Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ନୀଳଗିରି : ଛିଣ୍ଡି ପଡିଲା ୧୧କେଭି ବିଦ୍ୟୁତ୍ ତାର, ଅଳ୍ପକେ ବର୍ତିଲେ ଗ୍ରାମବାସୀ
  • ||
  • ଭୁବନେଶ୍ବର : ମାର୍ଚ୍ଚ ପହିଲାରୁ ବରିଷ୍ଠ ନାଗରିକଙ୍କୁ ଟିକା, ୧୨ଟି ସରକାରୀ ଓ ୧୦ଟି ଘରୋଇ ହସ୍ପିଟାଲରେ ଟିକାଦାନ
  • ||
  • ଋଷିକୁଲ୍ୟା ନଦୀପଠାରୁ ଆନ୍ଧ୍ରକୁ ବାଲି ଚାଲାଣ ଘଟଣା : ୭ଟି ବାଲି ବୋଝେଇ ଟ୍ରକ୍ ଜବତ କଲା ପୋଲିସ
  • ||
  • ୫ରାଜ୍ୟ ଫେରନ୍ତାଙ୍କ ପାଇଁ ସ୍ବତନ୍ତ୍ର କଟକଣା : ରହିବେ ୭ଦିନ ହୋମ୍ ଆଇସୋଲେସନ୍‌ରେ
  • ||
  • ଅଳ୍ପକେ ବର୍ତ୍ତିଲେ ବିଏସଏଫ ଯବାନ, କମ୍ବିଂ ବେଳେ ବିପୁଳ ପରିମାଣର ବିସ୍ପୋରକ ଜବତ
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୮୬ କୋଭିଡ୍ ପଜିଟିଭ୍, ୩୩୭୧୦୪ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଖୋର୍ଦ୍ଧା : ସାରୁଆରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ଲକ୍ଷାଧିକ ଟଙ୍କାର ସମ୍ପତ୍ତି
  • ||
  • ବାରିପଦା : କୋଭିଡ ନିୟମକୁ ବେଖାତିର, ୫ଟି ଦୋକାନ ସିଲ୍‌
  • ||

କ୍ୟାଡର ପୁନଃଗଠନ ଦାବିନେଇ ବିଭାଗୀୟ ମୁଖ୍ୟ ଦପ୍ତର କର୍ମଚାରୀଙ୍କ କଲମ ଛାଡ଼ ଆନ୍ଦୋଳନ

22/08/2018 at 5:51 PM

ବିଭାଗୀୟ ମୁଖ୍ୟ ଦପ୍ତର କର୍ମଚାରୀଙ୍କ କଲମ ଛାଡ଼ ଆନ୍ଦୋଳନ । କ୍ୟାଡର ପୁନଃଗଠନ ଦାବିରେ ଆଜିକୁ ୬ ଦିନ ହେଲା ଆନ୍ଦେ।ଳନ କରୁଛନ୍ତି କର୍ମଚାରୀ । ବିଭିନ୍ନ ନିର୍ଦ୍ଦେଶାଳୟ କର୍ମଚାରୀଙ୍କ କ୍ୟାଡର ପୁନଃଗଠନ ନେଇ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇ ସାରିଛନ୍ତି । ଏହାକୁ ଲାଗୁ କରିବାକୁ ଅଯଥା ଟାଳଟୁଳ ନୀତି କରାଯାଉଥିବା କର୍ମଚାରୀ ଅଭିଯେ।ଗ କରିଛନ୍ତି । ହଜାରରୁ ଅଧିକ କର୍ମଚାରୀଙ୍କ ଆନ୍ଦୋଳନ ସାମିଲ ହେ।ଇଛନ୍ତି । ସେପଟେ ଦାବି ପୂରଣ ନହେବା ଯାଏଁ ଆନ୍ଦେ।ଳନ ଜାରି ରହିବ ବୋଲି କର୍ମଚାରୀମାନେ ଚେତାବନୀ ଦେଇଛନ୍ତି ।

   Related Posts