Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୭ ଦିନିଆ ରିମାଣ୍ଡରେ ଯିବ ଗ୍ୟାଙ୍ଗଷ୍ଟର ହାଇଦର, ଅନୁମତି ଦେଲେ JMFC
  • ||
  • ICSE ଦଶମ ଏବଂ ଦ୍ବାଦଶ ପରୀକ୍ଷା ସ୍ଥଗିତ
  • ||
  • ଭାରତ ଆସିବ ପଳାତକ ନିରବ ମୋଦି, ଅନୁମତି ଦେଲେ ବ୍ରିଟେନ୍‌ ଗୃହ ମନ୍ତ୍ରଣାଳୟ
  • ||
  • ଢେଙ୍କାନାଳ : ଶ୍ବଶୁର ଘର ପଛପଟୁ ଜ୍ବାଇଁଙ୍କ ଝୁଲନ୍ତା ମୃତଦେହ ଠାବ, ଆସିଥିଲେ ସ୍ତ୍ରୀଙ୍କୁ ମନାଇବାକୁ
  • ||
  • ବାଲିପାଟଣା : ମାତ୍ର ୮ଶହ ଟଙ୍କା ଉଧାର ପାଇଁ ଗଲା ଜୀବନ, ମହିଳା ମଣ୍ଡଳ ସଭାନେତ୍ରୀଙ୍କ ପୁଅ ମାଡରେ ଜଣଙ୍କର ମୃତ୍ୟୁ
  • ||
  • ପୂର୍ବତନ କେନ୍ଦ୍ରମନ୍ତ୍ରୀ ହରସିମରତ କୌର ବାଦଲ କରୋନା ପଜିଟିଭ୍
  • ||
  • ଭୁବନେଶ୍ବର : ସଂକ୍ରମଣ ଆଗକୁ ଆହୁରି ବଢି ବଢି ଚାଲିବ – ସ୍ବାସ୍ଥ୍ୟ ନିର୍ଦ୍ଦେଶକ
  • ||
  • ଗୀତିକାର ପଣ୍ଡିତ କିରଣ ମିଶ୍ରଙ୍କ ଦେହାନ୍ତ: ୧୫ ଦିନ ପୂର୍ବରୁ ନେଇଥିଲେ ଭ୍ୟାକସିନ୍
  • ||
  • ଦ୍ୱିତୀୟ ଥର ପାଇଁ କରୋନା ସଂକ୍ରମିତ ହେ​‌ଲେ ମୁଖ୍ୟମନ୍ତ୍ରୀ ବି. ଏସ୍‌. ୟେଦିୟୁରପ୍ପା, କିଛି ଦିନ ପୂର୍ବେ ନେଇଥିଲେ ଭ୍ୟାକସିନ୍‌
  • ||
  • ଭୁବନେଶ୍ବର : ଭୁବନେଶ୍ବର UPDରେ ଜାରି ହେବ ୧୪୪ ଧାରା, ୨୭ଟି ସ୍ଥାନରେ ମୁତୟନ ହେବେ ବ୍ୟାପକ ପୋଲିସ
  • ||

SBI ମୁଖ୍ୟ କାର୍ଯ୍ୟାଳୟ ଆହୁରି ୪ ଦିନ ବନ୍ଦ, ଏକାଧିକ ସଂକ୍ରମିତ ଚିହ୍ନଟ ପରେ ବିଏମ୍‌ସିର ପଦକ୍ଷେପ

8/04/2021 at 12:20 PM

ଭୁବନେଶ୍ୱର ୦୮।୦୪: ବଢିଲା କଟକଣା ଅବଧି, ଆଉ ୪ ଦିନ ବନ୍ଦ ରହିବ ଷ୍ଟେଟ୍‌ ବ୍ୟାଙ୍କ । ଭୁବନେଶ୍ୱର ୟୁନିଟ-୧ ସ୍ଥିତ ଭାରତୀୟ ଷ୍ଟେଟ ବ୍ୟାଙ୍କ କାର୍ଯ୍ୟାଳୟ ଆହୁରୀ ୪ ଦିନ ବନ୍ଦ ରହିବ । ଏନେଇ ବିଏମ୍‌ସି ପକ୍ଷରୁ ସୂଚନା ଦିଆଯାଇଛି ।

ଖବର ଅନୁଯାୟୀ, ୟୁନିଟ-୧ ସ୍ଥିତ ଭାରତୀୟ ଷ୍ଟେଟ ବ୍ୟାଙ୍କ କାର୍ଯ୍ୟାଳୟରୁ ଏକାଧିକ ପଜିଟିଭ୍‌ ଚିହ୍ନଟ ହୋଇଥିଲେ । ଏହାପରେ ତୁରନ୍ତ ୨ ଦିନ ପାଇଁ ବ୍ୟାଙ୍କକୁ ସିଲ୍‌ କରିଥିଲେ ବିଏମ୍‌ସି । ତେବେ ବ୍ୟାଙ୍କ ପୂର୍ବ ନିୟମ ମୁତାବିକ ଏବେ ଖୋଲିବା କଥା । କିନ୍ତୁ ବ୍ୟାଙ୍କରୁ ଅଧିକ ସଂଖ୍ୟା ସଂକ୍ରମିତ ଚିହ୍ନଟ ହେବା ପରେ ପୁଣି ଥରେ ସିଲ୍‌ ଅବଧିକୁ ବୃଦ୍ଧି କରାଯାଇଛି । ଆହୁରୀ ୪ଦିନ ପାଇଁ ବ୍ୟାଙ୍କ ବନ୍ଦ ରହିବ ବୋଲି ବିଏମ୍‌ସି ପକ୍ଷରୁ ସୂଚନା ଦିଆଯାଇଛି ।

   Related Posts