ଶନିବାର ରାଶିଫଳ: ଜାଣନ୍ତୁ କେମିତି କଟିବ କାଲିର ଦିନ

Published By : Prameya-News7 Bureau | September 10, 2021 IST

ମେଷ–ସାଧାରଣ କ୍ଷେତ୍ରରେ ପ୍ରାଧାନ୍ୟ ବିସ୍ତାର କରିପାରନ୍ତି । ମନ ପ୍ରସନ୍ନରହିବ ।ସାହସୀ ଓ ଆସ୍ତିକ ହେବେ । ଥଣ୍ଡା-କଫଜନିତ ସାମାନ୍ୟ କ୍ଳେଶ ଅନୁଭବ କରିପାରନ୍ତି । ସାନଭାଇଙ୍କ ଠାରୁ ଭକ୍ତି ମିଳିବ । ଶୁଭରଙ୍ଗ କଫି । ଶୁଭ ଅଙ୍କ ୩ ।
• ଚାଷୀ- ଜଳସଞ୍ଚୟ କରନ୍ତୁ ।
• ରୋଗୀ-ଅସୁସ୍ଥ ଅନୁଭବ କରିବେ ।
• ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
• କର୍ମଜୀବି- ସମ୍ମାନିତ ହେବେ ।
• ବ୍ୟବସାୟୀ- ଅର୍ଥ ଲାଭ ହେବ ।
• ଗୃହିଣୀ- ସୁଖଭରା ଦିନଟି ।

ବୃଷ– ନିଜେ କରିଥିବା କାର୍ଯ୍ୟର ସମୀକ୍ଷା କରିପାରନ୍ତି । ଯୁଗ୍ମ ବ୍ୟବସାୟରୁ ସାମାନ୍ୟ ଲାଭ ମିଳିବ । ସ୍ୱାଭିମାନୀ, ସୁଭାଷୀ ଓ ସୁବିଦ୍ୟାଯୁକ୍ତ ହେବେ । ଅଷ୍ଟମ ଚନ୍ଦ୍ରଭୋଗ ହେତୁ ସତର୍କତାର ସହ ଚଳିବାକୁ ପଡିବ । ଶୁଭରଙ୍ଗ ଗ୍ରୀନ୍‌ । ଶୁଭ ଅଙ୍କ ୬ ।
• ଚାଷୀ-ଜଳବାୟୁ ବିଭାଗ ସହ ଯୋଗାଯୋଗ ରଖନ୍ତୁ ।
• ରୋଗୀ- ଅସୁସ୍ଥ ଅନୁଭବ କରିବେ ।
• ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
• କର୍ମଜୀବି-କାର୍ଯ୍ୟରେ ସଫଳ ହେବେ ।
• ଗୃହିଣୀ-ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ ।
• ବ୍ୟବସାୟୀ-ନୂଆ ଡିଲ୍‌ ମିଳିବ ।

ମିଥୁନ - କାର୍ଯ୍ୟରେ ଉନ୍ନତି ଘଟିବ । ଧନକ୍ଷୟ ହେବାର ସୂଚନା ମିଳୁଛି । ଇର୍ଷା ପରାୟଣ ହେବେ । ସ୍ୱାଭିମାନୀ ହୋଇପାରନ୍ତି । ଶାରିରୀକ ଦୁର୍ବଳତା ଅନୁଭବ କରିବେ । ବ୍ୟବସାୟ ଲାଭଜନକ ହେବ । ଶୁଭରଙ୍ଗ ଗ୍ରୀନ୍‌ । ଶୁଭ ଅଙ୍କ ୬ ।
• ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
• ଚାଷୀ- ଶ୍ରମସାର୍ଥକହେବ ।
• ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
• କର୍ମଜୀବି-କାର୍ଯ୍ୟତତ୍ପର ରହିବେ ।
• ବ୍ୟବସାୟୀ-ନୂଆ ବ୍ୟବସାୟ କ୍ଷତି ହେବ ।
• ଗୃହିଣୀ-କାର୍ଯ୍ୟରେ ବ୍ୟସ୍ତ ରହିବେ ।

କର୍କଟ–ମନରେ ଉଦ୍‌ବେଗ ଜାତ ହୋଇପାରେ । ଭ୍ରାତୃଭାବ ଅତୁଟ ରହିବ । ସୁସ୍ଥ ଓ ନିରାମୟ ଜୀବନ ଯାପନ କରିବେ । ବଳିଷ୍ଠ ଓ ଶତ୍ରୁଜୟୀ ହେବେ । ମାନସିକ ଦୁଶ୍ଚିନ୍ତା ଦୂରହେବ ଓ ଶାନ୍ତିମିଳିବ । ଶୁଭରଙ୍ଗ ଲାଲ୍‌ । ଶୁଭ ଅଙ୍କ ୩ ।
• ଚାଷୀ-ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
• ରୋଗୀ- ବ୍ୟାୟାମ୍‌ କରିବା ଉଚିତ୍‌ ।
• ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
• କର୍ମଜୀବି-ଉନ୍ନତିର ମାର୍ଗ ମିଳିବ ।
• ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
• ଗୃହିଣୀ-ସୌଭାଗ୍ୟ ପ୍ରାପ୍ତ ହେବ ।

