Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୋଲିସର ଅପରେସନ୍ ହାଇଦର : ଚଢାଉ ଜୋରଦାର, ବିଭିନ୍ନ ସ୍ଥାନରେ ଲାଗିଲା ପୋଷ୍ଟର
  • ||
  • ମଙ୍ଗଳବାରଠୁ ଲଗାତାର ୬ ଦିନ ବନ୍ଦ ରହିବ ବ୍ୟାଙ୍କ: ସୋମବାର ସାରି ଦିଅନ୍ତୁ ବ୍ୟାଙ୍କ କାମ
  • ||
  • SCBରୁ ଗ୍ୟାଙ୍ଗଷ୍ଟାର ହାଇଦର୍‌ ଫେରାର ଘଟଣା, ୬ ପୋଲିସ କର୍ମଚାରୀ ସସ୍‌ପେଣ୍ଡ
  • ||
  • ଭଦ୍ରକ : ବସକୁ ପିଟିଲା ଟ୍ରକ୍, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ||
  • ଚଣ୍ଡିଖୋଲ : ଧକ୍କା ଦେଲା ଟ୍ରକ୍, ଜୀବନ ହାରିଲେ ସ୍ୱାମୀ-ସ୍ତ୍ରୀ, ଝିଅ ଗୁରୁତର
  • ||
  • ମାନିଲେନି କଟକଣା : ଭୁବନେଶ୍ୱର ୪ ନମ୍ୱର ମାର୍କେଟରେ ପୋଲିସର ଚଢାଉ, ଫାଇନ ଦେଲେ ଦୋକାନୀ
  • ||
  • ବଡ଼ବିଲ : ଅଗ୍ନିକାଣ୍ଡରେ ଜଳିଗଲା ୪ଟି ଦୋକାନ, ଲକ୍ଷାଧିକ ଟଙ୍କାର ସମ୍ପତ୍ତି ପୋଡି ପାଉଁଶ
  • ||
  • ତାତିରୁ ମିଳିଛି ତ୍ରାହି, ୧୪ ଯାଏଁ କାଳବୈଶାଖି ବର୍ଷା ସମ୍ଭାବନା
  • ||
  • ଓଡିଶାରେ ସାଙ୍ଘାତିକ ସ୍ଥିତିରେ କରୋନା, ୨୪ ଘଣ୍ଟାରେ ୧୩୭୯ ପଜିଟିଭ୍ ଚିହ୍ନଟ
  • ||
  • ତାତିରୁ ମିଳିଛି ତ୍ରାହି, ୧୪ ଯାଏଁ କାଳବୈଶାଖି ବର୍ଷା ସମ୍ଭାବନା
  • ||

ସୁପ୍ରିମକୋର୍ଟ ନୂଆ ବେଞ୍ଚ୍‌ରେ ଶ୍ରୀମନ୍ଦିର ମାମଲାର ଶୁଣାଣି ; ରଞ୍ଜିତ କୁମାର ହେଲେ ଆମିକସ୍ କ୍ୟୁରୀ

9/01/2019 at 11:21 AM

ନୂଆଦିଲ୍ଲୀ ୯|୧: ସୁପ୍ରିମକୋର୍ଟ ନୂଆ ବେଞ୍ଚରେ ଶ୍ରୀମନ୍ଦିର ମାମଲାର ଶୁଣାଣି ହୋଇଛି । ଶ୍ରୀମନ୍ଦିର ସଂସ୍କାରକୁ ନେଇ ରୁଜୁ ହୋଇଥିବା ଜନସ୍ବାର୍ଥ ମାମଲାର ସୁପ୍ରିମକୋର୍ଟ ନୂଆ ବେଞ୍ଚରେ ଶୁଣାଣି କରାଯାଇଛି । ଜଷ୍ଟିସ୍ ଏ. କେ. ସିକ୍ରି, ଜଷ୍ଟିସ୍ ଏମ୍.ଏ. ଶାହା ଓ ଜଷ୍ଟିସ୍ ଅବଦୁଲ୍ଲ ନଜିରଙ୍କୁ ନେଇ ଗଠିତ ସୁପ୍ରିମକୋର୍ଟର ତିନି ଜଣିଆ ଖଣ୍ଡପୀଠ ଏହି ମାମଲାର ଶୁଣାଣି ହୋଇଛି ।

ଅନ୍ୟପକ୍ଷରେ ଶ୍ରୀମନ୍ଦିର ସଂସ୍କାର ସଂପର୍କିତ ମାମଲା ପାଇଁ ନିଯୁକ୍ତ ଆମିକସ୍ କ୍ୟୁରୀ ଗୋପାଳ ସୁବ୍ରମଣ୍ୟମ୍ ଅବ୍ୟାହତି ନେବା ପରେ ଆଜି ଏହି ମାମଲା ପାଇଁ ନୂଆ ଆମିକସ୍ କ୍ୟୁରୀ ମଧ୍ୟ ନିଯୁକ୍ତି ହୋଇଛନ୍ତି । ପୂର୍ବତନ ସଲିସିଟର ଜେନେରାଲ ରଞ୍ଜିତ କୁମାର ନୂଆ ଆମିକସ୍ କ୍ୟୁରୀ ଭାବେ ନିଯୁକ୍ତ ହୋଇଛନ୍ତି । ତାଙ୍କୁ ସହଯୋଗ କରିବା ପାଇଁ ପ୍ରିୟା ହିଙ୍ଗୋରାନିଙ୍କୁ ନିଯୁକ୍ତ କରାଯାଇଛି । ଫେବ୍ରୁଆରୀ ୫ରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ ।

   Related Posts