Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୮୯୯ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଆରମ୍ଭ ହେଲା କୋଭିଡ୍ ଟିକାକରଣ, ୧୬୧ କେନ୍ଦ୍ରରେ ଚାଲିଛି ଟିକାଦାନ
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୭୮ କୋଭିଡ୍ ସଂକ୍ରମିତ, ୩୩୩୧୨୭ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଦେଶରେ ଖସୁଛି କରୋନା ଗ୍ରାଫ୍, ଗତ ୨୪ଘଣ୍ଟାରେ ୧୫୧୫୮ କୋଭିଡ଼ ସଂକ୍ରମିତ ଚିହ୍ନଟ
  • ||
  • ଘାଟିରେ ଦୁର୍ଘଟଣା : ଟ୍ରକକୁ ସାମ୍ନା ପଟୁ ପିଟିଲା ବାଇକ୍‌, ଚାଲିଗଲା ଶଳା-ଭିଣୋଇଙ୍କ ଜୀବନ
  • ||
  • ବୈଠକ ପରେ ବୈଠକ କିନ୍ତୁ ଫଳ ଶୂନ ! ୧୯’ରେ ପୁଣି ଚାଷୀ-ସରକାର ଆଲୋଚନା
  • ||
  • ବରଗଡ଼: ବ୍ୟବସାୟୀଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନା-ଗହଣା ଲୁଟ, ୩ ଲୁଟେରା ଗିରଫ
  • ||

ଡିସେମ୍ବର ୧୨ ତାରିଖ, ଶନିବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

12/12/2020 at 7:42 AM

ମେଷ – ଶନିବାର ପ୍ରତ୍ୟେକ କ୍ଷେତ୍ରରେ କାର୍ଯ୍ୟସିଦ୍ଧି ଘଟିବା ସହିତ ଆଶା କରୁଥିବା ଜିନିଷ ନିଶ୍ଚିତ ପାଇ ପାରିବେ । କିନ୍ତୁ ଆତ୍ମୀୟମାନଙ୍କ ଉପରେ ଭୁଲ୍ ବୁଝାମଣା ହେତୁ ପାରିବାରିକ ସମସ୍ୟା ବଢିପାରେ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୪ ।

ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।

ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।

ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।

କର୍ମଜୀବି- ପ୍ରଶଂସିତ ହେବେ ।

ବ୍ୟବସାୟୀ- ଅର୍ଥ ହାନୀ ହେବ ।

ଗୃହିଣୀ- ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହିବେ ।

ବୃଷ – ସ୍ଥଗିତ ଥିବା କାମଟି ବନ୍ଧୁଙ୍କ ସାହାର୍ଯ୍ୟରୁ ପୁନଃ ଆରମ୍ଭ କରିବାକୁ ମନସ୍ଥ କରିବେ । ପରିଜନଙ୍କ ସମ୍ବନ୍ଧରେ କୌଣସି ଶୁଭ ସମ୍ବାଦ ଶୁଣି ଖୁସି ହେବେ । ଦିନରେ କଠୋର ପରିଶ୍ରମ ହେତୁ ରାତ୍ରିରେ ଅନିଦ୍ରାଜନିତ ପୀଡା ଅନୁଭବ କରିବେ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୭ ।

ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।

ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।

ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।

କର୍ମଜୀବି- ସମ୍ମାନିତ ହେବେ ।

ବ୍ୟବସାୟୀ- ଅର୍ଥ ହାନୀ ହେବ ।

ଗୃହିଣୀ- ସୁଖଭାରା ଦିନଟି ।

ମିଥୁନ – କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହ ବୁଝାମଣା ଭିତିରେ କାମ କଲେ ଉପକୃତ ହେବେ । ସ୍ତ୍ରୀଙ୍କ ପ୍ରେରଣାରୁ ଉପକୃତ ହୋଇପାରନ୍ତି । କ୍ଷେତ୍ରରେ ସୁବିଧାରେ କାମ ହାସଲ କରିବା କଷ୍ଟକର ହୋଇପଡିବ । ଶୁଭ ରଙ୍ଗ ଲାଲ୍  ଶୁଭ ଅଙ୍କ ୬ । 

ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।

ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।

ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ ।

କର୍ମଜୀବି- ସମ୍ମାନିତ ହେବେ ।

ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।

ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।

କର୍କଟ – ସମସ୍ୟାଗୁଡିକର ସମୀକ୍ଷା କରି କାର୍ଯ୍ୟପନ୍ଥା ସ୍ଥିର କରିବାକୁ ମନସ୍ଥ କରିବେ । ନିର୍ମାଣାଧୀନ ଗୃହ କିମ୍ବା ଘରଭଡାକୁ କେନ୍ଦ୍ର କରି ବିତର୍କ ଆଶଙ୍କା ରହିଛି । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୧ ।

ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।

ରୋଗୀ- ସତର୍କତାର ଦିନ ।

ଛାତ୍ରଛାତ୍ରୀ- ବହୁ ପରିଶ୍ରମ କରିବାକୁ ପଡିବ ।

କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।

ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।

ଗୃହିଣୀ- ଧାର୍ମିକ ହେବେ ।

ସିଂହ – ଶନିବାର ମନମୁତାବକ କାମଗୁଡିକ ସମ୍ପନ୍ନ ହେବାରେ ଅସୁବିଧା ହେବ ନାହିଁ । ସାମାନ୍ୟ ବଚସାରୁ କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହ ତିକ୍ତତା ସୃଷ୍ଟି ହୋଇପାରେ । ପରିବାରର ଅସଜଡା ପରିସ୍ଥିତିକୁ ସଜାଡି ନେବେ। ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୮ ।

ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।

ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।

ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।

କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।

ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।

ଗୃହିଣୀ- ସଦିଚ୍ଛା ଭାବ ରହିବ ।

କନ୍ୟା – ବିଭିନ୍ନ ସମସ୍ୟା ମଧ୍ୟରେ ଗତି କରୁଥିବାରୁ ମାନସିକ ସ୍ଥିତି ଭଲ ରହିବ ନାହିଁ । ଆନୁସଙ୍ଗିକ ସୁବିଧା ସୁଯୋଗ ପାଇ ପଡୋଶୀଙ୍କ ଠାରୁ କାମ ହାସଲ କରିବେ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୩ ।

ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)

ରୋଗୀ- ସତର୍କତାର ଦିନ ।

ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।

କର୍ମଜୀବି- କାର୍ଯ୍ୟ କରି ପ୍ରଶଂସିତ ହେବେ ।

ବ୍ୟବସାୟୀ- ସ୍ୱାଭିମାନୀ ହେବେ ।

ଗୃହିଣୀ- ମିତ୍ର ସୁଖ ପାଇବେ ।

ତୁଳା – ସ୍ୱାସ୍ଥ୍ୟ ଭଲ ରହିବା ସହ ପସନ୍ଦର ଜିନିଷ କିଣିବାର ସୁଯୋଗ ପାଇବେ । ସଭାସମିତି କିମ୍ବା ଆଲୋଚନା କ୍ଷେତ୍ରରେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇ ନେବେ । ଶୁଭ ରଙ୍ଗ କଳା । ଶୁଭ ରଙ୍ଗ ୫ ।

ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।

ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।

ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।

କର୍ମଜୀବି- ଅର୍ଥ ମିଳିବ ।

ବ୍ୟବସାୟୀ- ସଫଳତା ମିଳିବ ।

ଗୃହିଣୀ- ସ୍ୱାଭିମାନୀ ହେବେ ।

ବିଛା – ଶନିବାରର କର୍ମକ୍ଷେତ୍ର ଓ ପାରିବାରିକ ପରିସ୍ଥିତି ପ୍ରାୟତଃ ସ୍ୱାଭାବିକ ରହିବ । କିନ୍ତୁ ପ୍ରତ୍ୟେକ କଥାରେ ପଡୋଶୀଙ୍କ କଥାକୁ ବିଶ୍ୱାସ କରି ହଇରାଣରେ ପଡିପାରନ୍ତି । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୯ ।

ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।

ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।

ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।

କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।

ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।

ଗୃହିଣୀ- ମାନସିକ ଶାନ୍ତି ପାଇବେ ।

ଧନୁ – କର୍ମକ୍ଷେତ୍ରରେ ସହକର୍ମୀଙ୍କ ସାମନାରେ ମନର ଭାବକୁ ପ୍ରକାଶ କରିବାରେ ପଛେଇ ଯିବେ । ଭୁଲ୍ ବୁଝାମଣା ଯୋଗୁଁ କର୍ମକ୍ଷେତ୍ରରେ ଅନ୍ୟମାନଙ୍କୁ ସନ୍ଦେହ ଚକ୍ଷୁରେ ଦେଖିପାରନ୍ତି । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୧।

ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।

ରୋଗୀ- ଚକ୍ଷୁ ପୀଡା ହେବ ।

ଛାତ୍ରଛାତ୍ରୀ- ମିତ୍ରଙ୍କ ସହଯୋଗ ମିଳିବ ।

କର୍ମଜୀବି- ସମ୍ମାନିତ ହେବେ ।

ବ୍ୟବସାୟୀ- ଅର୍ଥ ହାନୀ ହେବ ।

ଗୃହିଣୀ- ସୁଖଭାରା ଦିନଟି ।

ମକର – ଶନିବାର ସକାଳୁ ଇଚ୍ଛା କରିଥିବା ଜିନିଷଟି ନ ପାଇବାରୁ ମାନସିକ ଶାନ୍ତି ବ୍ୟାହତ ହୋଇପାରେ । ବନ୍ଧୁଙ୍କ ଅନାଦର ଭାବ ଯୋଗୁଁ ଦୁଃଖୀ ହେବେ । ସତର୍କତା ଅଭାବରୁ ହାତ କିମ୍ବା ଗୋଡରେ ଆଘାତ ଲାଗିପାରେ । ଶୁଭ ରଙ୍ଗ  ଲାଲ୍ । ଶୁଭ ଅଙ୍କ ୭ ।

ଚାଷୀ- ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।

ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।

ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।

କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।

ବ୍ୟବସାୟୀ- ବିଜୟୀ ହେବେ ।

ଗୃହିଣୀ- ଧାର୍ମିକ ହେବେ ।

କୁମ୍ଭ  – ସହକର୍ମୀଙ୍କ ସହାୟତାରୁ କର୍ମକ୍ଷେତ୍ରରେ ସ୍ଥଗିତ କାମକୁ ପୂରାଦମରେ କରିଚାଲିବେ । ଦୀର୍ଘଦିନରୁ ଅଟକି ରହିଥିବା କାମଟିକୁ ହଠାତ୍ ଆରମ୍ଭ କରିବାକୁ ମନ ବଳାଇବେ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୬ ।

ଚାଷୀ- ଉତ୍ତମ ଫଳ ପାଇବେ ।

ରୋଗୀ- ଚିକିତ୍ସା ପାଇଁ ବିଦେଶ ଯାଇପାରନ୍ତି ।

ଛାତ୍ରଛାତ୍ରୀ- ଅନ୍‌ଲାଇନ୍ ବିଦ୍ୟା ଆରୋହଣ କରିବେ ।

କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।

ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।

ଗୃହିଣୀ- ସଦିଚ୍ଛା ଭାବ ରହିବ ।

ମୀନ – ନିଜ ଲୋକମାନଙ୍କ ଟାହି ଟାପରାକୁ ସହି ପାରିବେ ନାହିଁ କିମ୍ବା କହି ପାରିବେ ନାହିଁ । ମଧ୍ୟାହ୍ନରେ କୌଣସି ନୂତନ କାର୍ଯ୍ୟରେ ହାତ ଦେବାକୁ ସ୍ଥିର କିରିବେ । ଶୁଭ ରଙ୍ଗ ଧୂସର । ଶୁଭ ଅଙ୍କ ୨ ।

ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)

ରୋଗୀ- ୟୋଗା କରନ୍ତୁ ।

ଛାତ୍ରଛାତ୍ରୀ- ଗ୍ରୀନ୍ ରଙ୍ଗର ଆସନରେ ବସି ପଢନ୍ତୁ ।

କର୍ମଜୀବି- କରତ୍‌କର୍ମା ହେବେ ।

ବ୍ୟବସାୟୀ- ସ୍ୱାଭିମାନୀ ହେବେ ।

ଗୃହିଣୀ- ସ୍ୱାଭିମାନୀ ହେବେ ।

   Related Posts