Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭାରତରେ ପହଞ୍ଚିଲା ଓମିକ୍ରନ୍‌ ଭ୍ୟାରିଆଣ୍ଟ । କର୍ଣ୍ଣାଟକର ୨ ଜଣ ବ୍ୟକ୍ତି ଓମିକ୍ରନ୍‌ ଭ୍ୟାରିଆଣ୍ଟରେ ସଂକ୍ରମିତ
  • ||
  • ହଜିନି ମାନବିକତା, ପାଇଥିବା ସୁନା ଗହଣାକୁ ଫେରାଇଦେଲେ ଅଟୋ ଚାଳକ
  • ||
  • ଭୁବନେଶ୍ବର : STF ମୋଷ୍ଟ ୱାଣ୍ଟେଡ ଲିଷ୍ଟରେ ଅନୀଲ ପାଣ୍ଡି, ସୂଚନା ଦେଲେ ମିଳିବ ପୁରସ୍କାର
  • ||
  • ଭୁବନେଶ୍ବର : ୩ ନିର୍ବାହୀ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଓ ଜଣେ ଆରଆଇ ଚାକିରୀରୁ ବହିଷ୍କୃତ
  • ||
  • ନୂଆଦିଲ୍ଲୀ : ବାତ୍ୟା ଅପଡେଟ୍ : ୩ରୁ ଓଡିଶାରେ ବର୍ଷା, ୪ରେ ପବନର ବେଗ ଛୁଇଁବ ୯୦ କି.ମି.
  • ||
  • ନୂଆଦିଲ୍ଲୀ : ଶୁକ୍ରବାରଠୁ ରାଜଧାନୀରେ ସମସ୍ତ ସ୍କୁଲ ବନ୍ଦ, ଘୋଷଣା କଲେ କେଜ୍ରିଓ୍ୱାଲ୍‌ ସରକାର
  • ||
  • ବାଇକକୁ ପିଟିଲା ଜୁସ୍ ବୋଝେଇ ଟ୍ରକ୍, ୨ ଆରୋହୀ ମୃତ
  • ||
  • କଣ୍ଟାବାଞ୍ଜି : ମମିତା ମେହେର ହତ୍ୟାକାଣ୍ଡ ମାମଲା : ADG କୋର୍ଟରେ ଜାମିନ ଆବେଦନ କଲା ଗୋବିନ୍ଦ ସାହୁ
  • ||
  • ସାନଖେମୁଣ୍ଡି : ୩୦ ଏକର ଗଞ୍ଜେଇ ଚାଷ ନଷ୍ଟ କଲା ପ୍ରଶାସନ
  • ||
  • ଘାରିଛି ଓମିକ୍ରନ ବିପଦ : ବିଳମ୍ବିତ ହେବ ଟିମ୍ ଇଣ୍ଡିଆର ଦକ୍ଷିଣ ଆଫ୍ରିକା ଗସ୍ତ ! ସମୟ ମାଗିଲା ବିସିସିଆଇ
  • ||

ସେବା ସମବାୟ ସମିତି କର୍ମଚାରୀଙ୍କୁ ଅଟକ ରଖିଲେ ଲୋକେ, ଉଦ୍ଧାର ବେଳେ ପୋଲିସ ସହ ଧସ୍ତାଧସ୍ତି

6/06/2021 at 11:00 AM

ସୋର, ୦୬/୦୬: ସେବା ସମବାୟ ସମିତିର କର୍ମଚାରୀଙ୍କୁ ୧୪ ଘଣ୍ଟା ଅଟକ । ପ୍ରଶାସନ ଉଦ୍ଧାର କଲାବେଳେ ପୋଲିସ ସହ ଧସ୍ତାଧସ୍ତି ହେଲେ ଲୋକେ ।ବାଲେଶ୍ଵର ଜିଲ୍ଲା ପଣାପଣା ସେବା ସମବାୟ ସମିତିରେ ଦେଖାଦେଦେଇଛି ଉତ୍ତେଜନା । ଟଙ୍କା ନମିଳିବାରୁ ଏହି ଉତ୍ତେଜନା ଦେଖିବାକୁ ମିଳିଛି ।

ସୂଚନା ଅନୁସାରେ, ଗତ ୨ବର୍ଷ ଧରି ଜମାକାରୀ ଜମା ଅର୍ଥ ଓ ଧାନ ବିକ୍ରି ଅର୍ଥ ପାଉ ନଥିଲେ । ଶନିବାର ରାତିରେ ସମିତିର ପୂର୍ବତନ ସମ୍ପାଦକ ଚନ୍ଦ୍ର ଶେଖର ନାୟକ ଓ ସମିତିର ଜଣେ କର୍ମଚାରୀ ପ୍ରଫୁଲ୍ଲ ପଟ୍ଟନାୟକ କାର୍ଯ୍ୟଲୟରେ ବିଳମ୍ବିତ ରାତିରେ ପଶିଥିଲେ । ଲୋକମାନେ ସନ୍ଦେହ କରି ସେମାନଙ୍କୁ ଅଟକ ରଖିଥିଲେ ।

ରବିବାର  ପ୍ରଶାସନ ପକ୍ଷରୁ ଉଭୟ କର୍ମଚାରୀଙ୍କୁ ଉଦ୍ଧାର କରିବା ପାଇଁ ପ୍ରୟାସ କରାଯାଇଥିଲା । କିନ୍ତୁ ଲୋକମାନଙ୍କ ସହିତ ପୋଲିସର ଧସ୍ତାଧସ୍ତି ହୋଇଥିଲା ।ଶେଷରେ ଦୁଇ କର୍ମଚାରୀଙ୍କୁ ଉଦ୍ଧାର କରି ବାଲେଶ୍ଵର ମେଡ଼ିକାଲକୁ ଚିକିତ୍ସା ପାଇଁ ପଠାଇଥିଲା ପୋଲିସ ।

   Related Posts