Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଚୋରା ବାଲି କାରବାରରୁ ହତ୍ୟା, ଶ୍ରମିକଙ୍କ ଉପରେ ଚଢାଇଦେଲେ ଟ୍ରାକ୍ଟର !
  • ||
  • ରାଜ୍ୟରେ ୧୦ ହଜାର ତଳକୁ ଖସିଲା ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୯୮୩୩ କୋଭିଡ୍ ପଜିଟିଭ୍, ୧୧୮୭୨୯୫ରେ ପହଞ୍ଚିଲା ସଂଖ୍ୟା
  • ||
  • ରାଶିବାଡ ଘାଟିରେ ଓଲଟିଲା ଇସପାତ୍, ୮ ଗୁରୁତର
  • ||
  • ଶୁକ୍ରବାରଠୁ ଲିଭିବ ଅମର ଯବାନ ଜ୍ୟୋତି : ୫୦ ବର୍ଷ ତଳେ ଶୁଭାରମ୍ଭ କରିଥିଲେ ଇନ୍ଦିରା ଗାନ୍ଧୀ
  • ||
  • ଟି୨୦ ବିଶ୍ୱକପ୍ : ଖେଳସୂଚୀ ଜାରି କଲା ଆଇସିସି, ଏହି ତାରିଖରେ ଭାରତ-ପାକିସ୍ତାନ ମହା ମୁକାବିଲା
  • ||
  • ଦ୍ୱିତୀୟ ଦିନିକିଆରେ କମ୍ ବ୍ୟାକ୍ କରିବ ଟିମ୍ ଇଣ୍ଡିଆ ! ଦକ୍ଷିଣ ଆଫ୍ରିକା ବିପକ୍ଷରେ ସିରିଜ୍ ବରାବର ଲକ୍ଷ୍ୟ
  • ||

ସୁପ୍ରିମକୋର୍ଟରେ ଶ୍ରୀମନ୍ଦିର ସଂସ୍କାର ମାମଲାର ଶୁଣାଣି : ୨ସପ୍ତାହ ସମୟ ମାଗିଲେ ଆମିକସ୍ କ୍ୟୁରି

17/09/2019 at 12:09 PM

ନୂଆଦିଲ୍ଲୀ ୧୭।୯: ସୁପ୍ରିମକୋର୍ଟରେ ଶ୍ରୀମନ୍ଦିର ସଂସ୍କାର ମାମଲାର ଶୁଣାଣି ହୋଇଛି । ରିପୋର୍ଟ ପ୍ରଦାନ କରିବାକୁ କୋର୍ଟଙ୍କୁ ସମୟ ମାଗିଛନ୍ତି ଆମିକସ୍ କ୍ୟୁରି । କୋର୍ଟଙ୍କୁ ୨ ସପ୍ତାହ ସମୟ ମାଗିଛନ୍ତି ଆମିକସ୍ କ୍ୟୁରି ରଞ୍ଜିତ କୁମାର ।

ନିକଟରେ ପୁରୀ ଆସି ସ୍ଥିତି ଅନୁଧ୍ୟାନ କରିଥିଲେ ଆମିକସ୍ କ୍ୟୁରି ରଞ୍ଜିତ କୁମାର ଏବଂ ସଲିସିଟର ଜେନେରାଲ । ସେହି ଆଧାରରେ ରିପୋର୍ଟ ମାଗିଥିଲେ କୋର୍ଟ  । ୩ ଜଣିଆ ଖଣ୍ଡପୀଠ ମାମଲାର ଶୁଣାଣି କରିଥିଲେ । ଅକ୍ଟୋବର ୩ରେ ପରବର୍ତ୍ତୀ ଶୁଣାଣି ହେବ ।

   Related Posts