Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୦୧ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୩୪ କୋଭିଡ୍ ସଂକ୍ରମିତ, ୩୩୩୪୪୪ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଲକ୍ଷ୍ନୌ : ଟ୍ରାକ୍‌ରୁ ଖସିଲା ଟ୍ରେନ୍‌, ଶହିଦ ଏକ୍ସପ୍ରେସ୍‌ର ୨ଟି ବଗି ଲାଇନ୍‌ଚ୍ୟୁତ
  • ||
  • କେନ୍ଦୁଝର : ସ୍ତ୍ରୀକୁ ପିଟିପିଟି ମାରିଦେଲା ସ୍ବାମୀ, ଅଭିଯୁକ୍ତ ଅଟକ
  • ||
  • ଖସୁଛି କରୋନା ଗ୍ରାଫ୍‌, ଦେଶରେ ଗତ ୨୪ଘଣ୍ଟାରେ ୧୩,୭୮୮ କୋଭିଡ଼ ସଂକ୍ରମିତ ଚିହ୍ନଟ
  • ||
  • ଭୁବନେଶ୍ୱର : ବିଶିଷ୍ଟ ଶ୍ରମିକ ନେତା ଲଳିତ ନାୟକଙ୍କ ପରଲୋକ
  • ||
  • କେନ୍ଦୁଗୁଡ଼ା ଘାଟିରେ ଓଲଟିଲା ଟୁରିଷ୍ଟ ବସ୍ : ଜଣେ ମୃତ , ୧୦ ରୁ ଅଧିକ ଆହତ
  • ||

ଭିଜିଲାନ୍ସ ଜାଲରେ ସେବା ସମବାୟ ସମିତିର ସମ୍ପାଦକ

26/07/2019 at 12:39 PM

ବରଗଡ ୨୬|୭: ଭିଜିଲାନ୍ସ ଜାଲରେ ବରଗଡ଼ ଜିଲ୍ଲା ବୋଡେନ ସେବା ସମବାୟ ସମିତିର ସମ୍ପାଦକ।  ଆୟ ବହିର୍ଭୂତ ସମ୍ପତି ଠୁଳ ଅଭିଯୋଗରେ ବୋଡେନ ସେବା ସମବାୟ ସମିତିର ସମ୍ପାଦକ ଖଗେଶ୍ବର ବେହେରାଙ୍କ ଘରେ ଭିଜିଲାନ୍ସ ଟିମ୍ ପକ୍ଷରୁ ରେଡ୍ କରାଯାଇଛି । ତାଙ୍କର ୪ଟି ଘର ସମେତ ୬ଟି ସ୍ଥାନରେ ଭିଜିଲାନ୍ସ ପକ୍ଷରୁ ରେଡ୍ କରାଯାଇଛି। ବୋଡେନରେ ଥିବା ୨ଟି ଘର, ପଦ୍ମପୁରରେ ଥିବା ୨ଟି ଘର, ବୋଡେନ୍  ସେବା ସମବାୟ ସମିତି କାର୍ଯ୍ୟାଳୟ ଏବଂ ବେଲପଡ଼ା ବ୍ଲକରେ ଥିବା ତାଙ୍କ ଶ୍ବଶୁର ଘରେ ଏକକାଳୀନ ରେଡ୍  କରାଯାଇଛି।

   Related Posts