Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୨ ଲକ୍ଷ ୩୫ ହଜାରରୁ ଅଧିକ କରୋନା ପଜିଟିଭ୍, ୮୭୧ ମୃତ
  • ||
  • ବଜେଟ ପୂର୍ବରୁ ହେବନି ହାଲୁଆ ଉତ୍ସବ, ଏଥର ମୋବାଇଲ ଆପ୍ଲିକେସନରେ ମିଳିବ ସବୁ ତଥ୍ୟ
  • ||
  • ନୟାଗଡ : ଧାନବସ୍ତା ଚୋରି ପଡିଲା ମହଙ୍ଗା, ୨ ଯୁବକଙ୍କୁ ଗାଁ ଦାଣ୍ଡରେ ବାନ୍ଧିଦେଲେ ଲୋକେ
  • ||
  • ଭଦ୍ରକ : ଭିନ୍ନକ୍ଷମ ସାର୍ଟିଫିକେଟ୍‌ର ପୁନଃ ଯାଞ୍ଚ ପାଇଁ ଦାବି କଲା ଓଡିଶା ଭିନ୍ନକ୍ଷମ ମଞ୍ଚ
  • ||
  • ଘଟଗାଁ : ନାଳରୁ ମିଳିଲା ଅଜଣା ବ୍ୟକ୍ତିଙ୍କ ମୃତଦେହ, ହତ୍ୟା କରି ପାଣିରେ ଫିଙ୍ଗି ଦେଇଥିବା ସନ୍ଦେହ
  • ||
  • ରାଜ୍ୟରେ ଆଉ ୧୫ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୭୫କୁ ବୃଦ୍ଧି
  • ||
  • ରାଜ୍ୟରେ କମୁଛି ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୪୮୪୨ କୋଭିଡ୍ ପଜିଟିଭ୍, ୧୨୪୧୦୬୮ରେ ପହଞ୍ଚିଲା ସଂଖ୍ୟା
  • ||
  • ଭୁବନେଶ୍ବର : ଭୁବନେଶ୍ବର ଓ ବ୍ରହ୍ମପୁର ମେୟର ପଦବୀ ମହିଳାଙ୍କ ପାଇଁ ସଂରକ୍ଷିତ, କଟକ ପଦବୀ ଅଣସଂରକ୍ଷିତ
  • ||
  • ମୋରଡା : ଭାରସାମ୍ୟ ହରାଇ ପୋଲ ତଳକୁ ଖସିଲା ସ୍କର୍ପିଓ, ୪ ଗୁରୁତର ମେଡିକାଲରେ ଭର୍ତ୍ତି
  • ||
  • ଲମତାପୁଟ : ପୁଣି ଅପରେସନ୍ ଗ୍ରୀନ୍ କ୍ଲିନ୍ ଆରମ୍ଭ : ମାଓ ପ୍ରଭାବିତ ଅଞ୍ଚଳରେ ୮ଏକର ଗଞ୍ଜେଇ ଚାଷ ନଷ୍ଟ
  • ||

ଓଡିଶା ହାଇକୋର୍ଟର ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ୍ ସାବିତ୍ରୀ ରଥ

11/06/2020 at 2:35 PM

କଟକ ୧୧।୬: ଓଡିଶା ହାଇକୋର୍ଟର ନୂଆ ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ୍ ସାବିତ୍ରୀ ରଥ । କରୋନା କଟକଣା ଲାଗି ଅତି ନିରାଡମ୍ବର ଭାବେ ଶପଥ ଗ୍ରହଣ ଉତ୍ସବ କରାଯାଇଛି । ସକାଳ ସାଢେ ୧୦ଟା ସମୟରେ ମୁଖ୍ୟ ବିଚାରପତି ଜଷ୍ଟିସ୍ ମହମ୍ମଦ ରଫିକ ନବନିଯୁକ୍ତ ବିଚାରପତି ଜଷ୍ଟିସ୍ ରଥଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି ।

ଜଷ୍ଟିସ୍ ସାବିତ୍ରୀ ରଥ ଏହା ପୂର୍ବରୁ ହାଇକୋର୍ଟର ଆଇନଜୀବୀ ଭାବେ କାର୍ଯ୍ୟରତ ଥିଲେ । ଓକିଲାତି ବୃତ୍ତିରେ ସେ ବେଶ ସୁନାମ ଅର୍ଜନ କରିଛନ୍ତି । ଜଷ୍ଟିସ୍ ସାବିତ୍ରୀ ରଥ ବିଚାରପତି ଭାବେ ଦାୟିତ୍ବ ନେବା ପରେ ହାଇକୋର୍ଟରେ ବିଚାରପତିଙ୍କ ସଂଖ୍ୟା ୧୬କୁ ବୃଦ୍ଧି ପାଇଛି ।

   Related Posts