Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଟକଣା କଡାକଡି କଲା ହଙ୍ଗକଙ୍ଗ, ବାହାର ଦେଶର ନାଗରିକଙ୍କ ପ୍ରବେଶ ଉପରେ ରୋକ୍
  • ||
  • ଟଳିଗଲା ମୃତ୍ୟୁ, ଅଳ୍ପକେ ମରଣ ମୁହଁରୁ ବର୍ତ୍ତିଲେ କଲେଜ ଛାତ୍ରୀ ଓ ସ୍କୁଟି ଚାଳକ : ସିସିଟିଭିରେ ଛାତିଥରା ଦୃଶ୍ୟ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୧୧କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୨୨୮ କରୋନା ସଂକ୍ରମିତ, ୧୦୪୯୧୦୮ରେ ପହଞ୍ଚିଲା ସଂଖ୍ୟା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୬ ହଜାରରୁ ଅଧିକ କରୋନା ପଜିଟିଭ୍, ୧୯୦ ମୃତ
  • ||
  • ହଠାତ ହେଲା ବରଫ ଝଡ, ପବ୍‌ରେ ଫସିଗଲେ ୬୧ ଗ୍ରାହକ : ୩ ଦିନ ପରେ ଉଦ୍ଧାର
  • ||
  • ମା’ ସୁରେଶ୍ୱରୀ ମନ୍ଦିରରୁ ଚୋରି, ନେଇଗଲେ ଦେବୀଙ୍କ ରୁପା ମୁକୁଟ
  • ||
  • ବୁଧବାରଠୁ କମ୍ପିବ ବିଧାନସଭା, ଅଧିବେଶନ ପୂର୍ବରୁ ରଣନୀତି ପ୍ରସ୍ତୁତ କରିବେ ଶାସକ ଓ ବିରୋଧି
  • ||
  • ଆସୁଛି ବାତ୍ୟା ‘ଜଓ୍ୱାଦ’, ୪ ତାରିଖରେ କରିବ ଲ୍ୟାଣ୍ଡଫଲ
  • ||
  • ଜଗତସିଂହପୁରରେ ‘ସାଗର କବଚ ଓଡି-୨୧’, ସମରାଭ୍ୟାସରେ ସାମିଲ ଭାରତୀୟ ତଟରକ୍ଷୀ ବାହିନୀ ଓ ମେରାଇନ୍ ପୋଲିସ
  • ||

ସ୍କୁଟିକୁ ଧକ୍କା ଦେଲା ଟ୍ରକ୍, ୨ ମୃତ

6/06/2021 at 8:48 AM

ବଡବିଲ୍, ୦୬/୦୬: ମର୍ମନ୍ତୁଦ ସଡକ ଦୁର୍ଘଟଣା । ସ୍କୁଟିକୁ ଧକ୍କା ଦେଲା ଟ୍ରକ୍ । ଜୀବନ ହାରିଲେ ୨ ଆରୋହୀ । ଏପରି ଏକ ଅଭାବନୀୟ ଘଟଣା ଘଟିଛି କେନ୍ଦୁଝର ଜିଲ୍ଲା ବଡବିଲ୍ ଅଞ୍ଚଳରେ ।

ସୂଚନାନୁସାରେ, ବଡବିଲ୍ ଦେଇ ଯାଇଥିବା  ଏନଏଚ୍ ୫୨୦ରେ ଥିବା ଏକ ପେଟ୍ରୋଲ ପମ୍ପ୍ ନିକଟରେ ଏହି ଦୁର୍ଘଟଣା ଘଟିଛି । ଏକ ଟ୍ରକ ସ୍କୁଟିକୁ ଧକ୍କା ଦେବାରୁ ଆରୋହୀ ଦ୍ୱୟ ଛିଟକି ପଡିଥିଲେ । ଫଳରେ ସେମାନଙ୍କର ମୃତ୍ୟୁ ହୋଇଥିଲା ।  

ମୃତକଙ୍କ ମଧ୍ୟରୁ ଜଣେ ହେଲେ ଚମ୍ପୁଆ ଥାନା ଅନ୍ତର୍ଗତ ବାସୁଦେବପୁର ଅଞ୍ଚଳର ବୁଦ୍ଧଦେବ ମୁଣ୍ଡା । ତେବେ ଅନ୍ୟ ମୃତକଙ୍କ ପରିଚୟ ମିଳିପାରି ନାହିଁ । ଘଟଣାସ୍ଥଳରେ ଯୋଡା ପୋଲିସ ପହଁଚି ତଦନ୍ତ ଆରମ୍ଭ କରିଛି ।

   Related Posts