Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପରାଜୟ ଧାରା ଭାଙ୍ଗିଲା ଚେନ୍ନାଇ, ୬ ଓ୍ୱିକେଟରେ ହାରିଲା କୋଲକାତା ନାଇଟ ରାଇଡର୍ସ
  • ||
  • ସରକାରଙ୍କ ବଡ ନିଷ୍ପତ୍ତି, ନବମରୁ ଦ୍ଵାଦଶ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲ ଫି ୪୦ ପ୍ରତିଶତ କମିଲା, ଅଭିଭାବକଙ୍କୁ ମିଳିଲା ବଡ ଆଶ୍ଵସ୍ତି
  • ||
  • ଅଲମ୍ପିକ ପ୍ରସ୍ତୁତି ପାଇଁ ଗଠିତ ସଂସଦୀୟ କମିଟିର ପ୍ରଥମ ବୈଠକ ଅନୁଷ୍ଠିତ, କମିଟିର ସଦସ୍ୟ ରହିଛନ୍ତି ସାଂସଦ ଅନୁଭବ ମହାନ୍ତି ଓ ସସ୍ମିତ ପାତ୍ର
  • ||
  • ମଦ ଦୋକାନ ନ ଖୋଲିବା ପାଇଁ ଜିଲ୍ଲାପାଳଙ୍କୁ ଦାବିପତ୍ର
  • ||
  • ବାଲେଶ୍ବର ଉପ ନିର୍ବାଚନରେ ମୁଖ୍ୟମନ୍ତ୍ରୀଙ୍କ ଡିଜିଟାଲ ପ୍ରଚାର: କହିଲେ, ‘ମୁଁ ସବୁବେଳେ ଆପଣଙ୍କ ସାଥିରେ ଅଛି’
  • ||
  • ମଙ୍ଗ ସମ୍ଭାଳିଲେ ନୀତିଶ ରାଣା, ଚେନ୍ନାଇକୁ ୧୭୩ ରନର ବିଜୟ ଲକ୍ଷ୍ୟ ଦେଲା କୋଲକାତା ନାଇଟ୍ ରାଇଡର୍ସ
  • ||
  • ରାଜ୍ୟରେ ଆଉ ୧୩ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ୧୬୧୭ କରୋନା ସଂକ୍ରମିତ ଚିହ୍ନଟ
  • ||
  • ରାଉରକେଲା : ଡ୍ରାଇଭରଙ୍କ ନାଁରେ ୨୮ କୋଟି ଟଙ୍କାର GST ଠକେଇ ଅଭିଯୋଗ
  • ||
  • ଗଞ୍ଜାମ : ବୋମା ଭିଡୁଥିବା ବେଳେ ବିସ୍ଫୋରଣ, ଜଣେ ମୃତ, ଦୁଇ ଗୁରୁତର
  • ||

ଅଗଷ୍ଟ ପ୍ରଥମ ସପ୍ତାହରେ ପୋଲିସ କମିଶନର ଭାବେ ଦାୟିତ୍ବ ନେବେ ସତ୍ୟଜିତ ମହାନ୍ତି

30/07/2018 at 11:18 AM

ଅଗଷ୍ଟ ପ୍ରଥମ ସପ୍ତାହରେ ପୋଲିସ କମିଶନର ଭାବେ ଦାୟିତ୍ବ ନେବେ ସତ୍ୟଜିତ ମହାନ୍ତି । ସତ୍ୟଜିତ୍ ଆଜି ଦାୟିତ୍ବ ଗ୍ରହଣ କରିବାର କାର୍ଯ୍ୟକ୍ରମ ଥିଲା । କିନ୍ତୁ ପୋଲିସ ଡିଜି ଆର.ପି ଶର୍ମା ଦେଶ ବାହାରେ ଥିବାରୁ ବର୍ତ୍ତମାନ DGଙ୍କ ଦାୟିତ୍ବରେ ଅଛନ୍ତି ସତ୍ୟଜିତ ମହାନ୍ତି । ଆର.ପି ଶର୍ମା ଫେରିବା ପରେ ପୋଲିସ କମିଶନର ଭାବେ ଦାୟିତ୍ବ ଗ୍ରହଣ କରିବେ ସତ୍ୟଜିତ ମହାନ୍ତି । ତେବେ ୧୯୮୮ ମସିହା ବ୍ୟାଚର ଏହି ଆଇପିଏସ ଅଧିକାରୀ ଅପରାଧ ମୁକ୍ତ ଟୁଇନସିଟି ଓ ପୋଲିସ ଉନ୍ନତି କରଣ ଦିଗକୁ ବେଶ୍ ପ୍ରାଧାନ୍ୟ ଦେବେ ବୋଲି ଚର୍ଚ୍ଚା ହେଉଛି

   Related Posts