Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସୁଶିଲ ମୋଦି ରାଜ୍ୟସଭା ପ୍ରାର୍ଥୀ, ରାମବିଳାସ ପାଶଓ୍ବାନଙ୍କ ସ୍ଥାନରେ ଟିକେଟ୍‌ ଦେଲା ବିଜେପି
  • ||
  • ଡିସେମ୍ବର ୧ରୁ ଖୋଲିବ ରାଜ୍ୟର ସମସ୍ତ ମେଡିକାଲ୍‌ କଲେଜ୍‌, କରୋନା ଗାଇଡ୍‌ଲାଇନ୍‌ ସହ ଏସ୍‌ଓପି ପାଳନ ବାଧ୍ୟତାମୂଳକ
  • ||
  • ବାଜିରାଉତ ବ୍ରିଜ୍‌ ଉପରେ ବସ୍‌ ଉପରକୁ ଗୁଳିମାଡ଼, ଦୁଇ ଯୁବକ ଏବଂ ଜଣେ ଯୁବତୀ ଫେରାର
  • ||
  • ଘୋଷଣା ହେଲା ଧର୍ମପଦ ସମ୍ମାନ, ୨୦୧୬ ରୁ ୨୦ ବର୍ଷ ପାଇଁ ୫ ଜଣଙ୍କୁ ଧର୍ମପଦ ସମ୍ମାନ, ୨୫ ଜଣ ଶିଳ୍ପୀ ହେବେ ସମ୍ବର୍ଦ୍ଧିତ
  • ||
  • ପାଠକ ବାପ-ପୁଅ ଗିରଫ, କୁବେର ଜଙ୍ଗଲ ଅଫିସରଙ୍କ ଅମାପ ସଂପତ୍ତି ଠାବ କରିଛି ଭିଜିଲାନ୍ସ
  • ||
  • ଭୁବନେଶ୍ବର : ରାଜ୍ୟରେ ଆଉ ୧୪ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୭୧୮ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହେଲେ ୫୯୪ କରୋନା ସଂକ୍ରମିତ, ୩୧୭୨୩୯ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଭାରତ-ଅଷ୍ଟ୍ରେଲିଆ ଦିନିକିଆ ସିରିଜ୍, ଦଳରେ ସାମିଲ ହେଲେ ଦ୍ରୁତ ବୋଲର ଟି. ନଟରାଜନ
  • ||
  • ଭୁବନେଶ୍ବର : ଦଶମ ଶ୍ରେଣୀ ଛାତ୍ରୀ କଲେ ଆତ୍ମହତ୍ୟା ! ବେକରେ ରଶି ଲଗାଇ ପଙ୍ଖାରେ ଝୁଲି ପଡିଲେ, କାରଣ ଅସ୍ପଷ୍ଟ
  • ||
  • ରାଜକୋଟ : କୋଭିଡ୍ ହସ୍ପିଟାଲରେ ଲାଗିଲା ନିଆଁ, ୬ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||

୨୫ ଭରି ସୁନା ଏବଂ ୧୦ ଭରି ରୂପା ଜବତ: ସାମ୍ବାଦିକ ସମ୍ମିଳନୀ କରି ସୂଚନା ଦେଲେ ଆସ୍କା ଏସଡିପିଓ

12/11/2020 at 4:04 PM

ହିଞ୍ଜିଳି୧୨/୧୧: ଚୋରୀ ସାମଗ୍ରୀକୁ ଜବତ କଲା ପୋଲିସ୍। ଗତ ୮ ତାରିଖ ରାତିରେ ହିଞ୍ଜିଳି ଥାନା ବଇଞ୍ଚବଣିଆ ଗୀତା ଭବନ ସମ୍ମୁଖରେ  ଥିବା ଅଭିମନ୍ୟୁ ଦଳାଇଙ୍କ ଘରୁ ଚୋରି ହୋଇଥିଲା। ଚୋରୀ ସାମଗ୍ରୀ ଜବତ କରିଥିଲା ପୋଲିସ୍।ଗୁରୁବାର ହିଞ୍ଜିଳି ଥାନାରେ  ଆସ୍କା ଏସଡିପିଓ ଏକ ପ୍ରେସମିଟି କରି ଏ ସଂପର୍କରେ ସୂଚନା ଦେଇଛନ୍ତି। ମିଳିଥିବା ସୂଚନା ମୁତାବକ, ୨୫ ଭରି ସୁନା ଏବଂ ୧୦ ଭରି ରୂପା ଜବତ କରିଛି ପୋଲିସ୍।

ଏତଲାକାରୀ ବଇଞ୍ଚବଣିଆ ଗୀତାଭବନ ସମ୍ମୁଖର ଅଭିମନ୍ୟୁ ଦଳାଇଙ୍କ ଘରୁ ମୁଖ୍ୟ କବାଟର ତାଲା ଭାଙ୍ଗି ଘରେ ଥିବା ଆଲମିରାରୁ ସୁନା, ରୁପା ଚୋରି ହୋଇଥିବା ଅଭିଯୋଗ ହୋଇଥିଲା। ହିଞ୍ଜିଳି ଥାନା କେସ୍ ନମ୍ବର ୪୦୫/୨୦ରେ ଏକ ମାମଲା ରୁଜୁ କରି ସୁନା-ରୂପା ଉଦ୍ଧାର କରିଥିଲେ। ଏହି ଘଟଣାରେ ବର୍ତ୍ତମାନ ସୁଦ୍ଧା ତଦନ୍ତ ଚାଲିଥିବା ପୋଲିସ୍‌ ଅଧିକାରୀ କହିଛନ୍ତି।

   Related Posts