ସିଂହ –ମନରେ ଉଦ୍‌ବେଗ ଜାତ ହୋଇପାରେ । ବନ୍ଧୁମିଳନ ଘଟିବାର ସୂଚନା ମିଳୁଛି । ବ୍ୟବସାୟ ଲାଭଜନକ ହେବ । ସମାଜ ସେବାକୁ ବ୍ରତ ଭାବେ ଗ୍ରହଣ କରିବେ । ଶାନ୍ତ ଓ ଧୈର୍ଯ୍ୟବାନ୍‌ ହେବେ । ଶୁଭରଙ୍ଗ ଲାଲ୍‌ । ଶୁଭ ଅଙ୍କ ୧ ।
• ଚାଷୀ- କୀଟନାଶକର ସଠିକ୍‌ ସମୟରେ ବ୍ୟବହାର କରନ୍ତୁ ।
• ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
• ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
• କର୍ମଜୀବି-ସମ୍ମାନିତ ହେବେ ।
• ବ୍ୟବସାୟୀ-ନୂଆ ବ୍ୟବସାୟ ଲାଭ ହେବ ।
• ଗୃହିଣୀ-ଘର କାମରେ ବ୍ୟସ୍ତ ରହିବେ ।

କନ୍ୟା–ଭାଇ ସହଯୋଗ ପାଇ ତେଜ ସ୍ମର ହୋଇଉଠିବେ ।ସୌଭାଗ୍ୟ ଶାଳୀ ହୋଇପାରନ୍ତି । ବିଭିନ୍ନ ଦିଗରୁ ଧନାଗମର ସୂଚନା ମିଳୁଛି । ଆବଶ୍ୟକତା ଅନୁସାରେ ଅର୍ଥ ନିଅଣ୍ଟ ହେବ । ଶୁଭରଙ୍ଗ ବ୍ରାଉନ୍‌ । ଶୁଭ ଅଙ୍କ ୩ ।
• ଚାଷୀ-ଚାଷକାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।
• ରୋଗୀ- ଅସୁସ୍ଥ ଅନୁଭବ କରିବେ ।
• ଛାତ୍ରଛାତ୍ରୀ- ବହୁ ପରିଶ୍ରମ କରିବାକୁ ପଡିବ ।
• କର୍ମଜୀବି-ଅର୍ଥ ମିଳିବ ।
• ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।
• ଗୃହିଣୀ- ମାନସିକ ଶାନ୍ତି ପାଇବେ ।

ତୁଳା–ଚଞ୍ଚଳମନା ହେବେ । ମାତ୍ର ଥଣ୍ଡା-କଫରେ ଆକ୍ରାନ୍ତ ହୋଇପାରନ୍ତି । ଅଧିକାଂଶ ସମୟ ଏକାନ୍ତରେ ରହିପାରନ୍ତି । ଚକ୍ଷୁରେ ସାମାନ୍ୟ ଯନ୍ତ୍ରଣା ଉପୁଜି ପାରେ ।ସାହସୀ ଓ ଜ୍ଞାନୀ ହେବେ । ଶୁଭରଙ୍ଗ ଲାଲ୍‌ । ଶୁଭ ଅଙ୍କ ୮ ।
• ଚାଷୀ- କାର୍ଯ୍ୟମନ୍ଥର ହେବ ।
• ରୋଗୀ-ସତର୍କତାର ଦିନ ।
• ଛାତ୍ରଛାତ୍ରୀ- ଗ୍ରୀନ୍‌ ରଙ୍ଗର ଆସନରେ ବସି ପଢନ୍ତୁ ।
• କର୍ମଜୀବି-ପ୍ରଶଂସିତ ହେବେ ।
• ବ୍ୟବସାୟୀ-ନୂଆ ବ୍ୟବସାୟ ଲାଭ ହେବ ।
• ଗୃହିଣୀ-ସୁଖୀ ହେବେ ।


ବିଛା–ଆର୍ଥିକ ଦୁରବସ୍ଥାରେ ସୁଧାର ଆସିବ । କାର୍ଯ୍ୟ ସିଦ୍ଧି ହେବାର ସୂଚନା ମିଳୁଛି । ଯଶସ୍ୱୀ ହେବେ । ଲୋକପ୍ରିୟତା ବୃଦ୍ଧି ହେବ । ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ରାଜକୋଷରୁ ଅର୍ଥ ପ୍ରାପ୍ତ ହେବ । ଶୁଭରଙ୍ଗ ଧୂସର । ଶୁଭ ଅଙ୍କ ୯ ।
• ଚାଷୀ- ଶ୍ରମ ସାର୍ଥକ ହେବ ।
• ରୋଗୀ- ବ୍ୟାୟାମ୍‌ କରିବା ଉଚିତ୍‌ ।
• ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
• କର୍ମଜୀବି-ଅର୍ଥ ହାନୀ ହେବ ।
• ବ୍ୟବସାୟୀ- ବିଜୟୀ ହେବେ ।
• ଗୃହିଣୀ-ଧାର୍ମିକ ହେବେ ।

