Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଶିଖର ସେନାର ଲଙ୍କା ବିଜୟ, ପ୍ରଥମ ଟି-୨୦ରେ ୩୮ ରନ୍‌ରେ ଜିତିଲା ଭାରତ
  • ||
  • ରାଜ୍ୟରେ ସୁସ୍ଥ ହେଲେ ଆଉ ୨୧୦୮ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୪୩୨ ଡିସଚାର୍ଜ
  • ||
  • ଟୋକିଓ ଅଲିମ୍ପିକ୍ସ : ଭାରତୀୟ ହକି ଟିମର ପରାଜୟ, ୧-୭ ଗୋଲରେ ଜିତିଲା ଅଷ୍ଟ୍ରେଲିଆ
  • ||
  • ହାଇଦରକୁ ଏନକାଉଣ୍ଟର ବେଳେ ବାଜିଥିଲା ୩ ଗୁଳି କିନ୍ତୁ ଶରୀରରୁ ବାହାରିଲା ୪ଟି ଗୁଳି, ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର ହେଲା ମୃତ ଦେହ
  • ||
  • ଭୁଶୁଡିଲା ସ୍ମାର୍ଟ ପୋଖରୀର ସ୍ମାର୍ଟ ପାଚେରୀ, ନିର୍ମାଣ ସରିବା ପରେ ୭ ଦିନ ବି ଗଲାନି
  • ||
  • ବିଦ୍ୟୁତ ଆଘାତରେ ଟଳିପଡିଲେ ଅସ୍ଥାୟୀ କର୍ମଚାରୀ, ମୃତଦେହ ରଖି ରାସ୍ତାରୋକ କଲେ ସ୍ଥାନୀୟ ଲୋକେ
  • ||
  • ଚିନ୍ତା ବଢାଉଛି ମୃତ୍ୟୁସଂଖ୍ୟା, ରାଜ୍ୟରେ କରୋନା ନେଲା ୬୭ ଜଣଙ୍କ ଜୀବନ
  • ||
  • କମୁଛି ସଂକ୍ରମଣ : ୨୪ ଘଣ୍ଟାରେ ରାଜ୍ୟରେ ବାହାରିଲେ ୧୮୩୩ କରୋନା ପଜିଟିଭ୍
  • ||
  • ବିଜେଡିର ମିଶ୍ରଣ ପର୍ବ, ଦଳରେ ସାମିଲ ହେଲେ ଜିଲ୍ଲା ପରିଷଦ ସଭ୍ୟ ଓ ବିଜେପି କର୍ମୀ
  • ||
  • ଦାନା ବାନ୍ଧୁଛି ଲଘୁଚାପ, ୨୭ରୁ ୨୯ ଯାଏଁ ଛେଚିବ ବର୍ଷା
  • ||

ସହରର ୧୦ଟି ସ୍ଥାନରେ ୧୪୪ ଧାରା ଲାଗୁ, ୧୬ ତାରିଖ ଯାଏଁ ରହିବ କଟକଣା

12/08/2020 at 9:04 AM

ସମ୍ବଲପୁର ୧୨।୦୮: କରୋନା ସଂକ୍ରମଣ ରୋକିବାକୁ ବିଭିନ୍ନ ପଦକ୍ଷେପ ନିଆଯାଇଛି । ସମ୍ବଲପୁର ଜିଲ୍ଲାରେ ଗତ କିଛି ଦିନ ହେଲା କରୋନା ଗ୍ରାଫ ଉପରମୁହାଁ ରହିଛି ।  ସମ୍ବଲପୁର ସହରରେ ୧୪୪ ଧାରା ଲାଗୁ ହୋଇଛି । ଆଜିଠାରୁ ୧୬ ତାରିଖ ପର୍ଯ୍ୟନ୍ତ ୧୦ଟି ସ୍ଥାନରେ ୧୪୪ ଧାରା ଲାଗୁ ହୋଇଛି ।

ତେବେ ୧୪୪ଧାରା ଜାରି ହୋଇଥିବା ଅଞ୍ଚଳ ଗୁଡିକ ହେଲା ବଡବଜାରର ହଟଲି ଛକ, ହୀରାକୁଦ କଲୋନୀ, ଝାଡୁଆପଡାର ଶ୍ରଦ୍ଧାକର ସୁପକରା ଗଳି, ପାଞ୍ଚଗୋଛିଆର ହରଗୌରୀପଡା, ଜଗନ୍ନାଥ ମନ୍ଦିର କଲୋନୀ, ହାଉସିଂବୋର୍ଡ କଲୋନୀ,  ଧନୁପାଲିର ଶିବ ନଗର, ମୋତିଝରଣର ଏକ୍ସପ୍ଲୋସିଭ୍ କଲୋନୀ, ବରେଇପାଲିର ନୂଆପଡା, କଂସାରିପଡାରେ ୧୪୪ ଧାରା ଲାଗୁ ହୋଇଛି । ଏହି ଅଂଚଳର ୧୦୦ ମିଟର ବ୍ୟାସାର୍ଦ୍ଧ ଭିତରେ ସାଧାରଣ ଲୋକଙ୍କୁ ପ୍ରବେଶ ମନା ରହିଛି | କରୋନା ସଂକ୍ରମଣକୁ ନିୟନ୍ତ୍ରଣ ପାଇଁ ପ୍ରଶାସନ ପକ୍ଷରୁ ଏଭଳି ପଦକ୍ଷେପ ଗ୍ରହଣ କରାଯାଇଛି ।

   Related Posts