Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଗୋଟିଏ ରାତିରେ ୨ଟି ଘରୁ ଲୁଟ୍, ନେଇଗଲେ ୬ ଭରି ସୁନା ଓ ଲକ୍ଷାଧିକ ଟଙ୍କା
  • ||
  • ଉଦ୍ଧାର ହେଲା ବିରାଟ ହରିଣ, ଓଜନ ୧ କ୍ୱିଣ୍ଟାଲ, ପେଟରେ ଗଭୀର କ୍ଷତ
  • ||
  • ସୁବର୍ଣ୍ଣପୁର : ରାସ୍ତା କଡରେ ପଡି କାନ୍ଦୁଥିଲା ନବଜାତ ଶିଶୁ, ଉଦ୍ଧାର କଲେ ଦମ୍ପତ୍ତି
  • ||
  • ହାଇଦର ସହଯୋଗୀ ୟାକୁବର ଆତ୍ମସମର୍ପଣ, SCBରେ ହାଇରଦରକୁ ଭେଟିଥିଲା ୟାକୁବ
  • ||
  • ଚମକ ହରାଉଛି ସୁନା : ପୁଣି କମିଲା ଦାମ୍, ୧୦ ହଜାର ଟଙ୍କା ହେଲାଣି ଶସ୍ତା
  • ||
  • ଗଜପତି : ଘାରିଲା କରୋନା ଭୟ, ଆଜିଠୁ ଗଜପତି ଜିଲ୍ଲାର ସବୁ ସୀମା ସିଲ୍
  • ||
  • ନୀଳଗିରି : ମାସ୍କ ଚେକିଂ ନାଁରେ ୨ ଯୁବକଙ୍କୁ ଗୁଡେଇ ତୁଡେଇ ପିଟିଲା ପୋଲିସ, ସୋସିଆଲ୍ ମିଡିଆରେ ଭିଡିଓ ଭାଇରାଲ୍
  • ||
  • ଚାନ୍ଦବାଲି : ମାସ୍କ ଚେକିଂ ନାଁରେ ୨ ଯୁବକଙ୍କୁ ଗୁଡେଇ ତୁଡେଇ ପିଟିଲା ପୋଲିସ, ସୋସିଆଲ୍ ମିଡିଆରେ ଭିଡିଓ ଭାଇରାଲ୍
  • ||
  • ଜଳେଶ୍ବର : ଓଭରବ୍ରିଜ୍ ଓ୍ବାଲ୍‌କୁ ଧକ୍କା ଦେଇ ଓଲଟିଲା ବୋଲେରୋ, ୬ ଗୁରୁତର
  • ||
  • ଭୁବନେଶ୍ବର : ରାଜ୍ୟରେ କରୋନା ନେଲା ଆଉ ୨ ଜଣଙ୍କ ଜୀବନ, ୧୯୨୮ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା
  • ||

ସ୍କୁଲ ଭ୍ୟାନ ଦୁର୍ଘଟଣାଗସ୍ତ ; ଅଳ୍ପକେ ବର୍ତ୍ତୀଲେ ଛାତ୍ରଛାତ୍ରୀ

20/08/2018 at 6:20 AM

କେନ୍ଦ୍ରାପଡା ଜିଲ୍ଲା ରାଜନଗର ବ୍ଲକରେ ସ୍କୁଲ ଭ୍ୟାନ ଦୁର୍ଘଟଣାଗସ୍ତ ହୋଇଛି | ଲକ୍ଷ୍ମୀନାରାୟଣପୁର ଗାଁ ନିକଟ କେନାଲ ପାଖରେ ଭ୍ୟାନଟି ଓଲଟି ପଡିଛି | ଭ୍ୟାନରେ ୧୪ ଜଣ ପିଲା ଥିଲେ | ଗ୍ରାମବାସୀ ମାନେ ପିଲାଙ୍କୁ ଉଦ୍ଧାର କରିଥିଲେ | ତେବେ ଦୁର୍ଘଟଣାରେ କାହାର କୌଣସି କ୍ଷତି ହୋଇନଥିବା ଜଣାପଡିଛି | ଡ୍ରାଇଭରଙ୍କ ବେପରୁଆ ଗାଡି ଚାଲ ପାଇଁ ଦୁର୍ଘଟଣା ଘଟିଥିବା ସ୍ଥାନୀୟ ଲୋକେ କହିଛନ୍ତି |

   Related Posts