କୋଟିପତି କିରାଣୀ ଗିରଫ: ୧ କୋଟି ୩୨ ଲକ୍ଷ ଟଙ୍କାର ସମ୍ପତ୍ତି ଠାବ

Published By : Prameya-News7 Bureau | November 13, 2020 IST

ଭୁବନେଶ୍ବର ୧୩।୧୧: ଭିଜିଲାନ୍ସ ଜାଲରେ ପଡିଲେ ବରିଷ୍ଠ କିରାଣୀ । ଭୁବନେଶ୍ବର ଉପ ଜିଲ୍ଲାପାଳ କାର୍ଯ୍ୟାଳୟ କିରାଣୀ ଉଦୟନାଥ ଜେନାଙ୍କୁ ଗିରଫ କରିଛି ଭିଜିଲାନ୍ସ ଟିମ୍ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭୁବନେଶ୍ବର ଭିଜିଲାନ୍ସ ଟିମ୍‌ର ଚଢାଉ କରିଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ଗତକାଲି ୩ଟି ସ୍ଥାନରେ  ଚଢାଉ କରିଥିଲା ଭିଜିଲାନ୍ସ। ଚଢାଉରେ ୧ କୋଟି ୩୨ ଲକ୍ଷ ଟଙ୍କାର ସମ୍ପତ୍ତି ଠାବ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.