Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଳାହାଣ୍ଡି : ଘର ବାହାରେ ଶୋଇଥିବା ବେଳେ ମାଡିଗଲା ଟ୍ରକ୍, ସ୍ତ୍ରୀ ମୃତ, ସ୍ବାମୀ ଗୁରୁତର
  • ||
  • ସାନଖେମୁଣ୍ଡି : କୋଭିଡ୍ କଟକଣା ଉଲଂଘନ କରି ଗାଁରେ ଚାଲିଥିଲା ବାହାଘର ଭୋଜିଭାତ, ବନ୍ଦ କଲା ପ୍ରଶାସନ
  • ||
  • ଚୋରି କରୁଥିଲା ବିଦ୍ୟୁତ ଖୁଣ୍ଟ, ଗାଁ ଲୋକଙ୍କ ହାତରେ ଧରାପଡିଲା ଚୋର
  • ||
  • ରାଜ୍ୟରେ କରୋନା ନେଲା ଆଉ ୨୧ଜଣଙ୍କ ଜୀବନ, ୨୧୬୧ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା
  • ||
  • ୧୧ ହଜାର ଉପରେ କରୋନା ସଂକ୍ରମଣ, ରାଜ୍ୟରେ ଗତ ୨୪ଘଣ୍ଟାରେ ବାହାରିଲେ ୧୧,୮୦୭ ପଜିଟିଭ୍
  • ||
  • କମିଲା ତାତି : ଆଜି ଏହି ସବୁ ଜିଲ୍ଲାରେ ବଜ୍ରପାତ ସହ କୁଆପଥର ବର୍ଷା ସମ୍ଭାବନା
  • ||
  • ସଂକ୍ରମଣ ରୋକିବାକୁ ରାଜ୍ୟରେ ସାପ୍ତାହିକ ସଟ୍‌ଡାଉନ୍, ଜରୁରୀ ସେବାକୁ ଛାଡ଼ିଦେଲେ ସବୁ ବନ୍ଦ
  • ||

କଟକରୁ ତୀର୍ଥଯାତ୍ରାରେ ଗଲେ ୨୪୨ ଜଣ ବରିଷ୍ଠ ନାଗରିକ

24/02/2019 at 4:17 PM

କଟକ ୨୪|୨: କଟକରୁ ତୀର୍ଥଯାତ୍ରାରେ ଗଲେ ବରିଷ୍ଠ ନାଗରିକ। ଜିଲ୍ଲାର ୧୪ଟି ବ୍ଲକ୍ ସହ ମହାନଗର ନିଗମର ୨୪୨ ଜଣ ବରିଷ୍ଠ ନାଗରିକଙ୍କୁ ନେଇ ୬ଟି ବସ୍ ଆଜି ଯାତ୍ରା ଆରମ୍ଭ କରିଛି। କଟକର ଅତିରିକ୍ତ ଜିଲ୍ଲାପାଳ ବିଜୟ କୁମାର ଖଣ୍ଡାୟତରାୟ ପତାକା ଦେଖାଇ ଏହି ଯାତ୍ରାର ଶୁଭାରମ୍ଭ କରିଛନ୍ତି ।

ତୀର୍ଥଯାତ୍ରୀମାନେ ବସ୍ ରେ କଟକରୁ ଭୁବନେଶ୍ବର ଯିବା ପରେ ସେଠାରୁ ସ୍ବତନ୍ତ୍ର ଟ୍ରେନ୍ ଯୋଗେ ପ୍ରଥମେ କଲିକତା ଓ ପରେ ଆସାମ ପରିଦର୍ଶନରେ ଯାଇ ଫେରିବେ। କଲିକତାର ଦକ୍ଷିଣକାଳୀ ଓ ଆସାମର କାମାକ୍ଷା ଦେବୀଙ୍କ ଦର୍ଶନ ସହ ଅନ୍ୟାନ୍ୟ ଦର୍ଶନୀୟ ସ୍ଥାନ ମଧ୍ୟ ପରିଦର୍ଶନ କରିବେ ବୋଲି ଜିଲ୍ଲା ପର୍ଯ୍ୟଟନ ଅଧିକାରୀ ସୁଜାତା ପଟ୍ଟନାୟକ ସୂଚନା ଦେଇଛନ୍ତି।

   Related Posts