Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଷ୍ଟେଟ୍ ବ୍ୟାଙ୍କ ଉପରେ କୋଟିଏ ଟଙ୍କାର ଫାଇନ ଲଗାଇଲେ ରିଜର୍ଭ ବ୍ୟାଙ୍କ, ସବୁଠୁ ବଡ ବ୍ୟାଙ୍କ ବିରୋଧରେ ଋଣ ନିୟମ ଉଲ୍ଲଙ୍ଘନ ଅଭିଯୋଗ
  • ||
  • ଶ୍ରେୟସ ଆୟରଙ୍କ ଉପରେ ମୁମ୍ବାଇ ଇଣ୍ଡିଆନ୍ସର ନଜର, ରାହୁଲ ଓ ଧାଓ୍ୱନ ବି ବଦଳାଇବେ ଟିମ୍ !
  • ||
  • ରାଜ୍ୟରେ ଆଉ ୩ ଜଣ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୦୬କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୨୬୪ କରୋନା ସଂକ୍ରମିତ, ୧୦୪୮୪୯୨ରେ ପହଞ୍ଚିଲା ସଂଖ୍ୟା
  • ||
  • ଜରୁରୀକାଳିନ ପରିସ୍ଥିତି ଘୋଷଣା କଲେ ଗଭର୍ଣ୍ଣର : କରୋନା ସଂକ୍ରମଣ ବଢିବା ପରେ କଟକଣା କଡାକଡି
  • ||
  • ୧୮ କେଜିର ବଜ୍ରକାପ୍ତା ଉଦ୍ଧାର, ଡିଲ୍ ବେଳେ ଧରିଲା ବନ ବିଭାଗ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୪୬୫ ମୃତ
  • ||
  • ଫସଲ ନଷ୍ଟ କରି ଫେରିଗଲେ ଝାଡଖଣ୍ଡୀ ହାତୀପଲ, କ୍ଷତିପୂରଣ ଦାବି କଲେ ଚାଷୀ
  • ||
  • ଫସଲ ନଷ୍ଟ କରି ଫେରିଗଲେ ଝାଡଖଣ୍ଡୀ ହାତୀପଲ, କ୍ଷତିପୂରଣ ଦାବି କଲେ ଚାଷୀ
  • ||
  • ଓଡିଶା ଉପକୂଳରେ ମାଡ ହେବ ବାତ୍ୟା ! ଡିସେମ୍ବର ୩ରୁ ୬ ଯାଏଁ ପ୍ରବଳ ବର୍ଷା
  • ||

ସହରର ୫ଟି ମନ୍ଦିରରେ ୧୪୪ ଧାରା ଜାରି, ସାବିତ୍ରୀ ଭିଡକୁ ଦୃଷ୍ଟିରେ ରଖି ନିଷ୍ପତ୍ତି

9/06/2021 at 2:26 PM

ଯାଜପୁର ୯।୬: ଆସନ୍ତାକାଲି ସାବିତ୍ରୀ ବ୍ରତ । ଏହି ଅବସରରେ ବିବାହିତା ମହିଳାମାନେ ପୂଜାର୍ଚ୍ଚନା ପାଇଁ ବିଭିନ୍ନ ଦେବାଦେବୀ ମନ୍ଦିରରେ ଭିଡ ଲଗାଇଥାନ୍ତି । ବର୍ତ୍ତମାନ ଯାଜପୁର ଜିଲ୍ଲାରେ କରୋନା ସ୍ଥିତି ସଂଗୀନ ଥିବାବେଳେ କୌଣସି ପରିସ୍ଥିତିରେ ଭିଡ ଓ ପୂଜାର୍ଚ୍ଚନାକୁ ଅନୁମତି ଦିଆଯିବ ନାହିଁ ।

ଏହାକୁ ଦୃଷ୍ଟିରେ ରଖି ଯାଜପୁର ତହସିଲଦାରଙ୍କ ରିପୋର୍ଟ ଅନୁସାରେ ଯାଜପୁର ତହସିଲ ଅଧିନ ଅଧିଷ୍ଠାତ୍ରୀ ଦେବୀ ମା’ ବିରଜା, ଯାଉଁଳି ବନ୍ଧରେ ଥିବା ମା’ ମଙ୍ଗଳା, ଯାଜପୁରର ଜଗନ୍ନାଥ ମନ୍ଦିର, ବରାହ ମନ୍ଦିର, ମାନସାପୋଲଠାରେ ଥିବା ରାମ ମନ୍ଦିରରେ ୯ ତାରିଖ ମଧ୍ୟ ରାତ୍ରରୁ ୧୦ ତାରିଖ ମଧ୍ୟ ରାତ୍ର ପର୍ଯ୍ୟନ୍ତ ୧୪୪ ଧାରା ଜାରି କରାଯାଇଛି । ଯାଜପୁର ଉପ-ଜିଲ୍ଲାପାଳ ଜ୍ୟୋତିଶଙ୍କର ମହାପାତ୍ର ଏନେଇ ନିର୍ଦ୍ଦେଶ ଦେବା ସହ ଯାଜପୁର ଟାଉନ ପୋଲିସକୁ  ଉପରୋକ୍ତ ଅଞ୍ଚଳଗୁଡିକରେ ଆଇନଶୃଙ୍ଖଳା ପରିସ୍ଥିତି ଯାଞ୍ଚ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ।

   Related Posts