Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ICC ଟି-୨୦ ରାଙ୍କିଂ : ୪ର୍ଥ ସ୍ଥାନରେ ପାକିସ୍ତାନ ବ୍ୟାଟ୍ସମ୍ୟାନ୍‌ ମହମ୍ମଦ ରିଜଓ୍ବାନ, ବିରାଟ କୋହଲି (୫) ଏବଂ ଲୋକେସ ରାହୁଲ (୮) ଖସିଲେ
  • ||
  • କରଞ୍ଜିଆ : ନଭେମ୍ବର ପହିଲାରୁ ଖୋଲିବ ଶିମିଳିପାଳ ଜାତୀୟ ଉଦ୍ୟାନ
  • ||
  • ସୋର : ଭଙ୍ଗା ଘରୁ ମିଳିଲା ପୁଳା ପୁଳା ରାସନ କାର୍ଡ, ଲୋକଙ୍କୁ ଦିଆନଯାଇ ଲୁଚାଇ ରଖାଯାଇଥିଲା କାହିଁକି ?
  • ||
  • ଆନନ୍ଦପୁର : କଣ୍ଡକ୍ଟରଙ୍କ ଭୁଲ୍, ଯାତ୍ରୀଙ୍କ ଗୋଡ ଉପରେ ଚଢିଗଲା ବସ୍
  • ||
  • କୋଣାର୍କ : ବାଇକ୍ ଚୋରି ରାକେଟ୍ ଠାବ : ୮ ବାଇକ୍ ସହ ୪ ଅଭିଯୁକ୍ତ ଗିରଫ
  • ||
  • ତେଲକୋଇ : କାଞ୍ଜିପାଣି ଘାଟିରେ ଭାରସ୍ୟାମ ହରାଇ ଓଲଟିଲା ଅଟୋ, ୫ବର୍ଷର ଶିଶୁ ସମେତ ୩ ଗୁରୁତର
  • ||
  • ଚାନ୍ଦବାଲି : ଅଘୋଷିତ ବିଦ୍ୟୁତ କାଟ୍ : ଦୀର୍ଘ ୧୨ଘଣ୍ଟା ଧରି ଅନ୍ଧାରରେ ରହିଲା ଆଖଣ୍ଡଳମଣୀ ପୀଠ
  • ||
  • ଭୁବନେଶ୍ବର : ନଭେମ୍ବର ୧ରୁ ଯୁକ୍ତ ୩ ପ୍ରଥମ ବର୍ଷ ଏବଂ ୧୫ରୁ ପିଜି ପ୍ରଥମ ବର୍ଷ କ୍ଲାସ୍ ଖୋଲିବ
  • ||
  • ଖୋର୍ଦ୍ଧା : ୩ ଦିନ ହେବ ଚିଲିକା ମଝିରେ ଫସିଥିଲା ଡଙ୍ଗା, ୨ ମତ୍ସ୍ୟଜୀବୀଙ୍କ ସହ ୧୦ବର୍ଷର ଛୁଆ ଉଦ୍ଧାର
  • ||
  • ଭୁବନେଶ୍ବର : ମମିତା ମେହେର ହତ୍ୟା ଘଟଣାରେ ନୀରବତାକୁ ବରଦାସ୍ତ କରାଯିବନି : କଂଗ୍ରେସ
  • ||

କୂଳ ଲଙ୍ଘିଲା ଅଶାନ୍ତ ସମୁଦ୍ର : ବ୍ୟାପକ କ୍ଷୟକ୍ଷତି ଆଶଙ୍କାରେ ଭୟଭୀତ ଗ୍ରାମବାସୀ

1/07/2021 at 9:50 AM

ବ୍ରହ୍ମପୁର ୧।୭: ସମୁଦ୍ର ଲଙ୍ଘୁଛି, କୂଳ ଖାଉଛି । ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ଗଞ୍ଜାମ ଜିଲ୍ଲା ଚିକିଟି ବ୍ଲକ୍ ରାମେୟାପାଟଣା ଅଞ୍ଚଳରେ ।

ସୂଚନାଯୋଗ୍ୟ ଯେ, ୨୦୧୯ ମସିହାରେ ଗଞ୍ଜାମ ଜିଲ୍ଲା ଚିକିଟି ବ୍ଲକ୍ ରାମେୟାପାଟଣା ଅଞ୍ଚଳରେ ସମୁଦ୍ର କୂଳ ଲଙ୍ଘି ୨୦ଟି ଘର ନଷ୍ଟ କରିଥିଲା । ତେବେ ଚଳିତ ବର୍ଷ ପୁଣି ଥରେ ସମୁଦ୍ର ଲଙ୍ଘିବା ଆରମ୍ଭ କରିଥିବା ବେଳେ କୂଳ ଖାଉଥିବା ଦେଖିବାକୁ ମିଳିଛି । ଏବର୍ଷ କିନ୍ତୁ ଏହା ଅଧିକା କ୍ଷୟକ୍ଷତି କରିବାର ଆଶଙ୍କା କରିଛନ୍ତି ଗ୍ରାମବାସୀ । ଫଳରେ ଗ୍ରାମବାସୀ ଭୟଭୀତ ଅବସ୍ଥାରେ ରହିଛନ୍ତି ।

   Related Posts