Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କରୋନା ବେଲଗାମ୍, ଦେଶରେ ୨୪ ଘଣ୍ଟାରେ ୩ ଲକ୍ଷ ୩୨ ହଜାରରୁ ଅଧିକ କେସ୍, ୨୨୬୩ ମୃତ
  • ||
  • ଦୁର୍ଘଟଣାରେ ଆହତ ହେଲେ ମଞ୍ଚ କଳାକାର ରତିକାନ୍ତ ବେହେରା, ହସ୍ପିଟାଲରେ ଭର୍ତ୍ତି
  • ||
  • ଚାଲିଥିଲା ଚୋରା ବନ୍ଧୁକ କାରବାର, ମାଡିବସିଲା ପୋଲିସ, ପିସ୍ତଲ ଜବତ
  • ||
  • ସଂକ୍ରମଣ ସାଙ୍ଘାତିକ, ୨୪ ଘଣ୍ଟାରେ ରାଜ୍ୟରେ ବାହାରିଲେ ୬୨୧୫ ପଜିଟିଭ୍
  • ||
  • ଏବେ ୪ ଘଣ୍ଟା ଖୋଲା ରହିବ ବ୍ୟାଙ୍କ୍, ଅଧା କର୍ମଚାରୀରେ ଚାଲିବ କାର୍ଯ୍ୟ
  • ||
  • ହସ୍ପିଟାଲ ଆଇସିୟୁରେ ଅଗ୍ନିକାଣ୍ଡ, ଜୀଅନ୍ତା ଜଳିଗଲେ ୧୨ କରୋନା ଆକ୍ରାନ୍ତ
  • ||
  • ୩ ଦିନ ପାଇଁ ପଞ୍ଚାୟତ ସଟଡାଉନ୍, ସଂକ୍ରମଣ ବୃଦ୍ଧି ପରେ ପ୍ରଶାସନର ବଡ ପଦକ୍ଷେପ
  • ||

କୋର୍ଟ ପରିସରରେ ପୋଲିସ-ଆଇନଜୀବୀ ମୁହାଁମୁହିଁ: ଜଣେ ଆଇନଜୀବୀ ଆହତ

2/11/2019 at 3:56 PM

ନୂଆଦିଲ୍ଲୀ ୨।୧୧: ତିସହଜାରୀ କୋର୍ଟ ପରିସରରେ ପୋଲିସ-ଆଇନଜୀବୀ ମଧ୍ୟରେ ମୁହାଁମୁହିଁ ହୋଇଛନ୍ତି । ପୋଲିସ ଆକ୍ରମଣରେ ଜଣେ ଆଇନଜୀବୀ ଆହତ ହୋଇଥିବା ସୂଚନା ମିଳିଛି ।

ସୂଚନାଯୋଗ୍ୟ ଯେ, ଶନିବାର ନୂଆଦିଲ୍ଲୀ ସ୍ଥିତ ତିସହଜାରୀ କୋର୍ଟ ପରିସରରେ ଆଇନଜୀବୀ-ପୋଲିସ ମଧ୍ୟରେ ଗଣ୍ଡଗୋଳ ପରିସ୍ଥିତି ଦେଖାଦେଇଛି । ପୋଲିସ ଆକ୍ରମଣରେ ଜଣେ ଆଇନଜୀବୀ ଆହତ ହୋଇଥିବା ଅଭିଯୋଗ ହୋଇଛି । ଆହତ ଆଇନଜୀବୀଙ୍କୁ ନିକଟସ୍ଥ ମେଡିକାଲରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି । ଘଟଣାସ୍ଥଳରେ ଏକ କାରକୁ ନିଆଁ ଲଗାଇବା ସହ ଭଙ୍ଗାରୁଜା ମଧ୍ୟ କରିଛନ୍ତି । ସୁରକ୍ଷା ଦୃଷ୍ଟିରୁ ବ୍ୟାପକ ପୋଲିସ ଫୋର୍ସ ମୁତୟନ କରାଯାଇଛି।

   Related Posts