Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଟକ : ମୁଣ୍ଡଳୀ ବ୍ୟାରେଜରୁ ଡେଇଁ ଜଣେ ନିଖୋଜ, ବ୍ରିଜ୍ ଉପରେ ଅଛି ଗାଡି ଓ ମୋବାଇଲ୍
  • ||
  • ଖୋର୍ଦ୍ଧା : ଯୁବକକୁ ଖୋଜି ଆଣିବା ଦାବିରେ ଏସ୍‌ପି ଅଫିସ୍ ଘେରାଉ, ରବିବାରଠୁ ଗାଈ ଚରେଇବାକୁ ଯାଇ ଅଛନ୍ତି ନିଖୋଜ
  • ||
  • ଚାନ୍ଦବାଲି : ଖେଳୁଥିବା ବେଳେ ପୋଖରୀରେ ବୁଡିଗଲେ ଦେଢ ବର୍ଷର ଶିଶୁ କନ୍ୟା, ଡାକ୍ତରଖାନାରେ ମୃତ୍ୟୁ
  • ||
  • ଭୁବନେଶ୍ବର : ମମିତା ଘଟଣାରେ ରାଜଧାନୀ ହୁଲସ୍ତୁଲ, ଡିସିପି ଅଫିସ୍ ଘେରାଉ ବେଳେ ବିଜେପି କର୍ମୀ ଓ ପୋଲିସ ଧସ୍ତାଧସ୍ତି
  • ||
  • ନୟାଗଡ : ଗୁଣିଗାରେଡି ସନ୍ଦେହରେ ୫ ଜଣଙ୍କୁ ନିର୍ଯାତନା ଘଟଣା : ୫ ଜଣଙ୍କୁ ଗିରଫ କଲା ପୋଲିସ
  • ||
  • ମର୍ମନ୍ତୁଦ ଦୁର୍ଘଟଣା: ଡୋଡା ଘାଟିରେ ଖସିପଡିଲା ମାଟାଡୋର, ୮ ମୃତ ଓ ଅନେକ ଆହତ
  • ||
  • ଜଗତସିଂହପୁର : ଷ୍ଟାଡିୟମ୍ ନିକଟରୁ ମିଳିଲା ଯୁବକଙ୍କ ମୃତଦେହ, ବୁଧବାର ସନ୍ଧ୍ୟାରୁ ଥିଲେ ନିଖୋଜ
  • ||
  • କଳାହାଣ୍ଡି : ମମିତା ମେହେର ହତ୍ୟା ମାମଲାରେ କଂଗ୍ରେସର ଧାରଣା ୩ୟ ଦିନରେ, ମନ୍ତ୍ରୀ ଇସ୍ତଫା ନଦେଲେ ତୀବ୍ର ହେବ ଆନ୍ଦୋଳନ
  • ||
  • କଳାହାଣ୍ଡି : ଇନ୍ଦ୍ରାବତୀ ଦକ୍ଷିଣ ମୁଖ୍ୟ କେନାଲରେ ଘାଇ, ଶହ ଶହ ହେକ୍ଟର ଧାନ ଚାଷ ନଷ୍ଟ ଆଶଙ୍କା
  • ||
  • ଢେଙ୍କାନାଳ : ଶୌଚ ହୋଇ ଫେରିବା ବେଳେ ବୃଦ୍ଧଙ୍କୁ କଚାଡିଦେଲା ଦନ୍ତା, ଡାକ୍ତରଖାନାରେ ଚାଲିଗଲା ଜୀବନ
  • ||

କଟକରେ ପୂଜା ପାଇଁ ବ୍ୟାପକ ବ୍ୟବସ୍ଥା, ସହରରେ ମୁତୟନ ହେବେ ୩୨ ପ୍ଲାଟୁନ୍‌ ପୋଲିସ ଫୋର୍ସ

10/10/2021 at 1:10 PM

କଟକ ୧୦।୧୦: ପୂଜା ପାଇଁ କଟକ ସହରରେ ବ୍ୟାପକ ବ୍ୟବସ୍ଥା । ଦୁର୍ଗା ପୂଜା ଓ ନାଇଟ୍‌ କର୍ଫ୍ୟୁ ପାଇଁ କଟକ ସହରରେ ୩୨ ପ୍ଲାଟୁନ ପୋଲିସ ଫୋର୍ସ ମୁତହେବେ । ଏହାସହ ସହରରେ ୧୦୦ ଜଣ ବରିଷ୍ଠ ଅଧିକାରୀ ମୁତୟନ ହେବେ ବୋଲି ଡିସିପି ପ୍ରତୀକ ସିଂହ ସୂଚନା ଦେଇଛନ୍ତି ।

ସେହିପରି ଡିସିପି ଆହୁରୀ ମଧ୍ୟ କହିଛନ୍ତି ଯେ, କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ସମସ୍ତ ପୂଜା ମଣ୍ଡପ ଓ ପୀଠରେ କରୋନା କଟକଣା ମାନି ପୂଜା କରିବାକୁ ପରାମର୍ଶ ଦିଆଯାଇଛି । ସହରରେ ବିଭିନ୍ନ ସ୍ଥାନରେ ରହିବ କୋଡିଏ ଟି ଏଡ-ପୋଷ୍ଟ । ତେବେ ଚଳିତ ବର୍ଷ କୋଭିଡ ଗାଇଡ ଲାଇନ ଅନୁସାରେ ପୂଜା କରିବା ପାଇଁ ପୂଜା କମିଟିକୁ ଅନୁରୋଧ କରାଯାଇଛି । ସହରରେ ମୋଟ ୩୨ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ହେବେ ।

   Related Posts