Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୪୩ କୋଭିଡ୍ ପଜିଟିଭ୍
  • ||
  • ବୋହୂକୁ ପଥରରେ ଛେଚି ଦେଲା ଶାଶୂ, ପାରିବାରିକ କଳହରୁ ଜଘନ୍ୟ ହତ୍ୟାକାଣ୍ଡ…
  • ||
  • ପ୍ରବଳ ବର୍ଷା ପରେ ଭୂସ୍ଖଳନ: ୧୮ ମୃତ ଓ ଅନେକ ନିଖୋଜ, ମୁଖ୍ୟମନ୍ତ୍ରୀ ଲୋଡିଲେ ସେନା ସହାୟତା
  • ||
  • ଆଜିଠୁ ଓଜେଇଇ କାଉନସେଲିଂ, ପଞ୍ଜୀକରଣ ଓ ଚଏସ ଲକିଂ କରିପାରିବେ ଛାତ୍ରଛାତ୍ରୀ
  • ||
  • ଆଫଗାନିସ୍ତାନ ପ୍ରସଙ୍ଗରେ ନଭେମ୍ୱରରେ ବସିବ ବୈଠକ : ପାକିସ୍ତାନକୁ ନିମନ୍ତ୍ରଣ କଲା ଭାରତ
  • ||
  • ପଞ୍ଚାୟତ ନିର୍ବାଚନ ପାଇଁ ୩ ଦଳ ପ୍ରସ୍ତୁତ, ସଂରକ୍ଷଣ ତାଲିକା ପ୍ରକାଶ ପରେ ଗଦାଗଦା ଅଭିଯୋଗ
  • ||
  • ମନୀଷ ଅନୁରାଗ ମୃତ୍ୟୁ ମାମଲା : ରବିବାର ୩ ଅଭିଯୁକ୍ତଙ୍କ ରିମାଣ୍ଡ ଆବେଦନର ଶୁଣାଣି
  • ||

ଜଗୁଆଳୀ ସାଜିଲେ ଲୁଟେରା : ପାର୍କିଂସ୍ଥଳରୁ ବାଇକ୍ ନେଇ ପଳାଇଲେ ସିକ୍ୟୁରିଟି ଗାର୍ଡ, CCTVରେ କଏଦ ହେଲା ଦୃଶ୍ୟ

5/07/2021 at 12:30 PM

ସମ୍ବଲପୁର ୫।୭: ସମ୍ବଲପୁର ବୁର୍ଲା ଭୀମସାରରେ ବାଇକ୍ ଚୋରୀର ଦୃଶ୍ୟ ସିସିଟିଭିରେ କଏଦ । ଜଣେ ସିକ୍ୟୁରିଟି ଗାର୍ଡ ଏହି ବାଇକଟିକୁ ପାର୍କିଂ ସ୍ଥଳରୁ ନେଇକି ପଳାଉଥିବାର ଦୃଶ୍ୟ ସିସିଟିଭିରେ କଏଦ ହୋଇଛି । ତେବେ ଏହି ଚୋରି ଘଟଣା ରବିବାର ବିଳମ୍ବିତ ରାତିରେ ଘଟିଥିବା ବେଳେ ସୋମବାର କିଛି ଲୋକଙ୍କୁ ଅଟକ ରଖି ପୋଲିସ ପଚରାଉଚରା ଜାରି ରଖିଥିବା କହିଛନ୍ତି ବୁର୍ଲା ଏସଡିପିଓ ସତ୍ୟବ୍ରତ ଦାଶ ।

ତେବେ ପୂର୍ବରୁ ବୁର୍ଲା ଭୀମସାର ସିକ୍ୟୁରିଟି ସଂସ୍ଥା ନାଁର ଅନେକ ସଙ୍ଗୀନ ଅଭିଯୋଗ ଥିବାବେଳେ ବାଇକ୍ ଚୋରୀ ସିକ୍ୟୁରିଟି ସଂସ୍ଥାର ଅସଲ ଚେହେରାକୁ ପଦାରେ ପକାଇଛି । ତେବେ ବାଇକ୍ ଚୋରିରେ ସମ୍ପୃକ୍ତ ସିକ୍ୟୁରିଟି ଗାର୍ଡକୁ ପୋଲିସ ଅଟକ ରଖି ପଚରାଉଚରା ଜାରି ରଖିଛି ।

   Related Posts