Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଯୁବ ମୋର୍ଚ୍ଚା ନେତାଙ୍କୁ ମାଡ଼ ଘଟଣାରେ ପ୍ରତିବାଦ, ମୁଖ୍ୟମନ୍ତ୍ରୀଙ୍କ କୁଶ ପୁତ୍ତଳିକା ଦାହ କଲା ବିଜେପି
  • ||
  • କାର୍ତ୍ତିକ ମାସର ପ୍ରଥମ ସୋମବାରରେ ଧବଳେଶ୍ଵର ପୀଠରେ ୧୪୪ ଧାରା ଜାରି
  • ||
  • ଭୁବନେଶ୍ବର : ମନୀଷ ଅନୁରାଗ ମୃତ୍ୟୁ ମାମଲା : ବଦଳିଲେ ତମାଣ୍ଡୋ ଥାନା IIC, ଚନ୍ଦକା ଥାନାର ସବ୍ ଇନ୍ସପେକ୍ଟର ତୁଲାଇବେ ଦାୟିତ୍ବ
  • ||
  • ଭୁବନେଶ୍ବର : ମନୀଷ ଅନୁରାଗ ମୃତ୍ୟୁ ମାମଲା, କନେଷ୍ଟବଳ ପ୍ରସନ୍ନ ବେହେରା ନିଲମ୍ବିତ
  • ||
  • ଜଗତସିଂହପୁର : ଦେବୀ ନଦୀରେ ବୁଡି ୫ମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ, ଅନ୍ୟ ୩ଜଣ ଉଦ୍ଧାର
  • ||
  • ବ୍ରହ୍ମପୁର : ବ୍ରହ୍ମପୁରରେ ସ୍ବର୍ଣ୍ଣିମ ବିଜୟ ବର୍ଷ ପାଳିତ, ପୋଲିସ ରିଜର୍ଭ ଗ୍ରାଉଣ୍ଡରେ ପହଞ୍ଚିଲା ମଶାଲ
  • ||
  • ଭୁବନେଶ୍ବର : ତେଲ ଟ୍ୟାଙ୍କରରେ ଗଞ୍ଜେଇ ଚାଲାଣ, ଅଢେଇ କ୍ବିଣ୍ଟାଲ ଗଞ୍ଜେଇ ସହ ୨ ଜଣଙ୍କୁ ଗିରଫ କଲା ଏନ୍‌ସିବି
  • ||
  • ବାଲିପାଟଣା : ବୃଦ୍ଧଙ୍କୁ ଚାପିଦେଲା ହାଇଓ୍ବା, ଘଟଣାସ୍ଥଳରେ ଚାଲିଗଲା ଜୀବନ
  • ||
  • ସୁନ୍ଦରଗଡ : ଗଛରୁ ଉଦ୍ଧାର ହେଲା ଯୁବକଙ୍କ ଝୁଲନ୍ତା ମୃତଦେହ, ଆତ୍ମହତ୍ୟା ସନ୍ଦେହ
  • ||
  • ବାରିପଦା : ମୟୁରଭଞ୍ଜରେ ସ୍ବାସ୍ଥ୍ୟ ସ୍ମାର୍ଟ କାର୍ଡ ବାଣ୍ଟିଲେ ମୁଖ୍ୟମନ୍ତ୍ରୀ, ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ
  • ||

ସ୍କୁଲ କର୍ମଚାରୀଙ୍କ ମୃତଦେହ ଉଦ୍ଧାର, ପଥରରେ ଛେଚି ହତ୍ୟା ଅଭିଯୋଗ

30/08/2019 at 9:38 AM

ମୋହନା ୩୦।୮: ସ୍କୁଲ କର୍ମଚାରୀଙ୍କୁ ପଥରରେ ଛେଚି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି । ଗଜପତି ଜିଲ୍ଲା ମୋହନା ଥାନା ଅନ୍ତର୍ଗତ ଲୁଡରୁ ଆଶ୍ରମ ସ୍କୁଲ ପିଅନଙ୍କୁ ହତ୍ୟା କରାଯାଇଛି । ସ୍କୁଲ ପରିସର ସ୍ଥିତ ବାସଭବନରୁ ମୃତଦେହ ମିଳିଛି । ମୃତ ପିଅନ ହେଲେ ଜଗନ୍ନାଥ କାର୍ଜି ।

ତେବେ ତାଙ୍କ ପୁଅ ତାଙ୍କୁ ହତ୍ୟା କରିଥିବା ଅଭିଯୋଗ ହୋଇଛି । ଗତ କିଛି ବର୍ଷ ହେଲା ଲାଗି ରହିଥିଲା ପାରିବାରିକ କଳହ । ଘଟଣାସ୍ଥଳରେ ମୋହନା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

   Related Posts