉତ୍ସାହିତ ହେବେ। ଭୁଲ୍ ବୁଝାମଣା ହେତୁ ପରିବାରରେ ଅଶାନ୍ତି ପରିସ୍ଥିତି ସୃଷ୍ଟି ହୋଇପାରେ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୨।

ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।

ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।

ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।

କର୍ମଜୀବୀ- ସମ୍ମାନିତ ହେବେ ।

ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।

ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

ବିଛା – ପ୍ରତ୍ୟେକ କ୍ଷେତ୍ରରେ ସଂଯମତା ରକ୍ଷା ନ କଲେ ବିବାଦଗ୍ରସ୍ତ ହୋଇପଡିବେ । ଯେ କୌନସି କାମରେ ହେଉନା କାହିଁକି, ତରବରିଆ ପଦକ୍ଷେପ ନେଲେ ବେଶି ହଇରାଣ ହେବେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୯ ।

ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।

ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।

ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।

କର୍ମଜୀବି- ଅର୍ଥ ମିଳିବ ।

ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।

ଗୃହିଣୀ- ସୁଖଭାରା ଦିନଟି ।

ଧନୁ – କର୍ମକ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡିପାରେ । କରଜଦାତାଙ୍କ ଚାପ ବୃଦ୍ଧି ପାଇବା କାରଣରୁ ଦୁଶ୍ଚିନ୍ତାଗ୍ରସ୍ତ ହୋଇପାରନ୍ତି । ସାମାଜିକ ସ୍ତରରେ ଖଳ ଲୋକମାନଙ୍କର କାନ କୁହା କଥା ଶୁଣନ୍ତୁ ନାହିଁ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୨ ।

ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

ରୋଗୀ- ସତର୍କତାର ଦିନ ।

ଛାତ୍ରଛାତ୍ରୀ- ବ୍ୟାୟାମ୍ କରନ୍ତୁ ।

କର୍ମଜୀବି- ସୁରୁଖୁରୁରେ କାର୍ଯ୍ୟ କରିବେ ।

ବ୍ୟବସାୟୀ- ଅର୍ଥ ଲାଭ ହେବ ।

ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

ମକର – କର୍ମକ୍ଷେତ୍ରରେ କେତେକ ଦୁଗରୁ ଚାପର ସମ୍ମୁଖୀନ ହୋଇପାରନ୍ତି । ଅତ୍ୟଧିକ କାର୍ଯ୍ୟବ୍ୟସ୍ତତା କାରଣରୁ ଖାଦ୍ୟପେୟ ଠିକ୍ ରହିବ ନାହିଁ । ସମସ୍ୟାମୁଳକ କାମରେ ବନ୍ଧୁଙ୍କ ପରାମର୍ଶରେ ସାନ୍ତନା ମିଳିବ । ଶୁଭ ରଙ୍ଗ ଧୂସର । ଶୁଭ ଅଙ୍କ ୮ ।

ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।

ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।

କର୍ମଜୀବି- ପ୍ରମୋସନ୍ ମିଳିବ ।

ବ୍ୟବସାୟୀ- ଅର୍ଥ ଲାଭ ହେବ ।

ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।

କୁମ୍ଭ  – ଆତ୍ମୀୟଙ୍କ ପରାମର୍ଶରେ କୌଣସି ନୂତନ କାର୍ଯ୍ୟରେ ହାତ ଦେବାକୁ ସ୍ଥିର କରିବେ । ଯାନ୍ତ୍ରିକ ଶିଳ୍ପ ଓ ପରିବହନ କ୍ଷେତ୍ରରେ ଆଶା ଅନୁରୂପ ଫଳ ପାଇବେ । ଆଜିର ପ୍ରତ୍ୟୁଷ ଯାତ୍ରାରେ ଜିନିଷପତ୍ର ପ୍ରତି ସତର୍କ ରହନ୍ତୁ । ଶୁଭ ରଙ୍ଗ ଲାଲ୍। ଶୁଭ ଅଙ୍କ ୩ ।

ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।

ରୋଗୀ- ଅସାଧ୍ୟ  ରୋଗ ରୁ ମୁକ୍ତ ହେବେ ।

ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ ।

କର୍ମଜୀବି- ପ୍ରଶଂସିତ ହେବେ ।

ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍ କୁ ହାତଛଡା କରନ୍ତୁ ନାହିଁ ।

ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

ମୀନ – କଠିନଶ୍ରମ ଓ କାର୍ଯ୍ୟବ୍ୟସ୍ତତା କାରଣରୁ ଖାଦ୍ୟପେୟର ଅନିୟମିତତା ସ୍ୱାସ୍ଥ୍ୟହାନିର କାରଣ ହେବ । ଅନ୍ୟମାନଙ୍କ ସହ ଆପଣଙ୍କର ଟୁପ୍ ଟାପ କଥାକୁ ଅନ୍ୟମାନେ ଭିନ୍ନ ଦୃଷ୍ଟି କୋଣରୁ ବିଚାର କରିବେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୯।

ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।

ରୋଗୀ- ସୁସ୍ଥ ଅନୁଭବ କରିବେ ।

ଛାତ୍ରଛାତ୍ରୀ- ବିଜ୍ଞ ହେବେ ।

କର୍ମଜୀବି- ସମ୍ମାନିତ ହେବେ ।

ବ୍ୟବସାୟୀ- ସ୍ୱାଭିମାନୀ ହେବେ ।

ଗୃହିଣୀ- ଧାର୍ମିକ ହେବେ ।

   Related Posts