ଭିଜିଲାନ୍ସ ଜାଲରେ କୋଟିପତି ଶିକ୍ଷୟିତ୍ରୀ, ଏକକାଳୀନ ୩ଟି ସ୍ଥାନରେ ଚଢାଉ
3/10/2019 at 11:32 AM

ଭୁବନେଶ୍ବର ୩।୧୦: ଭିଜିଲାନ୍ସ ଜାଲରେ କୋଟିପତି ଶିକ୍ଷୟିତ୍ରୀ । ଭୁବନେଶ୍ବର ସ୍ଥିତ ୟୁନିଟ୍-୬ ସିଟି ସ୍କୁଲର ସହକାରୀ ଶିକ୍ଷୟିତ୍ରୀ ତିଳୋତ୍ତମା ମହାନ୍ତିଙ୍କ ଘରେ ଭିଜିଲାନ୍ସ ରେଡ୍ କରିଛି । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢାଉ କରାଯାଇଛି । ଗୋପବନ୍ଧୁନଗର ସ୍ଥିତ ବାସଭବନ ସହ ଏକକାଳୀନ ୩ଟି ସ୍ଥାନରେ ଚଢାଉ ଜାରି ରହିଛି ।
Related Posts
ନନ୍ଦନକାନନ: ଜଗୁଳିଆଙ୍କ ମାଡରେ ରେଞ୍ଜରଙ୍କ ପୁଅ ଆହତ
26 January 2021
ଦିଗପହଣ୍ଡି: ତ୍ରିରଙ୍ଗା ପତାକାକୁ ଅସମ୍ମାନ
26 January 2021
ସି.ଆର୍.ପି.ଏଫ୍ରେ ଯୋଗ ଦେବେ କର୍ଲାମୁଣ୍ଡାର ଝିଅ ସୌମ୍ୟାରାଣୀ
26 January 2021