Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବ୍ୟାଟସମ୍ୟାନଙ୍କ ପରେ ବିଫଳ ହେଲେ ଆରସିବି ବୋଲର, ‘କର ବା ମର’ ମ୍ୟାଚରେ ୫ ଓ୍ୱିକେଟରେ ଜିତିଲା ହାଇଦ୍ରାବାଦ
  • ||
  • ଗହଣା ଦୋକାନରୁ ଚୋରି, ଛାତ କଣା କରି ଲୁଟିନେଲେ ୨ କିଲୋର ସୁନା ଅଳଙ୍କାର
  • ||
  • ସାରୁଅ ଜମି କେଳେଙ୍କାରୀ : ଓଡିଶା ଇନଫ୍ରାଟେକ୍‌ର ଦୁଇ କର୍ମଚାରୀ ଗିରଫ, ଶ୍ରମିକଙ୍କୁ ଧମକ ଅଭିଯୋଗରେ ବାନ୍ଧିଲା ବାଘମାରୀ ପୋଲିସ
  • ||
  • IPL 2020: ବୁମରା ଓ ବୋଲ୍ଟଙ୍କ ଶାଣିତ ବୋଲିଂ ପରେ ଇଶାନଙ୍କ ଅର୍ଦ୍ଧଶତକ, ୯ ଓ୍ଵିକେଟ୍‌ରେ ଜିତିଲା ମୁମ୍ବାଇ ଇଣ୍ଡିଆନ୍ସ, ଦିଲ୍ଲୀର କ୍ରମାଗତ ଚତୁର୍ଥ ପରାଜୟ
  • ||
  • ଭୁବନେଶ୍ୱର : ଆସିଲା ଅନଲକ୍ ୬.୦ ଗାଇଡ଼ଲାଇନ୍‌
  • ||
  • ଭୁବନେଶ୍ୱର : ରାଜ୍ୟରେ ଆଉ ୧୨ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ଭୁବନେଶ୍ୱର : ରାଜ୍ୟରେ ୧୪୭୦ କରୋନା ସଂକ୍ରମିତ ଚିହ୍ନଟ
  • ||
  • ଭୁବନେଶ୍ୱର : ୧୬ତାରିଖରେ ଖୋଲିବ ସ୍କୁଲ, ନବମରୁ ଦ୍ୱାଦଶ ଶ୍ରେଣୀ ଯାଏଁ ପିଲା ପଢିବାକୁ ଆସିବେ
  • ||
  • ଝରକା ତାଡ଼ି ବ୍ୟାଙ୍କରୁ ଲୁଟ୍ ! ପୋଲିସର ତଦନ୍ତ ଜାରି
  • ||
  • ଭୟଙ୍କର ଭୂକମ୍ପରେ ଥରିଲା ତୁର୍କୀ ଓ ଗ୍ରୀସ : ମୃତ୍ୟୁ ସଂଖ୍ୟା ୧୭କୁ ବୃଦ୍ଧି, ୭ ଶହରୁ ଅଧିକ ଆହତ
  • ||

ଭୁବନେଶ୍ବର ରେଲୱେ ଷ୍ଟେସନରେ ସେଗ୍ ୱେ ପାଟ୍ରୋଲିଂ ସିଷ୍ଟମର ଶୁଭାରମ୍ଭ

19/11/2019 at 2:02 PM

ଭୁବନେଶ୍ବର ୧୯।୧୧: ଭୁବନେଶ୍ବର ରେଲୱେ ଷ୍ଟେସନରେ ଆରମ୍ଭ ହେଲା ସେଗ୍ ୱେ ପାଟ୍ରୋଲିଂ ସିଷ୍ଟମ । ପ୍ରଥମ ଥର ପାଇଁ ଓଡିଶାରେ ଏଭଳି ବ୍ୟବସ୍ଥା ଆରମ୍ଭ ହୋଇଛି । ସୁରକ୍ଷା ବ୍ୟବସ୍ଥା ଯାଞ୍ଚରେ ଏହା ସହାୟକ ହେବ ।

ଏହାର ଶୁଭାରମ୍ଭ ଇଷ୍ଟକୋଷ୍ଟ ରେଲୱେର ଜେନେରାଲ ମ୍ୟାନେଜର କରିଥିବା ବେଳେ ତାଙ୍କ ସହ ରେଲୱେ ଚିଫ୍ ସିକ୍ୟୁରିଟି ଅଫିସର , ଖୋର୍ଦ୍ଧା ଡିଆର୍‌ଏମ ପ୍ରମୁଖ ଉପସ୍ଥିତ ଥିଲେ । ସେଗ୍ ୱେ ପାଟ୍ରୋଲିଂ ଦ୍ବାରା ରେଲୱେ ଷ୍ଟେସନର ସୁରକ୍ଷା ଯାଞ୍ଚରେ ସହାୟକ ହୋଇପାରିବ । ପୂର୍ବରୁ ବିଶାଖାପାଟଣାରେ ଇଷ୍ଟକୋଷ୍ଟ ରେଲୱେ ପକ୍ଷରୁ ଏଭଳି ବ୍ୟବସ୍ଥା କରାଯାଇଥିଲା ।

   Related Posts