Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବଜେଟ୍ ଅଧିବେଶନ: ଜାନୁଆରୀ ୩୧ରେ ରାଷ୍ଟ୍ରପତିଙ୍କ ଅଭିଭାଷଣ, ଫେବୃଆରୀ ୧ରେ ଉପସ୍ଥାପନ ହେବ ବଜେଟ୍
  • ||
  • IPL 2022: ନିଜ ଟିମ୍‌ର ନାମ ଘୋଷଣା କଲା ଲକ୍ଷ୍ନୌ ଫ୍ରାଞ୍ଚାଇଜି, ରଖିଲା ଲକ୍ଷ୍ନୌ ସୁପର ଜିଆଣ୍ଟ୍ସ
  • ||
  • ରାଜ୍ୟରେ ସୁସ୍ଥହେଲେ ଆଉ ୧୦,୩୦୯ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୩୧୧୫ଜଣ ଡିସଚାର୍ଜ
  • ||
  • ରବିଚନ୍ଦ୍ରନ ଅଶ୍ବିନ ନିରାଶ, ଏହି ଖେଳାଳି ହେଲେ ‘ଟେଷ୍ଟ କ୍ରିକେଟର୍ ଅଫ୍‌ ଦି ଇୟର’
  • ||
  • ରାଜ୍ୟରେ ଆଉ ୫ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୨୫କୁ ବୃଦ୍ଧି
  • ||
  • ରାଜ୍ୟରେ ଖସୁଛି ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୭୨୯୧ କୋଭିଡ୍ ପଜିଟିଭ୍, ୧୨୧୧୯୫୧ରେ ପହଞ୍ଚିଲା ସଂଖ୍ୟା
  • ||
  • ଖଲ୍ଲିକୋଟ : ଅଟୋକୁ ପଛ ପଟୁ ଧକ୍କା ଦେଲା ଟ୍ରକ, ଜଣେ ମୃତ
  • ||
  • ଭୁବନେଶ୍ୱର : ୨୬ ଯାଏଁ ରାଜ୍ୟର କିଛି ସ୍ଥାନରେ କୋହଲା ପାଗ ସହ ବର୍ଷା, ସତର୍କ କଲା ପାଣିପାଗ ବିଭାଗ
  • ||
  • ଲମତାପୁଟ : ପାଡୁଆ ପୋଲିସକୁ ସଫଳତା, ୨୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ
  • ||

ଓଡିଶା ହାଇକୋର୍ଟର ବିଚାରପତି ଭାବେ ନିଯୁକ୍ତ ହେଲେ ଆଇନଜୀବୀ ସାବିତ୍ରୀ ରଥ

9/06/2020 at 2:37 PM

ନୂଆଦିଲ୍ଲୀ ୯।୬: ଓଡିଶା ହାଇକୋର୍ଟର ବିଚାରପତି ଭାବେ ବରିଷ୍ଠ ମହିଳା ଆଇନଜୀବୀ ସାବିତ୍ରୀ ରଥଙ୍କୁ ନିଯୁକ୍ତି ଦିଆଯାଇଛି । ଜୁନ୍ ୯ ତାରିଖରେ ଏନେଇ କେନ୍ଦ୍ର ଆଇନ ମନ୍ତ୍ରଣାଳୟ ପକ୍ଷରୁ ବଜ୍ଞପ୍ତି ପ୍ରକାଶ କରାଯାଇଛି ।

ସୁପ୍ରିମକୋର୍ଟଙ୍କ କୋଲେଜିୟମ ଜାନୁଆରୀ ୨୨ ତାରିଖରେ ଆଇନଜୀବୀ ସାବିତ୍ରୀ ରଥଙ୍କୁ ଓଡିଶା ହାଇକୋର୍ଟର ବିଚାରପତି ଭାବେ ନିଯୁକ୍ତି ଦେବା ପାଇଁ ପ୍ରସ୍ତାବ ଦେଇଥିଲେ । ରାଷ୍ଟ୍ରପତିଙ୍କ ଅନୁମୋଦନ ପରେ କେନ୍ଦ୍ର ଆଇନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି ।

ନିଯୁକ୍ତି ପାଇବା ପରେ ସାବିତ୍ରୀ ରଥ ଓଡିଶା ହାଇକୋର୍ଟ ତୃତୀୟ ମହିଳା ବିଚାରପତି ହେବେ । ପୂର୍ବରୁ ଅମୀୟ କୁମାରୀ ପାଢୀ ଓ ସଞ୍ଜୁ ପଣ୍ଡା ଓଡିଶା ହାଇକୋର୍ଟର ବିଚାରପତି ଭାବେ କାର୍ଯ୍ୟ କରିଛନ୍ତି । ଆଇନଜୀବୀ ସାବିତ୍ରୀ ରଥ ରାଜ୍ୟ ସରକାରଙ୍କ ଅତିରିକ୍ତ ସରକାରୀ ଓକିଲ ଭାବେ ନିଯୁକ୍ତି ପାଇଥିଲେ ।

   Related Posts