Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • IPLରେ ଜଲଓ୍ବା ଦେଖାଇବେ ଶ୍ରୀସନ୍ତ, ନିଲାମୀ ପାଇଁ ବେସ୍‌ ପ୍ରାଇସ୍ ରହିଛି ୫୦ ଲକ୍ଷ ଟଙ୍କା
  • ||
  • ଜାମ୍ମୁ କାଶ୍ମୀରରେ ଭାରତୀୟ ସେନା ପକ୍ଷରୁ ଏନକାଉଣ୍ଟର, ଜଣେ ଆତଙ୍କବାଦୀ ସଫା, ସର୍ଚ୍ଚ ଅପରେସନ ଜାରି
  • ||
  • ୟେମେନ ଗଣହତ୍ୟାକୁ ନିନ୍ଦା କଲା ଜାତିସଂଘ, ସାଉଦିର ବିମାନ ଆକ୍ରମଣରେ ନିହତ ହୋଇଥିଲେ ୭୦ ବିଦ୍ରୋହୀ
  • ||
  • ସୋର : ଟ୍ରକ୍ ସହ ଧକ୍କା ହୋଇ ନୟନଜୋରିକୁ ଓଲଟିଲା ବସ୍, ୫ ଜଣଙ୍କ ମୃତ୍ୟୁ, କିଛି ଲୋକ ଚାପି ହୋଇ ରହିଥିବା ସନ୍ଦେହ
  • ||
  • ଭଦ୍ରକରେ ବିଜେପିକୁ ଝଟ୍‌କା, ଦଳ ଛାଡିଲେ ଶତାଧିକ ବରିଷ୍ଠ ନେତା ଓ କର୍ମୀ
  • ||
  • ୨୦ ମହଲା କୋଠାରେ ଭୀଷଣ ଅଗ୍ନିକାଣ୍ଡ, ୧୫ ଆହତ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୩ ଲକ୍ଷ ୩୭ ହଜାରରୁ ଅଧିକ କରୋନା ପଜିଟିଭ୍, ୪୮୮ ମୃତ
  • ||
  • ରାଜ୍ୟରେ ଆଉ ୭ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୧୪କୁ ବୃଦ୍ଧି
  • ||
  • ରାଜ୍ୟରେ ୯ ହଜାର ତଳକୁ ଖସିଲା ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୮୮୪୫ କୋଭିଡ୍ ପଜିଟିଭ୍, ୧୧୯୬୧୪୦ରେ ପହଞ୍ଚିଲା ସଂଖ୍ୟା
  • ||
  • ଭୁବନେଶ୍ବର : ଓଭରବ୍ରିଜ୍‌ରୁ ୩୦ଫୁଟ ତଳକୁ ଖସିଲା କାର୍, ଦୁର୍ଘଟଣାରେ ଗାଡି ଭାଙ୍ଗିରୁଜି ଚୁରମାର୍
  • ||

ଭିଜିଲାନ୍ସ ଜାଲରେ କୋଟିପତି ଶିକ୍ଷୟିତ୍ରୀ, ଏକକାଳୀନ ୩ଟି ସ୍ଥାନରେ ଚଢାଉ

3/10/2019 at 11:32 AM

ଭୁବନେଶ୍ବର ୩।୧୦: ଭିଜିଲାନ୍ସ ଜାଲରେ କୋଟିପତି ଶିକ୍ଷୟିତ୍ରୀ । ଭୁବନେଶ୍ବର ସ୍ଥିତ ୟୁନିଟ୍-୬ ସିଟି ସ୍କୁଲର ସହକାରୀ ଶିକ୍ଷୟିତ୍ରୀ ତିଳୋତ୍ତମା ମହାନ୍ତିଙ୍କ ଘରେ ଭିଜିଲାନ୍ସ ରେଡ୍ କରିଛି । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢାଉ କରାଯାଇଛି । ଗୋପବନ୍ଧୁନଗର ସ୍ଥିତ ବାସଭବନ ସହ ଏକକାଳୀନ ୩ଟି ସ୍ଥାନରେ ଚଢାଉ ଜାରି ରହିଛି ।

   Related Posts