ଧନୁ –ଆୟ ବୃଦ୍ଧିର ସୂଚନା ମିଳୁଛି । ସେବା ପୂଜାରେ ମନୋନିବେଶ କରିବେ ।ଭାଗ୍ୟଶାଳୀ ହେବେ । ଭୋଗ-ବିଳାସ କରିପାରନ୍ତି । ସୁଖ-ସମୃଦ୍ଧି ପୂର୍ଣ୍ଣ ଜୀବନ-ଯାପନ କରିବେ । ଶୁଭରଙ୍ଗ ପିଙ୍କ୍‌ । ଶୁଭ ଅଙ୍କ ୩ ।
• ଗୃହିଣୀ- ଧର୍ମ କାର୍ଯ୍ୟରେ ବ୍ୟସ୍ତ ରହିବେ ।
• ବ୍ୟବସାୟୀ- ଲୋକପ୍ରିୟତା ମିଳିବ ।
• କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
• ଛାତ୍ରଛାତ୍ରୀ- ଅଳସୁଆ ପ୍ରବୃତ୍ତି ହେବେ ।
• ରୋଗୀ- ୟୋଗା କରନ୍ତୁ ।
• ଚାଷୀ- କ୍ଳାନ୍ତି ଅନୁଭବ କରିବେ ।

ମକର–ଦୈନଦିନ କାର୍ଯ୍ୟଉପରେ ଗୁରୁତ୍ୱ ଦେବେ । ଦୃଢ ମନୋବଳ ନେଇ କାର୍ଯ୍ୟ ସମ୍ପାଦନ କରିବେ । ଅଯଥା ଖର୍ଚ୍ଚ କରି ମନସ୍ତାପ କରିପାରନ୍ତି ।ଭାଇମାନଙ୍କ ଉପରେ ସ୍ନେହଭାବ ରହିବ । ଶୁଭରଙ୍ଗ ଧୂସର । ଶୁଭ ଅଙ୍କ ୫ ।
• ଚାଷୀ- କାର୍ଯ୍ୟମନ୍ଥର ହେବ ।
• ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
• ଛାତ୍ରଛାତ୍ରୀ- ମିତ୍ରଙ୍କ ସହଯୋଗ ମିଳିବ ।
• କର୍ମଜୀବି- କରତ୍‌କର୍ମା ହେବେ ।
• ବ୍ୟବସାୟୀ- ପ୍ରଚୁର ଲାଭ ହେବ ।
• ଗୃହିଣୀ-ପୂଜା ପାଠରେ ବ୍ୟସ୍ତ ରହିବେ ।

କୁମ୍ଭ -ମିତ୍ର ସୁଖ ଲାଭ ଓ ଲୋକପ୍ରିୟତା ଅର୍ଜନ କରିପାରନ୍ତି । ପରମ ସୌଭାଗ୍ୟ ଶାଳୀହେବେ । ଦାମ୍ପତ୍ୟ ସୁଖ ମିଳିବ । ବିଭିନ୍ନ ଦିଗରୁ ଧନାଗମହେବ । ଶୁଭରଙ୍ଗ ଗ୍ରୀନ୍‌ । ଶୁଭ ଅଙ୍କ ୫ ।
• ଚାଷୀ- ଶ୍ରମ ସାର୍ଥକ ହେବ ।
• ରୋଗୀ- ବ୍ୟାୟାମ୍‌ କରିବା ଉଚିତ୍‌ ।
• ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
• କର୍ମଜୀବି-କାର୍ଯ୍ୟତତ୍ପର ରହିବେ ।
• ବ୍ୟବସାୟୀ- ଧର୍ଯ୍ୟହାରା ହୋଇପାରନ୍ତି ।
• ଗୃହିଣୀ- ମିତ୍ରସୁଖ ପାଇବେ ।

ମୀନ - କାର୍ଯ୍ୟରେ ପୂର୍ବ ପ୍ରସ୍ତୁତିକୁ ବଦଳାଇ ନୂତନ ପଦକ୍ଷେପ ଗ୍ରହଣ କରିବେ । ଚଞ୍ଚଳ ପ୍ରକୃତିର ହୋଇପାରନ୍ତି । ଆକସ୍ମିକ ଧନଲାଭ ହୋଇପାରେ । କନ୍ୟା ସନ୍ତାନ ଦ୍ୱାରା ଉପକୃତ ହେବେ । ଶୁଭରଙ୍ଗ ଧଳା । ଶୁଭ ଅଙ୍କ ୭ ।
• ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍‌ ।(ପରୀକ୍ଷିତ)
• ରୋଗୀ- ଆର‌୍ୟୁରବେଦୀ ଚିକିତ୍ସା ଲାଭ ଦେବ ।
• ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
• କର୍ମଜୀବି-କର୍ମକ୍ଷେତ୍ରରେ ଉନ୍ନତି ମିଳିବ ।
• ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।
• ଗୃହିଣୀ- ମାନସିକ ଶାନ୍ତି ପାଇବେ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.