Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଘଟଗାଁରେ ହାତୀ ଆତଙ୍କ, ଘଉଡାଇବାକୁ ବନ ବିଭାଗର କସରତ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୫୬ କୋଭିଡ୍ ପଜିଟିଭ୍
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୩ ହଜାରରୁ ଅଧିକ କରୋନା ପଜିଟିଭ୍, ୧୬୪ ମୃତ
  • ||
  • ରାସ୍ତା ଅତିକ୍ରମ ବେଳେ ଧକ୍କା ଦେଲା ଟ୍ରକ, ଚାଲିଗଲା ଜୀବନ
  • ||
  • ଲଘୁଚାପ ପ୍ରଭାବ : ମଙ୍ଗଳବାର ଯାଏଁ ପ୍ରବଳ ବର୍ଷା, ୫୦ କିମି ବେଗରେ ବହିବ ପବନ
  • ||
  • ନୀଳଗିରିରେ ଭାଲୁ ଆତଙ୍କ, ସାଇକେଲରୁ ଟାଣିନେଇ ଯୁବକଙ୍କୁ ଘାଇଲା କଲେ
  • ||
  • ଅଢେଇ କୋଟି ଟଙ୍କାର ବ୍ରାଉନସୁଗାର ଜବତ, ଡାଇମଣ୍ଡ ହୋଟେଲ ମାଲିକ ଅଟକ
  • ||

ଆସନ୍ତା ୮ ରୁ ଖୋଲିବ ନବମ ଓ ଏକାଦଶ

1/02/2021 at 7:15 PM

ଭୁବନେଶ୍ବର୧/୨:  ଫେବୃଆରୀ ମାସର କରୋନା ଗାଇଡ୍‌ଲାଇନ୍‌ ଜାରି ପରେ ଆଜି ରାଜ୍ୟ ସରକାର ନବମ ଓ ଏକାଦଶ ଶ୍ରେଣୀ ଖୋଲିବାକୁ ଘୋଷଣା କରିଛନ୍ତି। କରୋନା ମହାମାରୀ କାରଣରୁ ଦୀର୍ଘ ୯ ମାସ ପରେ ରାଜ୍ୟରେ ପ୍ରଥମ କରି ଦଶମ, ଯୁକ୍ତ ୨ ଦ୍ଵିତୀୟ ବର୍ଷ ଏବଂ ଶେଷ ସେମିଷ୍ଟାର ପାଇଁ ସ୍କୁଲ ଓ କଲେଜ୍ ଖୋଲା ଯାଇଥିଲା। ଏହା ପରେ ସରକାର ପର୍ଯ୍ୟାୟ କ୍ରମେ ସମସ୍ତ ଶିକ୍ଷାନୁଷ୍ଠାନ ଖୋଲିବା ନେଇ ପ୍ରସ୍ତୁତି କରିଛନ୍ତି। ଏହି କ୍ରମରେ ନବମ ଏବଂ ଏକାଦଶ ଶ୍ରେଣୀ ​‌ ଖୋଲିବା ନେଇ ରାଜ୍ୟ ସରକାର ସୋମବାର ନିଷ୍ପତ୍ତି ନେଇଛନ୍ତି।​‌ ଆସନ୍ତା ୮ ତାରିଖରୁ ଖୋଲିବ ନବମ  ଏବଂ ଏକାଦଶ। ଏ ନେଇ ଏସ୍‌ଓପି ଜାରି କରିଛନ୍ତି ରାଜ୍ୟ ସରକାର।  ଏସଓପି ଅନୁଯାୟୀ ଫେବୃଆରୀ ୮ରୁ ଏପ୍ରିଲ ୩୦ ତାରିଖ ଯାଏ କ୍ଲାସ ଚାଲିବ।

ଏହା ପୂର୍ବରୁ ଦଶମ ଓ ଦ୍ଵାଦଶ ଶ୍ରେଣୀ ଶ୍ରେଣୀ ଖୋଲି ସାରିଛି। କରୋନା ଗାଇଡ୍‌ଲାଇନ୍ ଅନୁଯାୟୀ ପାଠପଢା ଜାରି ରହିବ। ଉଲ୍ଲେଖଯୋଗ୍ୟ, ଫେବୃଆରୀ କରୋନା ଗାଇଡ୍‌ଲାଇନ୍‌ରେ କେନ୍ଦ୍ର ସରକାର ସମସ୍ତ ଶିକ୍ଷାନୁଷ୍ଠାନ ଖୋଲିବା ନେଇ ରାଜ୍ୟ ଏବଂ କେନ୍ଦ୍ର ଶାସିତ ଅଞ୍ଚଳକୁ ଅନୁମତି ଦେଇଛନ୍ତି।

   Related Posts