ori homes
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମୋଦୀ-ବାଇଡେନ ଆଲୋଚନା : ଭାରତର କରୋନା ମୁକାବିଲାକୁ ପ୍ରଶଂସା କଲେ ୟୁଏସ ରାଷ୍ଟ୍ରପତି
  • ||
  • ଦେଶରେ କମୁଛି ସଂକ୍ରମଣ, ୨୪ ଘଣ୍ଟାରେ ବାହାରିଲେ ୧୬୭୫ କରୋନା ପଜିଟିଭ୍
  • ||
  • ମଙ୍ଗଳବାରଠୁ ଗ୍ରାଁପ୍ରି-୪ : ଇଭେଣ୍ଟରେ ଭାଗନେବେ ବିଭିନ୍ନ ରାଜ୍ୟର ଖେଳାଳି
  • ||
  • ହରିଦ୍ୱାରରେ ଅସ୍ଥି ବିସର୍ଜନ କରି ଫେରୁଥିଲେ, ରାସ୍ତାରେ ଧକ୍କା ଦେଲା ଟ୍ରକ୍ : ୬ ମୃତ
  • ||
  • ଗଛରେ ପିଟିହେଲା କାର, ଚାଲିଗଲା ଗୋଟିଏ ପରିବାରର ୪ ଜୀବନ
  • ||
  • ଶିଖର ଧାଓ୍ୱନଙ୍କୁ ଦଳରେ ମିଳିଲାନି ଜାଗା : ପ୍ରଶ୍ନ ଉଠାଇଲେ ସୁରେଶ ରାଇନା
  • ||
  • ମଙ୍ଗଳବାର କ୍ୱାଡ୍ ସମ୍ମିଳନୀ : ୩ ବିଶ୍ୱନେତାଙ୍କ ସହ ଆଲୋଚନା କରିବେ ମୋଦୀ
  • ||
  • ରାଜ୍ୟରେ କମିବ ତାତି, ଭିଜାଇବ କାଳବୈଶାଖୀ ବର୍ଷା
  • ||

ଲଗାଣ ବର୍ଷା ଯୋଗୁ ଆଜି କଟକରେ ସବୁ ସ୍କୁଲ କଲେଜ ଛୁଟି ।

6/09/2018 at 1:51 PM

ଭୁବନେଶ୍ଵର;୦୬/୦୯- ଲଗାଣ ବର୍ଷା ଯୋଗୁ ଆଜି କଟକରେ ସବୁ ସ୍କୁଲ କଲେଜ ଛୁଟି । ଆଜି ପାଇଁ କ୍ଲାସ ସସପେଣ୍ଡ ଘୋଷଣା । ଛୁଟି ନେଇ ଜିଲ୍ଲା ଜରୁରୀକାଳୀନ ଅଧିକାରୀ ସୂଚନା ଦେଇଛନ୍ତି । ବର୍ଷା ଲାଗି ରହିଥିବାରୁ ତଳିଆ ଅଞ୍ଚଳରେ ପାଣି ପଶିଯାଇଛି । ବର୍ତ୍ତମାନ ସୁଦ୍ଧା ୧୦୫.୪ ମିଲିମିଟର ବର୍ଷା ରେକର୍ଡ କରାଯାଇଛି ।

   Related Posts