Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଢେଙ୍କାନାଳ : କପିଳାଶ ଜାଗର ଯାତ୍ରା ପାଇଁ କଟକଣା, ଜିଲ୍ଲା ବାହାର ଭକ୍ତଙ୍କୁ ମନା, ଜିଲ୍ଲାବାସୀଙ୍କ କୋଭିଡ୍ ନେଗେଟିଭ୍ ରିପୋର୍ଟ ବାଧ୍ୟତାମୂଳକ
  • ||
  • କଟକ : ରାଜ୍ୟରେ ପୁଣି ବଢିଲା ବସ୍ ଭଡା, ସାଧାରଣ ଓ ଏକ୍ସପ୍ରେସ କିଲୋମିଟର ପିଛା ୫ପଇସା, ଡିଲକ୍ସ ଓ ଏସି ଡିଲକ୍ସ ୧୦ପଇସା ବୃଦ୍ଧି
  • ||
  • ଧର୍ମଗଡ : ବାଇକ୍ ଉପରେ ମାଡିଗଲା ବସ୍, ଘଟଣାସ୍ଥଳରେ ୩ ମୃତ
  • ||
  • ସାନଖେମୁଣ୍ଡି : ବାରହା ଆକ୍ରମଣରେ ୭ ଆହତ, ଗ୍ରାମବାସୀ ଭୟଭୀତ
  • ||
  • ରାଉରକେଲା : ଶିଶୁପାଳ ହୋଇ ଫେରିଲା ବର, ଅଧାରୁ ବନ୍ଦ ହେଲା ବାଲ୍ୟ ବିବାହ
  • ||
  • ଆଠଗଡ : ସରିଯାଉଛି ଟୋକନ ଅବଧି, ମଣ୍ଡିରୁ ଉଠୁନି ଧାନ, ପ୍ରତିବାଦରେ ଚାଷୀଙ୍କ ରାସ୍ତା ଅବରୋଧ
  • ||
  • ଭଦ୍ରକ : ଅଷ୍ଟପ୍ରହରୀ ଚାନ୍ଦା ପାଇଁ ଗଛରେ ବାନ୍ଧି ନିସ୍ତୁକ ମାଡ ଅଭିଯୋଗ, ଥାନାରେ ଏତଲା
  • ||
  • ନୀଳଗିରି : ନୀଳଗିରି ସହରରେ ବୁଲୁଛି ଭାଲୁ, ଲୋକେ ଭୟଭୀତ
  • ||
  • ରାଉରକେଲା : ଛାତ୍ରଙ୍କ ନାଁରେ ଜିଏସଟି ଠକେଇ ଅଭିଯୋଗ, ୩୮କୋଟି ଟଙ୍କାର ଠକେଇ ନେଇ ନୋଟିସ୍
  • ||
  • ସାନଖେମୁଣ୍ଡି : ଥାନାଠାରୁ ୧ କି.ମି. ଦୂରରେ ଚାଲିଥିଲା ବେଆଇନ ବିଦେଶୀ ମଦ ବିକ୍ରି, ଚଢାଉ କରି ନଷ୍ଟ କଲା ପୋଲିସ
  • ||

ପିକ୍‌ଅପ୍‌ ଭ୍ୟାନ୍ ଧକ୍କାରେ ସ୍କୁଟି ଚାଳକ ମୃତ

25/06/2019 at 4:42 PM

ଖୋର୍ଦ୍ଧା ୨୫|୬: ଖୋର୍ଦ୍ଧା ପୀତାପଲ୍ଲୀଠାରେ ସଡକ ଦୁର୍ଘଟଣା ହୋଇଛି । ସ୍କୁଟିକୁ ଧକ୍କା ଦେଇଛି ପିକଅପ ଭ୍ୟାନ୍ । ଘଟଣାସ୍ଥଳରେ ସ୍କୁଟି ଚାଳକଙ୍କ ମୃତ୍ୟୁ ହୋଇଛି । ମୃତ ସ୍କୁଟି ଚାଳକଙ୍କ ପରିଚୟ ମିଳିପାରିନାହିଁ । ଖବର ପାଇ ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ପିକଅପ ଭ୍ୟାନ୍ ଡ୍ରାଇଭରଙ୍କୁ ଗିରଫ କରିଛି ପୋଲିସ ।

   Related Posts