Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୨୫ କୋଭିଡ୍ ପଜିଟିଭ୍
  • ||
  • ପଡୋଶୀ ଘରୁ ମିଳିଲା ଯୁବକଙ୍କ ଝୁଲନ୍ତା ମୃତଦେହ, ହତ୍ୟା ନା ଆତ୍ମହତ୍ୟା ?
  • ||
  • ୨ ପରିବାର ମଧ୍ୟରେ ରକ୍ତାକ୍ତ ସଙ୍ଘର୍ଷ : ୮ ଗୁରୁତର, ବୁଲିଲା ଟାଙ୍ଗିଆ ଓ କଟୁରୀ
  • ||
  • କାର୍ତ୍ତିକ ମାସର ପ୍ରଥମ ସୋମବାର : ଧବଳେଶ୍ୱର ପୀଠରେ ୧୪୪ ଧାରା, ମନ୍ଦିର ଖାଁ ଖାଁ
  • ||
  • ୫ ଦିନ ଯାଏଁ ଖସିବନି ପାରଦ, ୨୮ରୁ କାଁ ଭାଁ ବର୍ଷା
  • ||

ପିପିଲି ଉପନିର୍ବାଚନ ପାଇଁ ପ୍ରକାଶ ପାଇବ ସାନି ବିଜ୍ଞପ୍ତି : ମୁଖ୍ୟ ନିର୍ବାଚନ ଅଧିକାରୀ

15/04/2021 at 1:33 PM

ଭୁବନେଶ୍ବର ୧୫।୪: ପିପିଲି ଉପନିର୍ବାଚନ ପାଇଁ ହେବ ସାନି ବିଜ୍ଞପ୍ତି । ଏ ନେଇ ପ୍ରେସମିଟ୍ ରେ ସୂଚନା ଦେଇଛନ୍ତି ମୁଖ୍ୟ ନିର୍ବାଚନ ଅଧିକାରୀ । ସେ କହିଛନ୍ତି ପିପିଲି ଉପନିର୍ବାଚନ ନେଇ ମୁଖ୍ୟ ନିର୍ବାଚନ କମିଶନ ତାରିଖ ଘୋଷଣା କରିବେ । କଂଗ୍ରେସ ପ୍ରାର୍ଥୀ ଅଜିତ ମଙ୍ଗରାଜଙ୍କ ଦେହାନ୍ତ ବିଷୟରେ ନିର୍ବାଚନ ଆୟୋଗଙ୍କୁ ଅବଗତ କରାଯାଇଛି ।  ନିର୍ବାଚନ କମିଶନ ପିପିଲି ନେଇ ସାନି ବିଜ୍ଞପ୍ତି ପ୍ରକାଶ କରିବେ । ନିର୍ବାଚନ ତାରିଖ ସ୍ଥିର କରିବେ ନିର୍ବାଚନ ଆୟୋଗ ।  ବିଜ୍ଞପ୍ତି ପ୍ରକାଶର ୭ ଦିନ ଭିତରେ କେବଳ କଂଗ୍ରେସ ଦଳ ପ୍ରାର୍ଥୀ ଦେଇପାରିବ ବୋଲି  ମୁଖ୍ୟ ନିର୍ବାଚନ କମିଶନ କହିଛନ୍ତି ।

   Related Posts