Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୦୫ କରୋନା ସଂକ୍ରମିତ, ୧୦୫୦୩୫୪ରେ ପହଞ୍ଚିଲା ସଂଖ୍ୟା
  • ||
  • ରାଜ୍ୟରେ ଆଉ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୨୩କୁ ବୃଦ୍ଧି
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୨୧୧ ମୃତ
  • ||
  • ଗୁଜୁରାଟରେ ଓମିକ୍ରନ ଗଞ୍ଜାମକୁ ବିପଦ : ବଢିବ ସଂକ୍ରମଣ ! ସତର୍କ କଲା ପ୍ରଶାସନ
  • ||
  • ଡ୍ରାଇଭରଙ୍କୁ ମାଗିଲେ ଲାଞ୍ଚ, ନଦେବାରୁ ଆକ୍ରମଣ କରି କଲେ ଲହୁଲୁହାଣ
  • ||
  • ଆଉ ବର୍ଷା ନାହିଁ, ବଦଳିବ ପାଗ : ୧୧ରୁ କମିଯିବ ଶୀତ
  • ||
  • ଆସୁଛନ୍ତି ପୁଟିନ : ମୋଦୀଙ୍କୁ ଭେଟିବେ, ବହୁ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ହେବ ଆଲୋଚନା
  • ||

ଶିବ ମନ୍ଦିର ଚୂଡାରେ ପତାକା ବଦଳାଇବା ବେଳେ ଅଘଟଣ, ଖସି ପଡି ସେବାୟତ ମୃତ

14/11/2021 at 6:16 PM

ପାଟଣା, ୧୪/୧୧ ମନ୍ଦିରରେ ଅଘଟଣ । ଚୂଡା ଉପରୁ ଖସି ପଡି ଜୀବନ ହାରିଲେ ସେବାୟତ । କେନ୍ଦୁଝର ଜିଲ୍ଲା ବୈତରଣୀ ନଦୀ କୂଳରେ ଥିବା ପରମେଶ୍ୱର ଶିବ ମନ୍ଦିର ଉପରୁ ଖସିପଡି ମନ୍ଦିରର ବରିଷ୍ଠ ସେବାୟତଙ୍କ ମୃତ୍ୟୁ ଘଟିଛି ।

ମୃତ ସେବାୟତ ହେଲେ କେନ୍ଦୁଝର ସଦର ବ୍ଲକ ଭୁଦବାହାଳି ଗ୍ରାମର ସନ୍ତୋଷ ମହାନ୍ତ ।ସେ କାର୍ତ୍ତିକ ପୂର୍ଣ୍ଣମୀ ପାଇଁ ମନ୍ଦିର ଉପରକୁ ଉଠି ଚୂଳର ପତାକା ବଦଳାଉ ଥିଲେ । ଏହି ସମୟରେ ସେ ଭାରସାମ୍ୟ ହରାଇ ତଳକୁ ଖସି ପଡି ଗୁରୁତର ହୋଇ ପଡିଥିଲେ । ତୁରନ୍ତ ତାଙ୍କୁ କଟକ ବଡ଼ ମେଡିକାଲ ନିଆଯାଇଥିଲା । ତେବେ ରାସ୍ତାରେ ହିଁ ସେ ପ୍ରାଣ ହରାଇଥିଲେ ।

   Related Posts