Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୦୧ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୩୪ କୋଭିଡ୍ ସଂକ୍ରମିତ, ୩୩୩୪୪୪ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଲକ୍ଷ୍ନୌ : ଟ୍ରାକ୍‌ରୁ ଖସିଲା ଟ୍ରେନ୍‌, ଶହିଦ ଏକ୍ସପ୍ରେସ୍‌ର ୨ଟି ବଗି ଲାଇନ୍‌ଚ୍ୟୁତ
  • ||
  • କେନ୍ଦୁଝର : ସ୍ତ୍ରୀକୁ ପିଟିପିଟି ମାରିଦେଲା ସ୍ବାମୀ, ଅଭିଯୁକ୍ତ ଅଟକ
  • ||
  • ଖସୁଛି କରୋନା ଗ୍ରାଫ୍‌, ଦେଶରେ ଗତ ୨୪ଘଣ୍ଟାରେ ୧୩,୭୮୮ କୋଭିଡ଼ ସଂକ୍ରମିତ ଚିହ୍ନଟ
  • ||
  • ଭୁବନେଶ୍ୱର : ବିଶିଷ୍ଟ ଶ୍ରମିକ ନେତା ଲଳିତ ନାୟକଙ୍କ ପରଲୋକ
  • ||
  • କେନ୍ଦୁଗୁଡ଼ା ଘାଟିରେ ଓଲଟିଲା ଟୁରିଷ୍ଟ ବସ୍ : ଜଣେ ମୃତ , ୧୦ ରୁ ଅଧିକ ଆହତ
  • ||

ଶନିବାରର ରାଶିଫଳ: ଜାଣନ୍ତୁ ଆସନ୍ତାକାଲି କେମିତି କଟିବ ଆପଣଙ୍କ ଦିନ

11/09/2020 at 8:43 PM

ମେଷ – ପାରିବାରିକ ପରିସ୍ଥିତି ବିଗିଡି ଯାଇଥିବା କାରଣରୁ ଦ୍ୱନ୍ଦ୍ୱରେ ପଡି କୌଣସି ନୂତନ କାମ ଆରମ୍ଭ କରିପାରିବେ ନାହିଁ । କର୍ମକ୍ଷେତ୍ରରେ ମଧ୍ୟ ଭୁଲ୍ ବୁଝାମଣା ହୋଇପାରେ । ଶୁଭ ରଙ୍ଗ ଧୂସର । ଶୁଭ ଅଙ୍କ ୫।

ଚାଷୀ- ଅଧିକା ପାଣିରୁ , ହିନସ୍ତା ହୋଇପାରନ୍ତି ।

ରୋଗୀ- ଚକ୍ଷୁ ପୀଡା ହେବ ।

ଛାତ୍ରଛାତ୍ରୀ- ବ୍ୟାୟାମ୍ କରନ୍ତୁ ।

କର୍ମଜୀବି- ପ୍ରମୋସନ୍ ମିଳିବ ।

ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।

ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।

ବୃଷ – କର୍ମକ୍ଷେତ୍ରରେ ମୃଗଶିରା ନକ୍ଷତ୍ର ଅନ୍ୟମାନଙ୍କ ଉପରେ ପୂର୍ଣ୍ଣ ଭରସା କରି ପ୍ରତାରିତ ହୋଇପାରନ୍ତି । କୌଣସି ଉନ୍ନତିମୂଳକ କାମ ସକାଶେ ମୋଟା  ଅଙ୍କର ଅର୍ଥର ଆବଶ୍ୟକତା ପଡିପାରେ । ଶୁଭ ରଙ୍ଗ ଗ୍ରୀନ୍। ଶୁଭ ଅଙ୍କ ୧ ।

ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।

ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।

ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।

କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।

ବ୍ୟବସାୟୀ- ସଫଳତା ମିଳିବ ।

ଗୃହିଣୀ- କାର୍ଯ୍ୟରେ ବ୍ୟସ୍ତ ରହିବେ ।

ମିଥୁନ – ନିଜ ସମ୍ପର୍କୀୟମାନେ ନିଜର ଫାଇଦା ହାସଲ ପାଇଁ ଫନ୍ଦିଫିକର କରିବା ଲାଗି ମନ ବଳାଇପାରନ୍ତି। କର୍ମକ୍ଷେତ୍ରରେ ଦୀର୍ଘ ଦିନର ଶତ୍ରୁତା ବିବାଦୀୟ ପରିସ୍ଥିତି ସୃଷ୍ଟି କରିପାରେ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୬ ।

ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।

ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।

ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।

କର୍ମଜୀବି- ସମ୍ମାନିତ ହେବେ ।

ବ୍ୟବସାୟୀ- ଅର୍ଥ ହାନୀ ହେବ ।

ଗୃହିଣୀ- ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହିବେ ।

କର୍କଟ – ହାତକୁ ନେଇଥିବା କାମଗୁଡିକ ସୁରୁଖୁରୁରେ ହୋଇ ଯିବା କାରଣରୁ ଏକ ପ୍ରକାର ଆଶ୍ୱସ୍ତି ଲାଭ କରିବେ । ଆର୍ଥିକ ଦିଗରୁ ସନ୍ତୋଷଜନକ ଫଳ ପାଇ ମନ ଖୁସୀ ରହିବ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୮ ।

ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।

ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।

ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।

କର୍ମଜୀବି- ସମ୍ମାନିତ ହେବେ ।

ବ୍ୟବସାୟୀ- ସଫଳତାକୁ ହାତଛଡା କରନ୍ତୁ ନାହିଁ ।

ଗୃହିଣୀ- ସୁଖ ଅନୁଭବ କରିବେ ।

ସିଂହ – ଆଜି ଯାତ୍ରା, ବାଣିଜ, ପ୍ରତି ଦ୍ୱନ୍ଦ୍ୱିତାରେ ଅବଶ୍ୟ ସଫଳତା ହାସଲ କରିବେ । କେତେକ କ୍ଷେତ୍ରରେ  ବନ୍ଧୁମାନେ ଅସହଯୋଗ ମନୋବୃତ୍ତି ପୋଷଣ କରିବେ । ଶୁଭ ରଙ୍ଗ କଳା । ଶୁଭ ଅଙ୍କ ୩ ।

ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।

ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।

ଛାତ୍ରଛାତ୍ରୀ- ଅନ୍‌ଲାଇନ୍ ବିଦ୍ୟା ଆରୋହଣ କରିବେ ।

କର୍ମଜୀବି- କରତ୍‌କର୍ମା ହେବେ ।

ବ୍ୟବସାୟୀ- ଧୈର୍ଯ୍ୟ ହାରା ହୋଇପାରନ୍ତି ।

ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

କନ୍ୟା – ଦୀର୍ଘଦିନର ଆଶା ପୂରଣ ହେବା ସଙ୍ଗକୁ କର୍ମକ୍ଷେତ୍ରରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ । ପବ୍ଲିକେଶନର ସମସ୍ୟା ସମାଧାନ ହୋଇଯିବ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୯ ।

ଚାଷୀ- ଶ୍ରମ ସାର୍ଥକ ହେବ ।

ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।

ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।

କର୍ମଜୀବି- ନୂଆ ଜବ୍ ମିଳିବା କଷ୍ଟ ।

ବ୍ୟବସାୟୀ- ଲୋକପ୍ରିୟତା ମିଳିବ ।

ଗୃହିଣୀ- ଧର୍ଯ୍ୟବାନ୍ ହେବେ ।

ତୁଳା – ଆଜି କୌଶଳରେ କାମ ହାସଲ କରି ଯେତିକି ଖୁସୀ ହେବେ, ପରିବାରରେ ଅଶାନ୍ତିର ବାତାବରଣରୁ ସେତିକି ଦୁଃଖି ହୋଇପାରନ୍ତି । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୨ ।

ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।

ରୋଗୀ- ଦେହ ଅସୁସ୍ଥ ହେଲେ ଶୀଘ୍ର ଡାକ୍ତରଙ୍କ ପରାମର୍ଶ ନିଅନ୍ତୁ ।

ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।

କର୍ମଜୀବି- ସହଯୋଗ ମିଳିବ ।

ବ୍ୟବସାୟୀ- ଅର୍ଥ ଲାଭ ହେବ ।

ଗୃହିଣୀ- ଧାର୍ମିକ ହେବେ ।

ବିଛା – କାର୍ଯ୍ୟହାସଲ ସକାଶେ ବହୁତ ଝଡଝଞ୍ଜା ମଧ୍ୟ ଦେଇ ଗତି କରିବାକୁ ପଡିବ । ଭୁଲ୍ ବୁଝାମଣା କାରନରୁ ଅନ୍ୟମାନଙ୍କ ସହ ସୁସମ୍ପର୍କରେ ବାଧା ଉପୁଜିବ । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୫ ।

ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।

ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।

ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।

କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।

ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।

ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।

ଧନୁ – ସ୍ୱାସ୍ଥ୍ୟ ସମସ୍ୟା ନିୟନ୍ତ୍ରଣ ଭିତରେ ରହିବା ହେତୁ ଏକ ପ୍ରକାର ଆଶ୍ୱସ୍ତି ଲାଭ କରିବେ । ନୀଚ ସଂସର୍ଗରୁ ଦୂରେଇ ରହିବା ଭଲ, ନଚେତ୍ ସମାଲୋଚିତ ହେବାକୁ ପଡିପାରେ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୭ ।

ଚାଷୀ- ଶ୍ରମ ସାର୍ଥକ ହେବ ।

ରୋଗୀ- ଚିକିତ୍ସା ପାଇଁ ବିଦେଶ ଯାଇପାରନ୍ତି ।

ଛାତ୍ରଛାତ୍ରୀ- ଚିନ୍ତାଧାରା ଉନ୍ନତ ହେବ ।

କର୍ମଜୀବି- କାର୍ଯ୍ୟ କରି ପ୍ରଶଂସିତ ହେବେ ।

ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍‌, ପଳେଇ ଯାଇପାରେ ।

ଗୃହିଣୀ- ଧର୍ଯ୍ୟବାନ୍ ହେବେ ।

ମକର – ଦୀର୍ଘ ଦିନରୁ ଲାଗି ରହିଥିବା ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ କମିପାରେ । ପ୍ରତିବେଶୀଙ୍କ ସୌହାର୍ଦ୍ଦ୍ୟରୁ ଉପକୃତ ହେବେ ଓ କାର୍ଯ୍ୟ ଅବଶ୍ୟ ହାସଲ କରିବେ । ଶୁଭ ରଙ୍ଗ ଧୂସର । ଶୁଭ ଅଙ୍କ ୩ ।

ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।

ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।

ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।

କର୍ମଜୀବି- ଅର୍ଥ ହାନୀ ହେବ ।

ବ୍ୟବସାୟୀ- ଅର୍ଥ ହାନୀ ହେବ ।

ଗୃହିଣୀ- ଧାର୍ମିକ ହେବେ ।

କୁମ୍ଭ  – ଦିନଟି ବହୁତ ଭଲ ଏପରି କି ବାଣିଜ୍ୟ, ବ୍ୟବସାୟ, ସଭାସମିତି, ପରିବହନ, ପ୍ରଶାସନିକ କ୍ଷେତ୍ରରୁ ସୁଫଳ ମିଳିବ। ମନ ଭାରାକ୍ରାନ୍ତ ରହିପାରେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୬ ।

ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।

ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।

ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।

କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।

ବ୍ୟବସାୟୀ- ନୂଆ ଡିଲ୍ ମିଳିବ ।

ଗୃହିଣୀ- ଭାଗ୍ୟଶାଳୀ ହେବେ ।

ମୀନ – ଲାଗି ରହିଥିବା ସମସ୍ୟା ସୁଧୁରିଯିବା କାରଣରୁ ପାରିବାରିକ ସଦ୍ଭାବ କ୍ରମଶଃ ବୃଦ୍ଧି ପାଇବ । ଅପେକ୍ଷା କରନ୍ତୁ ବିଳମ୍ବ ହେଲେ ମଧ୍ୟ କାର୍ଯ୍ୟ ସାଧିତ ହେବ । ଶୁଭ ରଙ୍ଗ ଗାଢ ନୀଳ । ଶୁଭ ଅଙ୍କ ୫ ।

ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।

ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।

ଛାତ୍ରଛାତ୍ରୀ- ବ୍ୟାୟାମ୍ କରନ୍ତୁ ।

କର୍ମଜୀବି-ଅର୍ଥ ସଞ୍ଚୟ ପାଇଁ ଉଦ୍ୟମ କରିବେ ।

ବ୍ୟବସାୟୀ- ପ୍ରଚୁର ଲାଭ ହେବ ।

ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।

   Related Posts