Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବଦଳିଲେ ବିଏମ୍‌ସି କମିଶନର, ପ୍ରେମଚନ୍ଦ୍ର ଚୌଧରୀଙ୍କ ସ୍ଥାନରେ ସଞ୍ଜୟ ସିଂହଙ୍କୁ ଦାୟିତ୍ୱ
  • ||
  • ଡେଲାଙ୍ଗ : କଣାସ ଗାଁ ସମତେ ବଜାରକୁ ୭ଦିନ ଯାଏଁ କଣ୍ଟେନମେଣ୍ଟ ଜୋନ୍‌ ଘୋଷଣା, ସଂକ୍ରମଣ ବୃଦ୍ଧିକୁ ଦେଖି ନିଷ୍ପତ୍ତି
  • ||
  • କେନ୍ଦୁଝର ଜେଲ୍‌ରେ ପଶିଲା କରୋନା, ୯ କଏଦୀ କୋଭିଡ଼ ସଂକ୍ରମିତ
  • ||
  • ରକ୍ତମୁଖା ଲାଲ୍‌ବାହିନୀ, ଯବାନଙ୍କୁ ଘରୁ ଟେକି ନେଇ ଗଳାକାଟି କଲେ ହତ୍ୟା
  • ||
  • ରାଜ୍ୟରେ କରୋନା ନେଲା ଆଉ ୧୭ଜଣଙ୍କ ଜୀବନ, ୨୨୩୨ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା
  • ||
  • ୧୦ ହଜାର ଉପରେ କରୋନା ସଂକ୍ରମଣ, ରାଜ୍ୟରେ ଗତ ୨୪ଘଣ୍ଟାରେ ବାହାରିଲେ ୧୦୯୮୨ ପଜିଟିଭ୍
  • ||

SCB ରେ ଟଳିଲା ବଡ଼ ଧରଣର ଅଘଟଣ

25/06/2018 at 10:25 PM

ସୋମବାର ସକାଳ ୫ଟି ୩୦ ମ. ରେ ଘଡ଼ଘଡ଼ି ମାରିବା ଦ୍ୱାରା ସଟସର୍କିଟ୍ ହୋଇଥିଲା। ଫଳରେ କାଜୁଆଲଟି ବିଭାଗର ଏକ AC ଫାଟି ଯାଇଥିଲା। ଅଗ୍ନିଶମ ବିଭାଗର କର୍ମଚାରୀ ଅକ୍ସିଜେନ ସିଲିଣ୍ଡର୍ ଏବଂ ଅନ୍ୟାନ ଜିନିଷ ଜାଞ୍ଚ୍ କରିଥିଲେ। ବର୍ତ୍ତମାନ ପରିସ୍ଥିତି ସଂପୂର୍ଣ୍ଣ ନିୟନ୍ତ୍ରଣାଧିନ ଏବଂ ସାଧାରଣ ରୋଗୀ ଭୟଭୀତ ହେବାର ନାହିଁ ବୋଲି SCB ପକ୍ଷରୁ କୁହାଯାଇଛି।

   Related Posts