Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବୈଠକ ପରେ ବୈଠକ କିନ୍ତୁ ଫଳ ଶୂନ ! ୧୯’ରେ ପୁଣି ଚାଷୀ-ସରକାର ଆଲୋଚନା
  • ||
  • ବରଗଡ଼: ବ୍ୟବସାୟୀଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନା-ଗହଣା ଲୁଟ, ୩ ଲୁଟେରା ଗିରଫ
  • ||
  • ବ୍ରିସବେନ୍ ଟେଷ୍ଟ୍ : ପ୍ରଥମ ଦିନରେ ଲାବୁସେନଙ୍କ ଶତକ, କଙ୍ଗାରୁ ଟିମ୍ ୨୭୪/୫
  • ||
  • ଭୁବନେଶ୍ବର: ଗୁରୁତର-ଗର୍ଭବତୀ-ହସ୍ପିଟାଲରେ ଆଡମିଟ୍‌ ବ୍ୟକ୍ତିଙ୍କୁ ଦିଆଯିବ ନାହିଁ ଟିକା, ପରିବାର କଲ୍ୟାଣ ନିର୍ଦ୍ଦେଶକ ଡାକ୍ତର ବିଜୟ ପାଣିଗ୍ରାହୀ
  • ||
  • ଶ୍ରମିକମାନଙ୍କ ସହ ମିଶି ମାଟି ଖୋଳିଲେ ଜିଲ୍ଲା ପ୍ରକଳ୍ପ ନିର୍ଦ୍ଦେଶକ
  • ||
  • ଭୁବନେଶ୍ବର : ରାଜ୍ୟରେ ଆଉ ଦୁଇ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୮୯୮ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ଚିଲିକାରେ ଆରମ୍ଭ ହୋଇଛି ଫ୍ଲୋରା ଫୋନା ସର୍ଭେ
  • ||
  • ଯାଜପୁର ଶିଶୁ ନିଖୋଜ ଘଟଣା: ନିଖୋଜ ପିହୁ ପରିବାରକୁ ଭେଟିଲେ ଏସ୍‌ପି ରାହୁଲ ପି.ଆର
  • ||
  • ନକଲି ସାମଗ୍ରୀର ପେଣ୍ଠସ୍ଥଳୀ ପାଲଟିଛି କଟକ, ପୁଣି ଅପମିଶ୍ରିତ ଗୁଣ୍ଡି ଜବତ
  • ||
  • ଗଞ୍ଜାମ: ଅଜଣା ଜନ୍ତୁ ଆତଙ୍କ, ଭୟଭୀତ ଅବସ୍ଥାରେ ସ୍ଥାନୀୟ ଲୋକେ
  • ||

କରୋନା ଯୋଗୁଁ କମିବ ସ୍କୁଲ ସିଲାବସ୍ , କେବେ ସ୍କୁଲ ଖୋଲିବା ନେଇ ହୋଇନି ସ୍ଥିର

22/07/2020 at 3:50 PM

ଭୁବନେଶ୍ବର ୨୨।୭: ଚଳିତ ବର୍ଷ କରୋନା ମହାମାରୀ ପାଇଁ ସ୍କୁଲ ସିଲାବସ ହ୍ରାସ କରାଯିବ । ଏଥିପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅନୁମତି ମିଳିଛି । ତେବେ କେବେ ସ୍କୁଲ୍ ଖୋଲିବ ତାହା ସ୍ଥିର ହୋଇପାରି ନାହିଁ । ପ୍ରଥମରୁ ଦଶମ ଶ୍ରେଣୀ ସିଲାବସ୍ ହ୍ରାସ ପାଇଁ SCERT ଏକ୍ସପର୍ଟ କମିଟି ନିଷ୍ପତ୍ତି ନେବେ । ଯୁକ୍ତ ୨ ଲାଗି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ନିଷ୍ପତି ନେବେ । ଶିକ୍ଷାନୁଷ୍ଠାନ ଖୋଲିବା ପରେ ଶିକ୍ଷା ବର୍ଷର କେତେ ଦିନ ବାକି ଅଛି ତା ଆଧାରରେ ବିଶେଷଜ୍ଞ କମିଟି ନିଷ୍ପତ୍ତି ନେବେ । ପିଲାଙ୍କ ଭବିଷ୍ୟତକୁ ଦୃଷ୍ଟିରେ ରଖି ଯଥେଷ୍ଟ ଆଗୁଆ ଜଣାଇଦିଆଯିବ ଯେ କେତେ ପ୍ରତିଶତ ସିଲାବସ୍ ହ୍ରାସ କରାଯିବ ।

   Related Posts