Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କୃଷକଙ୍କ ପରି ଆମକୁ ମଧ୍ୟ ଦେବାକୁ ପଡିବ ବଳିଦାନ, ତେବେ ଯାଇ ଜାମ୍ମୁ-କାଶ୍ମୀରରେ ଲାଗୁ ହେବ ୩୭୦: ଫାରୁକ ଅବଦୁଲ୍ଲା
  • ||
  • ମଙ୍ଗଳବାର କଥା ହେବେ ପୁଟିନ୍ ଓ ବାଇଡେନ୍, ୟୁକ୍ରେନ ହେବ ମୁଖ୍ୟ ପ୍ରସଙ୍ଗ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୨୨କୁ ବୃଦ୍ଧି
  • ||
  • ମାଆର ସାହସ ଆଗରେ ହାରିଲା ବାଘ, ନିଜ ପୁଅକୁ ମୃତ୍ୟୁ ମୁଖରୁ ଛଡାଇ ଆଣିଲେ ମହିଳା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୨୭୯୬ ମୃତ
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୮୯ କରୋନା ସଂକ୍ରମିତ, ୧୦୫୦୨୪୯ରେ ପହଞ୍ଚିଲା ସଂଖ୍ୟା
  • ||
  • ୟୁକ୍ରେନ ଉପରେ ଆକ୍ରମଣ କରିବ ଋଷ ! ପୁଟିନଙ୍କ ଦେଢ ଲକ୍ଷରୁ ଅଧିକ ସୈନ୍ୟ ଅଛନ୍ତି ପ୍ରସ୍ତୁତ
  • ||
  • ଜାନୁଆରୀ-ଫେବୃଆରୀ ମଧ୍ୟରେ ଭାରତରେ ଆସିବ ତୃତୀୟ ଲହର, ଓମିକ୍ରନ୍ ସାଜିବ ବାହକ : ଦାବି କଲେ ବିଶେଷଜ୍ଞ
  • ||
  • ଚାଲିଥିଲା ଧାନ ଚୋରା ଚାଲାଣ, ୨୨୦ ବସ୍ତା ଜବତ କଲା ଯୋଗାଣ ବିଭାଗ
  • ||
  • ଜଓ୍ୱାଦ ଦୁର୍ବଳ, ଟଳିଲା ବଡ ବିପଦ : ପୁରୀଠୁ ୨୭୦ କିମି ଦୂରରେ କେନ୍ଦ୍ରୀଭୂତ
  • ||

ପ୍ରସିଦ୍ଧ ଶୈବପୀଠ ବାବା ସିଂହନାଥ ପୀଠରେ ଜାଗର ଯାତ୍ରା ବନ୍ଦ, ଜାରି ହେଲା ୧୪୪ ଧାରା

10/03/2021 at 2:54 PM

ଆଠଗଡ଼ ୧୦।୩: କଟକ ଜିଲ୍ଲାର ପ୍ରସିଦ୍ଧ ଶୈବପୀଠ ବାବା ସିଂହନାଥ ପୀଠରେ ଚଳିତ ବର୍ଷ ଜାଗର ଯାତ୍ରା ବନ୍ଦ ପାଇଁ ବଡ଼ମ୍ବା ପ୍ରଶାସନ ପକ୍ଷରୁ ୧୪୪ ଧାରା ଜାରି କରାଯାଇଛି । ୧୧ ତାରିଖ ସକାଳ ୬ଟାରୁ ରାତ୍ର ୧୦ଟା ପର୍ଯ୍ୟନ୍ତ ୧୪୪ ଧାରା ବଳବତ୍ତର ରହିବ । କେବଳ ପୂଜକମାନଙ୍କ ଦ୍ବାରା ହେବ ନୀତିକାନ୍ତି । ବଡ଼ମ୍ବା ଦେବତ୍ତୋର ଅଧିକାରୀ ତଥା ତହସିଲଦାର ଦେବଦତ୍ତ ମହନ୍ତ ସୂଚନା ଦେଇଛନ୍ତି ।

ପ୍ରଶାସନ ଓ ପୂଜକ ସମାଜ ମଧ୍ୟରେ ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି । ଏହି ବୈଠକରେ ବଡ଼ମ୍ବା ତହସିଲଦାର ତଥା ଦେବତ୍ତୋର ଅଧିକାରୀ ପୂଜକ ସମିତି ସଭାପତି, ବଡ଼ମ୍ବା ଥାନା ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ ।

   Related Posts