Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ସୁସ୍ଥ ହେଲେ ଆଉ ୫୭୩ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୨୮୦ ଡିସଚାର୍ଜ
  • ||
  • ଡ୍ରଗ୍ସ ଲିଙ୍କ୍ ମାମଲାରେ NCBରେ ହାଜର ହେଲେ ଅନନ୍ୟା ପାଣ୍ଡେ, ଆର୍ଯ୍ୟନ ସହ ହ୍ବାଟସଆପ୍‌ ଚାଟ୍‌କୁ ନେଇ ମାରାଥନ୍‌ ଜେରା
  • ||
  • ଭୁବନେଶ୍ୱର : STF ପଞ୍ଝାରେ ବ୍ରାଉନସୁଗାର ବେପାରୀ, ୧କୋଟିରୁ ଅଧିକ ଟଙ୍କାର ଧଳାଜହର ଜବତ
  • ||
  • କଳାହାଣ୍ଡି : ମହାଲିଙ୍ଗ୍ ସନସାଇନ୍ ପବ୍ଲିକ୍ ସ୍କୁଲରେ ପ୍ରଶାସନର ତଦନ୍ତ, କାଗଜପତ୍ର ଯାଞ୍ଚ ସହ ଆୟବ୍ୟୟ ଅଟକଳର ଚାଲିଛି ଖୋଳତାଡ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୨ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୨୪ କୋଭିଡ୍ ପଜିଟିଭ୍
  • ||
  • ଟି୨୦ ବିଶ୍ୱକପ : ସୁପର-୧୨ରେ ଶ୍ରୀଲଙ୍କା, ୭୦ରନରେ ଆୟରଲ୍ୟାଣ୍ଡକୁ ଦେଲା ମାତ୍
  • ||
  • +୩ରେ ଲକ୍ଷେ ସିଟ୍ ଖାଲି, ଗୁରୁବାର ସ୍ପଟ୍ ଆଡମିଶନ ପାଇଁ ଆବେଦନ
  • ||
  • ରାଜ୍ୟରେ ଖରାଟିଆ ପାଗ, ୨୩ ସୁଦ୍ଧା ଫେରିଯିବ ମୌସୁମୀ
  • ||
  • ରାଜଧାନୀରେ ରହିବନି ମୁକୁଳା ଡ୍ରେନ୍ : ଦୁଇ ପାର୍ଶ୍ୱରେ ଲାଗିବ ତାରଜାଲି, ସମ୍ପ୍ରସାରଣ ହେବ ସଙ୍କୁଚିତ ନାଳ
  • ||

ରାଜଧାନୀରେ ୧୦କୋଟିର ଜିଏସଟି ଠକେଇ, ଆଇରନ୍ ସ୍କ୍ରାପ୍ ବ୍ୟବସାୟୀ ସ୍ମୃତିରଞ୍ଜନ ସାହୁ ଗିରଫ

28/06/2021 at 12:45 PM

ଭୁବନେଶ୍ବର ୨୮।୬: ରାଜଧାନୀରେ ଜିଏସଟି ଠକେଇ । ୧୦ କୋଟିର ଜିଏସଟି ଠକେଇ ଅଭିଯୋଗରେ ଆଇରନ୍ ସ୍କ୍ରlପ ବ୍ୟବସାୟୀଙ୍କୁ ଗିରଫ କରାଯାଇଛି । ବ୍ୟବସାୟୀ ସ୍ମୃତିରଞ୍ଜନ ସାହୁକୁ ବିଜେପିନଗର ସ୍ଥିତ ଘରୁ ଗିରଫ କରିଛି ରାଜ୍ୟ ଜିଏସଟି ବିଭାଗ ।

ସୂଚନା ଅନୁସାରେ, ୭ଟି ନକଲି ଫାର୍ମ କରି ବର୍ଷ ବର୍ଷ ଧରି ଜିଏସଟି ଠକି ଆସିଥିଲେ ସ୍ମୃତିରଞ୍ଜନ । ରିକ୍ସା ଚାଳକ, ଛାତ୍ର ଆଦି ଲୋକଙ୍କ ନାଁରେ ସେ ଫାର୍ମ କରି ଜିଏସଟି ଫାଙ୍କି ଥିଲେ । ବାର୍ଷିକ ଟର୍ନ ଓଭର୍ ୪୦କୋଟି ଥିବା ସେ ଦର୍ଶାଇଥିଲେ ବୋଲି ଜିଏସଟି ଅଧିକାରୀ କହିଛନ୍ତି । ରାଜ୍ୟ ଜିଏସଟି ଖୋଳତାଡ କରିବା ପରେ ଆଇରନ୍ ସ୍କ୍ରାପ୍ ବ୍ୟବସାୟୀ ଗିରଫ ହୋଇଛନ୍ତି ।

   Related Posts