Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବାତ୍ୟା ‘ଜଓ୍ଵାଦ’ ପ୍ରଭାବ: ଆସନ୍ତାକାଲି ୧୯ ଜିଲ୍ଲାରେ ସ୍କୁଲ ଛୁଟି
  • ||
  • ରାଜଧାନୀ ଦିଲ୍ଲୀରେ ‘ଓମିକ୍ରନ’ ଆତଙ୍କ ! ବିଦେଶ ଫେରନ୍ତା ୧୨ ରୋଗୀ LNJPରେ ଭର୍ତ୍ତି
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୯ ହଜାରରୁ ଅଧିକ କରୋନା ପଜିଟିଭ୍, ୩୯୧ ମୃତ
  • ||
  • ଓ୍ୱାଙ୍ଖଡେ ଟେଷ୍ଟରେ ମୁହାଁମୁହିଁ ହେବେ ଭାରତ ଓ ନ୍ୟୁଜିଲାଣ୍ଡ : ଫେରିଲେ ବିରାଟ, ଦେଖିବାକୁ ମିଳିବ ରୋମାଞ୍ଚକର ଫାଇଟ୍
  • ||
  • ପାଟଣା ରେଞ୍ଜରେ ହାତୀ ଆତଙ୍କ, ନଷ୍ଟ କରୁଛନ୍ତି ପାଚିଲା ଧାନ
  • ||
  • ଓଡିଶାରେ ବିରଳ ଘଟଣା : ଯୁବକଙ୍କ ପେଟରୁ ବାହାରିଲା ଭ୍ରୂଣ, ୫ ଘଣ୍ଟାର ଅପରେସନ ପରେ ବାହାର କଲେ ଡାକ୍ତର
  • ||
  • ଚିନ୍ତା ବଢାଇଲା ଓମିକ୍ରନ, ଦକ୍ଷିଣ ଆଫ୍ରିକାରେ ଲକଡାଉନ୍: ଭାରତରେ ମଧ୍ୟ ସ୍ଥିତି ସାଂଘାତିକ
  • ||
  • ଓଡିଶାରେ ଘସି ହୋଇଯିବ ଜଓ୍ୱାଦ ! ଉପକୂଳରେ ପ୍ରବଳ ବର୍ଷା, ୯୦ କିମି ବେଗରେ ବହିବ ପବନ
  • ||
  • ଚୋରା କାରବାରରେ ନାବାଳକ : ନବମ ଶ୍ରେଣୀ ଛାତ୍ରଙ୍କ ବ୍ୟାଗରୁ ମିଳିଲା ୨ କେଜି ଅଫିମ
  • ||

ମା’ ମାଣିକେଶ୍ଵରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା ପାଇଁ ୧୪୪ ଧାରା ଜାରି, ୨୩ରୁ ୨୫ତାରିଖ ପର୍ଯ୍ୟନ୍ତ ରହିବ ବଳବତ୍ତର

22/10/2020 at 12:07 PM

କଳାହାଣ୍ଡି ୨୨।୧୦: ଆସନ୍ତା ୨୪ ତାରିଖରେ ଅନୁଷ୍ଠିତ ହେବାକୁ ଥିବା ମା’ ମାଣିକେଶ୍ଵରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ଗାଇଡ୍ ଲାଇନ୍ ଜାରି କରାଯାଇଛି । କୋଭିଡ୍ ପାଇଁ ଛତର ଯାତ୍ରାରେ ଜନସମାଗମକୁ ରୋକିବାକୁ ସହରରେ ୨୩ ତାରିଖଠାରୁ ୨୫ ତାରିଖ ପର୍ଯ୍ୟନ୍ତ ୧୪୪ ଧାରା ଲାଗୁ କରାଯାଇଛି ।

ଭବାନୀପାଟଣା ସହରକୁ ପ୍ରବେଶ ପାଇଁ କଟକଣା ଜାରି କରାଯାଇଛି । ଗୋଟିଏ ସ୍ଥାନରେ ୪ ଜଣରୁ ଉର୍ଦ୍ଧ୍ବ ଲୋକ ରହିପାରିବେ ନାହିଁ । ଏ ନେଇ କଳାହାଣ୍ଡି ଜିଲ୍ଲାପାଳ ପରାଗ ହର୍ଷଦ ସୂଚନା ଦେଇଛନ୍ତି । ବିନା ଜନସମାଗମରେ ପାରମ୍ପରିକ ରୀତିନିତୀରେ ଛତର ଯାତ୍ରା ଅନୁଷ୍ଠିତ କରିବାକୁ ନିଷ୍ପତ୍ତି ନିଆଯାଇଛି ।

   Related Posts