Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ନୂଆଦିଲ୍ଲୀ : MDH ମସଲାର ପ୍ରତିଷ୍ଠାତା ଧର୍ମପାଲ ଗୁଲାଟୀଙ୍କ ପରଲୋକ
  • ||
  • ଗୋପ : ଜୀବନ ଯୁଦ୍ଧରେ ହାରିଗଲେ କରୋନା ଯୋଦ୍ଧା, କୋଭିଡ୍ ପଜିଟିଭ୍ ହୋଇ ଶେଷ ନିଶ୍ୱାସ ତ୍ୟାଗ କଲେ ଏଏସଆଇ
  • ||
  • ସୋର : ଘରେ ପଶିଲେ ଦୁର୍ବୃତ୍ତ, ବାପ-ପୁଅଙ୍କୁ ଗୋଡାଇ ଗୋଡାଇ ହାଣିଲେ
  • ||
  • କୋରାପୁଟ : ମିଳିଲାନି ଜାମିନ୍, ନିଜ ବେକ କାଟିଦେଲେ କଏଦୀ, ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି
  • ||

ସ୍କୁଲ ମିଶ୍ରଣ ନିୟମ ବଦଳାଇଲେ ରାଜ୍ୟ ସରକାର

22/11/2020 at 6:05 PM

ଭୁବନେଶ୍ୱର୨୨/୧୧: ସ୍କୁଲ ମିଶ୍ରଣ ନିୟମରେ ପରିବର୍ତ୍ତନ କଲେ ରାଜ୍ୟ ସରକାର। ସିଡୁଲ ଏରିଆରେ ସ୍କୁଲ ମିଶ୍ରଣ ନିୟମରେ ପରିବର୍ତ୍ତନ କରିଛନ୍ତି ରାଜ୍ୟ ସରକାର। ୨୦ ନୁହେଁ ଏଣିକି ୧୫ରୁ କମ୍ ପିଲା ଥିବା ସ୍କୁଲର ମିଶ୍ରଣ ନିଷ୍ପତ୍ତି ହୋଇଥିବା ସୂଚନା ଦେଲେ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ।। ସିଡୁଲ ଏରିଆରେ ଏଭଳି ପାଖାପାଖି ୩ ହଜାର ସ୍କୁଲ ଥାଇପାରେ ତେଣୁ ଏ ନେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି।

   Related Posts