Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଚିନ୍ତା ବଢାଇଲେଣି କୁଲଡିହା ହାତୀପଲ, ନଷ୍ଟ କରୁଛନ୍ତି ବ୍ୟାପକ ଫସଲ
  • ||
  • ଭୁବନେଶ୍ବର : ଫେବୃଆରୀ ୧୪ରୁ ରାଜ୍ୟରେ ଦ୍ବିତୀୟ ପର୍ଯ୍ୟାୟ ଟିକାକରଣ
  • ||
  • ଅନୁଗୋଳ : ଜିଲ୍ଲାପାଳଙ୍କ ଅଫିସ୍ ଆଗରେ ମା’ ଓ ପୁଅଙ୍କ ଆତ୍ମାହୁତି ଉଦ୍ୟମ
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୩୦ କୋଭିଡ୍ ସଂକ୍ରମିତ, ୩୩୪୪୩୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ବ୍ରହ୍ମପୁର : ଟ୍ରାକ୍ଟର ସହ ବାଇକ୍ ଧକ୍କା, ଜଣେ ମୃତ, ୨ ଶ୍ରମିକ ଗୁରୁତର
  • ||
  • ଆନନ୍ଦପୁର : ଧାନ ଡୋଲି ଓଲଟିପଡି ସ୍ତ୍ରୀ ମୃତ, ସ୍ବାମୀ ଗୁରୁତର
  • ||
  • ଖସୁଛି କରୋନା ଗ୍ରାଫ୍‌, ଦେଶରେ ଗତ ୨୪ଘଣ୍ଟାରେ ୧୩,୨୦୩ କୋଭିଡ଼ ସଂକ୍ରମିତ ଚିହ୍ନଟ
  • ||
  • ବରଗଡ : ଭିଜିଲାନ୍ସ ଜାଲରେ ବରଗଡ ଜିଲ୍ଲା ଭଟଲି ବ୍ଲକ୍ କେଲେଙ୍ଗାପାଲିର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ
  • ||
  • ଭୁବନେଶ୍ବର : ସାଲିଆ ସାହିରୁ ୫ଶହ ଲିଟରରୁ ଅଧିକ ଦେଶୀ ମଦ ଜବତ, ୯ ଅଭିଯୁକ୍ତ ଗିରଫ
  • ||
  • ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୦୬ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||

ଶିକ୍ଷକ ନିଯୁକ୍ତି ଦାବିରେ ସପ୍ତାହେ ହେଲା ସ୍କୁଲରେ ଝୁଲୁଛି ତାଲା

17/08/2019 at 8:26 AM

କଳାହାଣ୍ଡି ୧୭|୮: ଶିକ୍ଷକ ନିଯୁକ୍ତି ଦାବିରେ ସ୍କୁଲରେ ସପ୍ତାହେ ହେଲା ଝୁଲୁଛି ତାଲା । କଳାହାଣ୍ଡି ଜିଲ୍ଲା ଭବାନୀପାଟଣା ବ୍ଲକ୍ ପରିଆ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅଭିଭାବକ ଓ ସ୍କୁଲ କମିଟି ତାଲା ପକାଇଛନ୍ତି ।

ବିଦ୍ୟାଳୟରେ ମୋଟ୍ ୨୬୬ ଛାତ୍ରଛାତ୍ରୀଙ୍କ ପାଇଁ ସ୍କୁଲରେ ଥିଲେ ମାତ୍ର ୪ଜଣ ଶିକ୍ଷକ । ସେଥିମଧ୍ୟରୁ ପୁଣି ଶିକ୍ଷକଙ୍କ ବଦଳିକୁ ନେଇ ପ୍ରତିବାଦ କରୁଛନ୍ତି ଅଭିଭାବକ । ଫଳରେ ସପ୍ତାହେ ହେଲା ସ୍କୁଲରେ ପଡିଛି ତାଲା ।

   Related Posts