Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସାଲେପୁର : ଆମ୍ବୁଲାନ୍ସକୁ ପିଟିଲା କାର୍, ଡ୍ରାଇଭର ଆହତ
  • ||
  • କଟକ : ସି-ସୋର ଘାଟରୁ ଅଜଣା ମୃତଦେହ ଉଦ୍ଧାର, ଭାସି ଆସିଥିବା ସନ୍ଦେହ
  • ||
  • ଚଣ୍ଡିଗଡ : ପଦ୍ମ ବିଭୂଷଣ ଫେରାଇଲେ ପଞ୍ଜାବର ପୂର୍ବତନ ମୁଖ୍ୟମନ୍ତ୍ରୀ ପ୍ରକାଶ ସିଂହ ବାଦଲ
  • ||
  • ନୂଆଦିଲ୍ଲୀ : ଅନଲାଇନ୍‌ରେ ହେବନାହିଁ CBSE ବୋର୍ଡ ପରୀକ୍ଷା, ପୂର୍ବଭଳି ପରୀକ୍ଷା ଦେବେ ଛାତ୍ରଛାତ୍ରୀ
  • ||
  • ଝାରସୁଗୁଡା : ବାପା ନା’ ରାକ୍ଷସ, ନିଶାଶକ୍ତ ଅବସ୍ଥାରେ ୧୧ ବର୍ଷର ଝିଅ ସହ କଲା ଦୁଷ୍କର୍ମ !
  • ||
  • କନ୍ଧମାଳ : ହଜିଗଲା ମା’ର ମମତା, ୪ ବର୍ଷ ଝିଅର ଗାଲ କାଟିଦେଲା ସାବତ ମା’ !
  • ||
  • ବଡବିଲ : ହାତୀ ଆକ୍ରମଣରେ ଚାଲିଗଲା ଜଣଙ୍କ ଜୀବନ, ଆତଙ୍କ ଖେଳାଇଛନ୍ତି ୧୧ଟିକିଆ ହାତୀ ପଲ
  • ||
  • ଓ୍ବାଶିଂଟନ୍ : ‘ପିଜ୍ଜା ହଟ୍’ର ଶୁଭାରମ୍ଭ କରିଥିବା ଫ୍ରାଙ୍କ୍ କାର୍ନିଙ୍କ ପରଲୋକ
  • ||
  • ବଲାଙ୍ଗୀର : ଭିଜିଲାନ୍ସ ପଞ୍ଝାରେ ରେଞ୍ଜର, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏକକାଳୀନ ୩ଟି ସ୍ଥାନରେ ଚଢାଉ
  • ||
  • ଭୁବନେଶ୍ବର : ଅଫଲାଇନ୍‌ରେ ହେବ ମାଟ୍ରିକ୍ ଏବଂ ଯୁକ୍ତ ୨ ପରୀକ୍ଷା : ଗଣଶିକ୍ଷା ମନ୍ତ୍ରୀ
  • ||

ଭୋଟର ଲିଷ୍ଟରେ ନାଁ ନଥିବାରୁ ଉତ୍ତେଜନା, ମତଦାନ କେନ୍ଦ୍ରରେ ୧୪୪ ଧାରା ଜାରି

3/11/2020 at 4:49 PM

ଜଳେଶ୍ଵର ୩।୧୧: ବାଲେଶ୍ଵର ଉପ ନିର୍ବାଚନ ବେଳେ ଉତ୍ତେଜନା । ଆଙ୍କ ପଂଚାୟତର ଆଙ୍କ ପ୍ରାଥମିକ ବିଦ୍ୟାଳୟରେ ଥିବା ଆଦର୍ଶ ମତଦାନ କେନ୍ଦ୍ରରେ ଭୋଟ୍ ଦେବାକୁ ଆସିଥିବା ମହିଳାଙ୍କ ଭୋଟର ଲିଷ୍ଟରେ   ନାମ ନଥିବାକୁ ନେଇ ଉତ୍ତେଜନା ପ୍ରକାଶ ପାଇଛି ।

ମତଦାନ କେନ୍ଦ୍ରରେ ଥିବା ପୋଲିସ ପରିସ୍ଥିତିକୁ ନିୟନ୍ତ୍ରଣରେ ଆଣିଛନ୍ତି। ଅଧିକ ଅଘଟଣ ନ ଘଟିବା ପାଇଁ ପ୍ରଶାସନ ପକ୍ଷରୁ ମତଦାନ କେନ୍ଦ୍ରର ୩ଶହ ମିଟର ପରିଧିରେ ୧୪୪ ଧାରା ଜାରି କରାଯାଇଛି ।

   Related Posts